୧୦ ଲକ୍ଷ ଟପିଲା ଭାରତ

ନୂଆଦିଲ୍ଲୀ, ୧୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଶନିବାର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଛି। ଏବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୭୧୬ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୪ ହଜାର ୮୮୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୬୭୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ମୃତକଙ୍କ ସଂଖ୍ୟା ୨୬ ହଜାର ୨୭୩କୁ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ ୬ ଲକ୍ଷ ୫୩ ହଜାର ୭୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୩ଲକ୍ଷ ୫୮ ହଜାର ୬୯୨ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଇତିମଧ୍ୟରେ ଜୁଲାଇ ୧୭ ସୁଦ୍ଧା କୋଟିଏ ୩୪ ଲକ୍ଷ ୩୩ ହଜାର ୭୪୨ ଜଣଙ୍କ ନମୁନା ପରୀକ୍ଷା ହୋଇସାରିଛି। ଶୁକ୍ରବାର ଗୋଟିଏ ଦିନରେ ୩ ଲକ୍ଷ ୬୧ ହଜାର ୨୪ ଜଣଙ୍କ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri