Advertisement

କୋଭିଡ୍‌ ମୁକାବିଲା ଲାଗି ଭାରତ ନିର୍ଣ୍ଣାୟକ ପଦକ୍ଷେପ ନେଇଛି

ନୂଆଦିଲ୍ଲୀ: କୋଭିଡ୍‌-୧୯ ମୁକାବିଲା ଏବଂ ଆର୍ଥତ୍କ ସମସ୍ୟା ସମାଧାନ ଦିଗରେ ଭାରତ ନିର୍ଣ୍ଣାୟକ ପଦକ୍ଷେପ ନେଇଥିବା ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି(ଆଇଏମ୍‌ଏଫ୍‌) ଶନିବାର କହିଛି। ଆଇଏମ୍‌ଏଫ୍‌ ଏମ୍‌ଡି କ୍ରିଷ୍ଟଲିନା ଜିଓଜିଏଭା କହିଛନ୍ତି, ଜାନୁୟାରୀ ୨୬ରେ ଓ୍ବାର୍ଲଡ ଇକୋନୋମିକ ରିପୋର୍ଟ ପ୍ରକାଶ ପାଇବ। ଭାରତର ଅର୍ଥନୈତିକ ପରଫରମାନ୍ସ ନେଇ ଏଠାରେ କିଛିଟା ସକାରାତ୍ମକ ଦିଗ ସ୍ଥାନିତ ହେବା ନେଇ ସେ ଆଶାବାଦୀ ରହିଛନ୍ତି। ଚଳିତ ଆର୍ଥତ୍କ ବର୍ଷରେ ଭାରତର ଜିଡିପି ୧୦.୩% ଖସିବା ନେଇ ଆଇଏମ୍‌ଏଫ୍‌ ପୂର୍ବରୁ ଅନୁମାନ ଲଗାଇଛି। ସେହିଭଳି ୨୦୨୧-୨୨ ଆର୍ଥତ୍କ ବର୍ଷରେ ଜିଡିପି ପୁଣି ଥରେ ଅଭିବୃଦ୍ଧି ପଥକୁ ଫେରିବା ନେଇ ଏହା ଆଶା ରଖିଛି। କରୋନା ପାଇଁ ଭାରତର ଜିଡିପିକୁ ଶକ୍ତ ଧକ୍କା ଲାଗିଛି। ଫଳରେ ପ୍ରଥମ ତ୍ରୈମାସ ଜିଡିପି ୨୩.୯% ହ୍ରାସ ହୋଇଥିଲା। ଲକ୍‌ଡାଉନ ଉଠିବା ପରେ ଆର୍ଥତ୍କ କାର୍ଯ୍ୟକଳାପରେ ଉନ୍ନତି ପରିଲକ୍ଷିତ ହେଉଛି। ଏଭଳି ସ୍ଥିତିରେ ଜିଡିପି ୭.୭% ଖସିବ ବୋଲି ପରିସଂଖ୍ୟାନ ମନ୍ତ୍ରଣାଳୟ ପକ୍ଷରୁ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରରେ ଦରଦାମ୍‌ ବୃଦ୍ଧିରୁ ମିଳିପାରେ ମୁକ୍ତି, ଆରବିଆଇ ଗଭର୍ନରଙ୍କ ସୂଚନା…

ନୂଆଦିଲ୍ଲୀ, ୯।୭ : ଅକ୍ଟୋବର ୨୦୨୨ରୁ ସାଧାରଣ ଲୋକ ଦରଦାମ୍‌ ବୃଦ୍ଧିରୁ ମୁକ୍ତି ପାଇବେ ବୋଲି ଆଶା କରାଯାଉଛି। ଏସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ...

ଖୁବ୍‌ଶୀଘ୍ର ୫ଜି ସ୍ପେକ୍ଟ୍ରମ୍‌ ନିଲାମ

ନୂଆଦିଲ୍ଲୀ,୧୪ା୨: କେନ୍ଦ୍ର ସରକାରଙ୍କ ‘ମେକ୍‌ ଇନ୍‌ ଇଣ୍ଡିଆ’ ଏବଂ ‘ସ୍କିଲ ଇଣ୍ଡିଆ’ କାର୍ଯ୍ୟକ୍ରମକୁ ସୁଦୂର ପ୍ରସାରୀ କରିବା ପାଇଁ ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି।...

ଟିକ୍‌ଟକରୁ ସିଇଓ କେଭିନ ମେୟରଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୮।୮: ସର୍ଟ ଭିଡିଓ ଆପ୍‌ ଟିକ୍‌ଟକ ଗତ କିଛି ଦିନ ହେବ ବିଭିନ୍ନ ସମସ୍ୟା ସାମ୍ନା କରୁଛି। ଏହି କମ୍ପାନୀ ବର୍ତ୍ତମାନ ସମୟରେ ବିଭିନ୍ନ ବିବାଦୀୟ...

ଆର୍‌ବିଆଇ ଏମ୍‌ପିସି ବୈଠକ ସ୍ଥଗିତ

ନୂଆଦିଲ୍ଲୀ :ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡଆ (ଆର୍‌ବିଆଇ) ପକ୍ଷରୁ ଏହାର ଦ୍ୱିମାସିକ ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକ ଚଳିତ ମାସ ୨୯ ତାରିଖଠାରୁ ଅନୁଷ୍ଠିତ ହେବ...

୭ ବର୍ଷର ରେକର୍ଡ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୦-୧: ଗୁରୁବାର ସୁନା ଦର ୭ ବର୍ଷର ରେକର୍ଡ ସ୍ତର ଛୁଇଁଛି। ଆମେରିକା-ଇରାନ ବିବାଦ ଯୋଗୁ ବିଶ୍ୱ ସ୍ତରରେ ସୁନା ଦର ୨% ବୃଦ୍ଧି ଘଟି...

ହୋଣ୍ଡାର ‘ସେଫ୍‌ଟି କମ୍‌ସ ଫାଷ୍ଟ’ ପଦକ୍ଷେପ

ନୂଆଦିଲ୍ଲୀ,୧୧।୫: ହୋଣ୍ଡା ଟୁହ୍ବିଲର୍ସ ଇଣ୍ଡିଆ ପକ୍ଷରୁ ଏହାର ଡିଲର ପରିବାରଗୁଡିକ ଲାଗି ‘ସେଫ୍‌ଟି କମ୍‌ସ ଫାଷ୍ଟ’ ପଦକ୍ଷେପ ଗ୍ରହଣ କରାଯାଇଛି। ସରକାର ବର୍ତ୍ତମାନ କଟକଣା ଧୀରେ...

ଗ୍ରାହକ ସେବାରେ କଳାମନ୍ଦିର

କଳାମନ୍ଦିର ଓଡ଼ିଶାବାସୀଙ୍କ ଶ୍ରଦ୍ଧା ଓ ଭଲପାଇବାକୁ ସାଉଁଟି ଏକ ପାରିବାରିକ ବ୍ରାଣ୍ଡ୍‌ ପାଲଟିଯାଇଛି। ୧୯୭୭ରେ ପ୍ରଥମ ଷ୍ଟୋର୍‌ ଆରମ୍ଭ ହେବା ପରଠାରୁ ଏହି ବ୍ରାଣ୍ଡ୍‌ ସର୍ବୋତ୍ତମ...

ଏମ୍‌ଏସ୍‌ଏମ୍‌ଇଙ୍କୁ ମିଳିବ ୩ ଲକ୍ଷ କୋଟିର ଋଣ

ନୂଆଦିଲ୍ଲୀ,୧୪।୫: କୋଭିଡ୍‌-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ...

Advertisement
Archives

Model This Week