‘ଭାରତକୁ ଉପଦେଶ ଦେବାର କୌଣସି ଅଧିକାର ନାହିଁ’

ଓ୍ବାଶିଂଟନ,୧୫ା୧୨: ମିଳିତ ଜାତିସଂଘରେ କଶ୍ମୀର ପ୍ରସଙ୍ଗ ଉଠାଇ ପାକିସ୍ତାନକୁ ଭାରତ ଉପଯୁକ୍ତ ଉତ୍ତର ଦେଇଛି। ଭାରତ କହିଛି, ଯେଉଁ ଦେଶ ଆତଙ୍କବାଦୀ ଓସାମା ବିନ୍‌ ଲାଡେନକୁ ପ୍ରଶୟ ଦେଉଛି ଏବଂ ପଡ଼ୋଶୀ ଦେଶର ସଂସଦ ଉପରେ ଆକ୍ରମଣ କରିଥିଲା। ଏପରି ଦେଶର ପ୍ରଚାର କରିବାର କୌଣସି ଅଧିକାର ନାହିଁ। ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର କହିଛନ୍ତି, ମହାମାରୀ, ଜଳବାୟୁ ପରିବର୍ତ୍ତନ, ବିବାଦ କିମ୍ବା ଆତଙ୍କବାଦ ହେଉ ଆମ ସମୟର ପ୍ରମୁଖ ଆହ୍ବାନର ପ୍ରଭାବଶାଳୀ ପ୍ରତିକ୍ରିୟା ଉପରେ ଜାତିସଂଘର ବିଶ୍ୱସନୀୟତା ନିର୍ଭର କରେ।

ଜୟଶଙ୍କରଙ୍କ ଏହି ପ୍ରତିକ୍ରିୟା ଯେତେବେଳେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ବିତର୍କ ସମୟରେ କଶ୍ମୀର ପ୍ରସଙ୍ଗ ଉଠାଉଥିଲେ। ଜାତିସଂଘର ଭାରତର ଅଧ୍ୟକ୍ଷତାରେ ଚାଲିଥିବା ଉଚ୍ଚସ୍ତରୀୟ ଦସ୍ତଖତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବାକୁ ଜୟଶଙ୍କର ଆମେରିକାରେ ପହଞ୍ଚିଛନ୍ତି। ଜୟଶଙ୍କର କହିଛନ୍ତି, ‘ବିଶ୍ୱ ଯାହାକୁ ଅସ୍ବୀକାର କରୁଛି, ଏହାର ଯଥାର୍ଥତା ପ୍ରଶ୍ନ ଉଠିବା ଉଚିତ ନୁହେଁ। ଏହା ନିଶ୍ଚିତ ଭାବରେ ସୀମା ଆତଙ୍କବାଦର ପ୍ରାୟୋଜକ ପାଇଁ ପ୍ରଯୁଜ୍ୟ। ଓସାମା ବିନ ଲାଡେନର ଆୟୋଜକ ଏବଂ ପଡ଼ୋଶୀ ସଂସଦ ଉପରେ ଆକ୍ରମଣ ଏହି ପରିଷଦ ସମ୍ମୁଖରେ ପ୍ରଚାର କରିବାର ପ୍ରମାଣ ହୋଇପାରେ।

ଉଲ୍ଲେଖନୀୟ ଯେ, ୨୦୨୧ ଡିସେମ୍ବର ୧୩ରେ ଲସ୍କର-ଇ-ତୋଇବା ଏବଂ ଜୈସ-ଇ-ମହମ୍ମଦ ଆତଙ୍କବାଦୀମାନେ ଦେଶର ସଂସଦ ଉପରେ ଆକ୍ରମଣ କରିଥିଲେ। ଆତଙ୍କବାଦୀ ଆକ୍ରମଣରେ ୯ ଜଣ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri