Posted inଖେଳ

ଭାରତ ସେମିଫାଇନାଲରେ

କାକାମିଗାହାରା(ଜାପାନ), ୯ା୬: ଭାରତୀୟ ଜୁନିୟର ମହିଳା ହକି ଦଳ ଏସିଆ କପ୍‌ ସେମିଫାଇନାଲରେ ପ୍ରବେଶ କରିଛି। ଦଳ ଅନ୍ତିମ ପୁଲ୍‌ ମ୍ୟାଚରେ ଚାଇନିଜ ତାଇପେକୁ ୧୧-୦ ଗୋଲ୍‌ରେ ପରାସ୍ତ କରିଛି। ଏହି ବିଜୟ ଦ୍ୱାରା ଦଳ ପୁଲ୍‌ ‘ଏ’ରେ ଅପରାଜେୟ ରହିବା ସହ ଶୀର୍ଷ ସ୍ଥାନ ବଜାୟ ରଖିଛି। ଭାରତ ୩ଟି ଗେମ୍‌ ଜିତିଥିବା ବେଳେ ଗୋଟିଏ ଡ୍ର ରଖିପାରିଛି। ଭାରତ ପକ୍ଷରୁ ଅନୁ (୧୦ମ ଓ ୫୨ତମ ମିନିଟ) ଓ ସୁନେଲିତା ଟପ୍ପୋ (୪୩ ତମ ଓ ୫୭ ତମ) ଦୁଇଟି ଲେଖାଏ ଗୋଲ ସ୍କୋର କରିଥିବା ବେଳେ ବୈଷ୍ଣବୀ ବିଥାଲ ଫାଲ୍‌କେ (ପ୍ରଥମ ମିନିଟ), ଦୀପିକା (୩ୟ), ଋତୁଜା ଦାଦାସୋ ପିସାଲ (୧୨ଶ), ନୀଲମ (୧୯ତମ), ମଞ୍ଜୁ ଛୋରିଆ (୩୩ତମ), ଦୀପିକା ସୋରେଙ୍ଗ୍‌ (୪୬ତମ) ଓ ମମ୍‌ତାଜ (୫୫ତମ) ଗୋଟିଏ ଲେଖାଏ ଗୋଲ୍‌ ଦେଇଥିଲେ। ଭାରତ ଏହି ମ୍ୟାଚରେ ଆରମ୍ଭରୁ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲା। ଭାରତ ଶନିବାର ସେମିଫାଇନାଲରେ ଜାପାନ କିମ୍ବା କାଜାଖସ୍ତାନକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?