Posted inଜାତୀୟ

ଏମକ୍ୟୁ-୯ବି ଡ୍ରୋନ ସାହାଯ୍ୟରେ ଚାଇନା-ହିନ୍ଦ ମହାସାଗର ଉପରେ ନଜର ରଖିବ ଭାରତ

ନୂଆଦିଲ୍ଲୀ,୨୨ ।୮: ଚାଇନାକୁ ଲାଗି ରହିଥିବା ଏଲଏସି ସହ ହିନ୍ଦ ମହାସାଗର ଅଞ୍ଚଳରେ ତୀକ୍ଷ୍ଣ ନଜର ରଖିବାକୁ ୩ ଅରବ ଡଲାରରୁ ଅଧିକ ପରିମାଣରେ ୩୦ ଏମକ୍ୟୁ-୯ବି ପ୍ରିଡେଟର ସଶସ୍ତ୍ର ଡ୍ରୋନ କ୍ରୟକୁ ନେଇ ଭାରତ ଆମେରିକା ସହ ହେଉଥିବା କଥାବାର୍ତ୍ତା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ଘଟଣା ଉପରେ ତଥ୍ୟ ରଖୁଥିବା ଅଧିକାରୀ ରବିବାର ଏହି ସୂଚନା ଦେଇଛନ୍ତି ।
ଏମକ୍ୟୁ-୯ବି ଡ୍ରୋନ୍ ଏମକ୍ୟୁ-୯ ‘ରିପର’ର ଏକ ପ୍ରକାର, ଯାହାର ବ୍ୟବହାର ହେଲଫାୟର ମିଶାଇଲକୁ ସେ ସମ୍ପର୍କିତ ସଶୋଧିତ ସଂସ୍କରଣକୁ ବ୍ୟବହାର କରିବାକୁ କରାଯାଇଥିଲା, ଯେଉଁଥିରେ ଗତ ମାସରେ କାବୁଲରେ ଅଲ-କାଏଦାର ମୁଖ୍ୟ କୁହାଯାଉଥିବା ଅୟମାନ ଅଲ-ଜବାହିରିଙ୍କ ମୃତ୍ୟୁର କାରଣ ହୋଇଥିଲା । ପ୍ରତିରକ୍ଷା ପ୍ରତିଷ୍ଠାନର ଅଧିକାରୀଙ୍କ ସୂତ୍ରର ସୂଚନା ମୁତାବକ ପ୍ରତିରକ୍ଷା କ୍ଷେତ୍ରରେ ପ୍ରମୁଖ ଆମେରିକା କମ୍ପାନୀ ‘ଜନରଲ ଆଟୋମିକ୍ସ’ ଦ୍ୱାରା ନିର୍ମାଣ କରାଯାଇଥିବା ଏହି ଡ୍ରୋନକୁ କ୍ରୟ କରିବା ଲାଗି ଭାରତ ଓ ଆମେରିକା ମଧ୍ୟରେ କଥାବାର୍ତ୍ତା ଚାଲିଛି । ‘ଜନରାଲ ଆଟୋମିକ୍ସ ଗ୍ଲୋବାଲ କର୍ପୋରେଶନ’ର ମୁଖ୍ୟ କାର୍ଯ୍ୟକାରୀ ଡା. ବିବେକ ଲାଲ କହିଛନ୍ତି ଉଭୟ ସରକାରଙ୍କ ମଧ୍ୟରେ ଡ୍ରୋନ୍ କ୍ରୟକୁ ନେଇ ଚାଲିଥିବା କଥାବାର୍ତ୍ତା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri