ଅସମ୍ଭବକୁ ସମ୍ଭବ କରିଛି ଭାରତ: ଦେଶରେ ପ୍ରସ୍ତୁତ ହେଉଛି ୩ କରୋନା ଟୀକା

ନୂଆଦିଲ୍ଲୀ, ୧୫।୮: କରୋନା ମହାମାରୀ ଲଢ଼େଇରେ ଭାରତ ଆଗୁଆ ରହିଛି। ଅସମ୍ଭବକୁ ଭାରତ ସମ୍ଭବ କରି ଦେଖାଇଛି। କରୋନାର ପ୍ରତିରୋଧ ପାଇଁ ଦେଶରେ ୩ ଟି ଟୀକା ଉପରେ ଟ୍ରାଏଲ୍‌ ଜାରି ରହିଛି। ୭୪ ତମ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରି ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏପରି କହିଛନ୍ତି। କରୋନା ସଙ୍କଟରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ଭୟ ଅବା ଆଶଙ୍କାର କୌଣସି କାରଣ ନ ଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ଖୁବ୍‌ ଶୀଘ୍ର କରୋନା ଟୀକାକୁ ମଞ୍ଜୁରୀ ମିଳିବ। ଏହାପରେ ଟୀକାକୁ ବ୍ୟାପକ ଭାବେ ଜନସାଧାରଣଙ୍କୁ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…

ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ।…

ଯୁକ୍ତ୨ରେ ଯୋଡ଼ିହେଲା ୨ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ

ଭୁବନେଶ୍ୱର,୧୦ା୯(ସୁଚିସ୍ମିତା ସାହୁ): ରାଜ୍ୟର ଯୁକ୍ତ୨ ଶିକ୍ଷା ବ୍ୟବସ୍ଥାରେ ଛାତ୍ରୀଛାତ୍ରଙ୍କ ପାଇଁ ଆଉ ଦୁଇଟି ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ସାମିଲ କରାଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…

ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ଅଙ୍ଗନବାଡ଼ି କର୍ମୀଙ୍କ ୧୨ହଜାର ଯାଏ ବଢିଲା ଦରମା, ଆଉ ସହାୟିକାଙ୍କୁ…

ନୂଆଦିଲ୍ଲୀ,୧୦।୯: ଉତ୍ତର ପ୍ରଦେଶର ୨.୯୧ ଲକ୍ଷ ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକାମାନଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ଉପହାର ଦେଇଛନ୍ତି। ଅଙ୍ଗନୱାଡ଼ି କର୍ମୀମାନଙ୍କର ମାସିକ ପାରିଶ୍ରମିକ…

ସିଜେପି ବିକ୍ଷୋଭକାରୀଙ୍କୁ ନୋଟିସ ପଠାଇବାକୁ କିପରି ସାହସ କଲ

ନୂଆଦିଲ୍ଲୀ,୧୦ା୯: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ପରିଚାଳିତ ବିକ୍ଷୋଭରେ ଭାଗ ନେଇଥିବା ଜଣେ ଛାତ୍ରଙ୍କୁ ନୋଟିସ ଜାରି କରିଥିବାରୁ ଗ୍ରେଟର ନଏଡ଼ାର କାର୍ଯ୍ୟନିର୍ୱାହୀ ମାଜିଷ୍ଟ୍ରେଟ୍‌ଙ୍କୁ ସୁପ୍ରିମକୋର୍ଟ…

୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୦।୯: ସିବିଏସ୍‌ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍‌ ଦେବାକୁ ବିଚାର…

୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍‌ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର

ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ…

ଏଆଇ ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱବ୍ୟାପୀ ମହାବିପତ୍ତି ସୃଷ୍ଟି ହୋଇପାରେ

ନୂଆଦିଲ୍ଲୀ, ୧୦ା୯ (ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରର ପ୍ରମୁଖ ଗବେଷଣା ସଂସ୍ଥା ‘ଆନ୍ଥ୍ରୋପିକ୍‌’ର ଗବେଷକ ଜାକବ କୋକ୍ସନ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ‘ଓପନ୍‌ଏଆଇ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri