Posted inଜାତୀୟ

ଭାରତରେ ଧନୀକଙ୍କ ସଂଖ୍ୟା ସର୍ବାଧିକ, ତେବେ ବି ବେରୋଜଗାରୀଙ୍କ ସଂଖ୍ୟା ବଢୁଛି, କହିଲେ ରାହୁଲ…

ମେହବୁବନଗର,୨୯।୧୦ : ଭାରତ ଯୋଡୋ ଯାତ୍ରାରେ ତେଲେଙ୍ଗାନାରେ ମେହବୁବନଗରଠାରେ ଏକ ରାଲିରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ କହିଛନ୍ତି ଯେ, ଦେଶରେ ଥିବା ଧନୀକଙ୍କ ସଂଖ୍ୟା ପୃଥିବୀରେ ସର୍ବାଧିକ। ତେବେ ବି ବେରୋଜଗାରୀଙ୍କ ସଂଖ୍ୟା ଦେଶରେ ବଢିବାରେ ଲାଗିଛି। ଏହା ପୃଥିବୀରେ ଅନ୍ୟ ତୁଳନାରେ ସର୍ବାଧିକ ରହିଛି। ଯଦି ତେଲେଙ୍ଗାନାରେ କଂଗ୍ରେସ ସରକାର ଗଠନ ହେବ ତେବେ ହସ୍ତତନ୍ତ ବୁଣାକାର ଯେଉଁ ଜିଏସଟି ଦେଇଛନ୍ତି ତାହା ସେମାନଙ୍କୁ ଫେରାଇ ଦିଆଯିବ।

କେନ୍ଦ୍ର ସରକାରଙ୍କ ଅପାରଗତା ଯୋଗୁ ଏବେ ଦେଶରେ ବେରୋଜଗାରୀ ୩୫ ବର୍ଷ ମଧ୍ୟରେ ସର୍ବୋଚ୍ଚସ୍ତରରେ ପହଞ୍ଚିଛି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ସରକାର ଅଛନ୍ତି। କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ତାଙ୍କୁ ସମର୍ଥନ କରୁଛନ୍ତି। ଉଭୟ ରାଜ୍ୟ ଏବଂ କେନ୍ଦ୍ରର ଶାସକ ଦଳ ବେପାରୀ ଭଳି କାର୍ଯ୍ୟ କରୁ୍‌ଛନ୍ତି। ଉଭୟ ସରକାରରେ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଉପେକ୍ଷା କରାଯାଉଥିବା ରାହୁଲ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ…

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri