ତାଲିବାନକୁ କଡ଼ା ଚେତାବନୀ ଦେଲା ଭାରତ

ନ୍ୟୁୟର୍କ,୧୦।୬: ଆଫଗାନିସ୍ତାନକୁ ତାଲିବାନ ଦଖଲ ପରେ ଭାରତ ପୁଣି ଥରେ ଉଦବେଗ ପ୍ରକାଶ କରିଛି ଏବଂ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ବୈଠକରେ ଏହି ପ୍ରସଙ୍ଗ ଉଠାଇଛି। ୟୁଏନଏସସିରେ ଭାରତର ସ୍ଥାୟୀ ପ୍ରତିନିଧୀ ଟିଏସ ତିରୁମୂର୍ତ୍ତିର କହିଛନ୍ତି ଯେ, ଆଫଗାନିସ୍ତାନରେ ଏବେ ବି ସ୍ଥିତି ଗୁରୁତର ରହିଛି। ଆଫଗାନିସ୍ତାନର ପଡ଼ୋଶୀ ତଥା ଲୋକଙ୍କ ବନ୍ଧୁ ଭାବରେ ବର୍ତ୍ତମାନର ପରିସ୍ଥିତି ଆମ ପାଇଁ ସିଧାସଳଖ ଚିନ୍ତାର ବିଷୟ। ଆଫଗାନିସ୍ତାନରେ ଭାରତ ଏପରି ଏକ ବ୍ୟବସ୍ଥା ଆହ୍ବାନ କରୁଛି ଯେଉଁଥିରେ ସମସ୍ତ ବିଭାଗ ପ୍ରତିନିଧିତ୍ୱ କରିପାରିବେ। ସେଠାରେ ଏକ ଅନ୍ତର୍ଜାତୀୟ ସ୍ବୀକାର୍ଯ୍ୟତା ଏବଂ ବୈଧତା ଥିବା ସରକାର ଗଠନ ହେଉ ବୋଲି ସେ କହିଛନ୍ତି।
କାବୁଲ ଆକ୍ରମଣ ସମ୍ପର୍କରେ ଟିଏସ ତିରୁମୁର୍ତ୍ତୀ କହିଛନ୍ତି ଯେ, ଗତ ମାସରେ ଏକ ନିନ୍ଦନୀୟ ଆକ୍ରମଣର ସାକ୍ଷୀ ରହିଥିଲା। ଆଫଗାନିସ୍ତାନ ପାଇଁ ଆତଙ୍କବାଦ ଏକ ଗୁରୁତର ବିପଦ ହୋଇ ରହିଛି। ତେଣୁ ତାଲିବାନ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତିଗୁଡିକ ସମ୍ମାନିତ ଏବଂ ପାଳନ କରାଯିବା ଜରୁରୀ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ଦେଶର ପରମାଣୁ ସୁରକ୍ଷା ବିପଦରେ, କୁଡାନକୁଲମ ପରମାଣୁ ଶକ୍ତିକେନ୍ଦ୍ରର ଡାଟା ଲିକ୍‌

ଚେନ୍ନାଇ,୧୫ା୭: ତାମିଲନାଡୁରେ ଅବସ୍ଥିତ ଦେଶର ସର୍ବବୃହତ କୁଡାନକୁଲମ ପରମାଣୁ ଶକ୍ତିକେନ୍ଦ୍ର ସହିତ ଜଡ଼ିତ ସମ୍ବେଦନଶୀଳ ଡାଟା ଲିକ୍‌ ହୋଇଛି। ଓ୍ବାଲର୍‌ଡ ଲିକ୍ସ ନାମରେ ଜଣାଶୁଣା ଦୁଇଟି ହ୍ୟାକର…

କେନ୍ଦ୍ର କ୍ୟାବିନେଟର ୭ ବଡ଼ ନିଷ୍ପତ୍ତି: ସେମିକନ ୨.୦ ମିଶନକୁ ମଞ୍ଜୁରୀ, ବାରାଣସୀ ପାଇଁ…

ନୂଆଦିଲ୍ଲୀ,୧୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୭ଟି ବଡ଼ ନିଷ୍ପତ୍ତି ନିଆଯାଇଛି। ଏଥିମଧ୍ୟରୁ ଦେଶରେ ସେମିକଣ୍ଡକ୍ଟର ଇକୋସିଷ୍ଟମକୁ ସୁଦୃଢ଼ କରିବା…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri