Posted inଖେଳ

ସିରିଜ ଜିତିବା ଲାଗି ୧୫୪ ରନ୍‌ର ଟାର୍ଗେଟ

ରାଞ୍ଚି,୧୯।୧୧: ସ୍ଥାନୀୟ ଜେଏସ୍‌ସିଏ ଆନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ବ୍ୟାଟିଂ କରି ୨୦ ଓଭରରେ ୬ ଉଇକେଟ ହରାଇ ୧୫୩ ରନ୍‌ କରିଛି। ଟିମ୍‌ ଇଣ୍ଡିଆ ଆଗରେ ସିରିଜ ଜିତିବା ଲାଗି ୧୫୪ ରନ୍‌ର ଟାର୍ଗେଟ ରହିଛି।

ନ୍ୟୁଜିଲାଣ୍ଡର ଦୁଇ ଓପନର ମାର୍ଟିନ ଗୁପଟିଲ ଏବଂ ଡାରିଲ ମିଚେଲ ୩୧ ରନ୍‌ ଲେଖାଏଁ କରିଥିଲେ। ସେହିପରି ମାର୍କ ଚାପମ୍ୟାନ ୨୧ ରନ୍‌ କରିଥିବା ବେଳେ ଗ୍ଲେନ ଫିଲିପ୍ସ ୩୪, ଟିମ ସେଫର୍ଟ ୧୩ ରନ୍‌ କରିଥିଲେ। ଫଳରେ ନ୍ୟୁଜିଲାଣ୍ଡ ୧୫୩ ରନ୍‌ରେ ଅଟକି ଯାଇଥିଲା। ୩ ମ୍ୟାଚ ବିଶିଷ୍ଟ ଶୃଙ୍ଖଳାରେ ଟିମ୍‌ ଇଣ୍ଡିଆ ପ୍ରଥମ ମ୍ୟାଚ ଜିତି ଆଗୁଆ ରହିଥିବା ବେଳେ ୧୫୪ ରନ୍‌ର ଟାର୍ଗେଟ ପୂରଣ କରି ସିରିଜ ବିଜୟ ନେଇ ଆଶାବାଦୀ ରହିଛି।

ଭାରତର ପ୍ରଥମ ମ୍ୟାଚ ଖେଳୁଥିବା ହର୍ଷଲ ପଟେଲ ୨ଟି ଉଇକେଟ ନେଇଥିବା ବେଳେ ଭୁବନେଶ୍ବର କୁମାର, ଦୀପକ ଚହର, ରବିଚନ୍ଦ୍ରନ ଅଶ୍ବିନ ଓ ଅକ୍ଷର ପଟେଲ ଗୋଟିଏ ଲେଖାଏଁ ଉଇକେଟ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାପା ଛେଉଣ୍ଡ ଝିଅ ବିବାହ ପାଇଁ ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୧୩।୭,(ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଯୁବ ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅବହେଳିତ ନିପ୍ପେଷିତ ଗରିବ ଜନସାଧାରଣଙ୍କୁ କିଛି ନା କିଛି ଆର୍ଥିକ ସହାୟତା ପ୍ରଦାନ…

ଦାରିଙ୍ଗବାଡି ବନାଞ୍ଚଳକୁ ବଡ଼ ସଫଳତା, ମିଳିତ ଚଢ଼ାଉରେ ଶାଳ ଗଣ୍ଡି ଜବତ, ୪ ଗିରଫ, ଟ୍ରକ, ବୋଲେରୋ, ଜେସିବି ସହ ୨ ବାଇକ ଜବତ

ଦାରିଙ୍ଗବାଡି,୧୩।୭, (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ମିଳିଛି ବଡ଼ ସଫଳତା। ଜଙ୍ଗଲରୁ କାଠ ଗଣ୍ଡି କାଟି ଚୋରୀ କରୁଥିବା ଅଭିଯୋଗରେ ବନ ବିଭାଗ ୪…

ଆଜିଠୁ ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୧୩ା୭: ଏଥର ରଥରେ ପ୍ରବଳ ବର୍ଷିବ। ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପଛକୁ ପଛ…

ପୂରଣ ହେଲା ଇରାନର ଇଚ୍ଛା! ଏମତି ଆଘାତ ଦେଲା ଆଣ୍ଠେଇବ ଆମେରିକା

ତେହରାନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଶତ୍ରୁତା ପୁଣି ଥରେ ଆରମ୍ଭ ହୋଇଛି। ଯଦି ଏହି ସଂଘର୍ଷ ଆହୁରି ଲମ୍ବିଥାଏ ତେବେ କ’ଣ ହେବ? ପଶ୍ଚିମ ଏସିଆରେ…

ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର, ଝିଅ କାନ୍ଦିକାନ୍ଦି ମା’ଙ୍କୁ କହିବା ପରେ…

ଜଗନ୍ନାଥପ୍ରସାଦ,୧୩ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।…

ଇରାନର ପାଞ୍ଚଟି ପ୍ରଦେଶ ଉପରେ ଆକ୍ରମଣ କଲା ଆମେରିକା, ମିଶାଇଲ ସିଷ୍ଟମ ସହ IRGC ସ୍ପିଡବୋଟକୁ ଟାର୍ଗେଟ

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରବିବାର, ଆମେରିକାର ସେନା ହୋର୍ମଜଗାନ, ମାର୍କାଜି, ଆହଭାଜ, ବୁଶେହର, ଖୁଜେସ୍ତାନ ଏବଂ ସିସ୍ତାନ-ବାଲୁଚେସ୍ତାନ ସମେତ ଅନେକ…

ଭିଜିଲାନ୍ସ ପଞ୍ଝାରେ ଓସିସି ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri