ଶ୍ରୀଲଙ୍କାକୁ ଭାରତ ଦେଇସାରିଲାଣି ୨୫୦ କୋଟିର ଆର୍ଥିକ ସହାୟତା

କଲମ୍ବୋ,୩ା୪: ଆଜିକାଲି ଶ୍ରୀଲଙ୍କା ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏହା ସାହାଯ୍ୟ ପାଇଁ ଭାରତକୁ ଅନୁରୋଧ କରିଥିଲା। ଏହି କ୍ରମରେ ଶ୍ରୀଲଙ୍କାରେ ଭାରତର ହାଇ କମିଶନର ଗୋପାଳ ବାଗ୍‌ଲେ ରବିବାର କହିଛନ୍ତି, ଶ୍ରୀଲଙ୍କାର ଅନୁରୋଧକୁ ଭାରତ ତୁରନ୍ତ କାର୍ଯ୍ୟକାରୀ କରିଛି। ଚଳିତ ବର୍ଷ ଜାନୁୟାରୀ ଠାରୁ ଆଜି ପର୍ଯ୍ୟନ୍ତ ଭାରତ ଶ୍ରୀଲଙ୍କାକୁ ୨.୫ ବିଲିୟନ ସହାୟତା ପ୍ରଦାନ କରିଛି।

ଅନ୍ୟପକ୍ଷରେ, ଲଣ୍ଡନର ମୌଳିକ ଅଧିକାର ଉପରେ ନଜର ରଖିଥିବା ଏମ୍‌ନେଷ୍ଟି ଓ୍ବାଚଡଗ୍‌ ଶ୍ରୀଲଙ୍କା ସରକାରଙ୍କୁ ଚେତାବନୀ ଦେଇଛି ଯେ, ଜନ ନିରାପତ୍ତା ନାମରେ ଦେଶରେ ଜରୁରିକାଳୀନ ପରିସ୍ଥିତି ଘୋଷଣା ମାନବିକ ଅଧିକାରର ଉଲ୍ଲଂଘନ ହେବାର ବାହାନା ଚଳିବ ନାହିଁ। ଶ୍ରୀଲଙ୍କାରେ ଶନିବାର ସକାଳ ୬ରୁ ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ଦେଶବ୍ୟାପୀ କର୍ଫ୍ୟୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri