Odisha Elections 2024
Posted inଖେଳ

ଡୁପ୍ଲିକେଟ୍‌ କୋହଲିଙ୍କୁ ଦେଖିବାକୁ ପାଇଁ ପ୍ରବଳ ଭିଡ଼: ଦେଖିଲେ ଆଖି ଖାଇଯିବ ଧୋକା

ଅହମ୍ମଦାବାଦ୍‌,୧୯।୧୧: ଆଇସିସି ଦିନିକିଆ ବିଶ୍ୱକପ ୨୦୨୩ର ଫାଇନାଲ୍‌ ମ୍ୟାଚ ଆଜି ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଛି। ଏହାପୂର୍ବରୁ ନ୍ୟୁଜିଲାଣ୍ଡ ବିପକ୍ଷ ସେମିଫାଇନାଲରେ ବିରାଟ କୋହଲି ନିଜର ୫୦ତମ ଶତକ ହାସଲ କରି ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଥିଲେ। ବର୍ତ୍ତମାନ ସମଗ୍ର ଦେଶରେ କୋହଲିଙ୍କ ଏକ କ୍ରେଜ ଅଛି, ତେଣୁ ତାଙ୍କ ଡୁପ୍ଲିକେଟ୍‌ର ଏବେ ଚାହିଦା ମଧ୍ୟ ବୃଦ୍ଧି ପାଇଛି। ବିରାଟ କୋହଲିଙ୍କ ଡୁପ୍ଲିକେଟ୍‌ଙ୍କୁ ଦେଖି ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହେବେ।
ଭାରତୀୟ ଦଳର ରାଜା କୁହାଯାଉଥିବା ବିରାଟ କୋହଲିଙ୍କ ଅବିକଳ ଦେଖାଯାଉଥିବା ବ୍ୟକ୍ତି ହେଉଛନ୍ତି କାର୍ତ୍ତିକ ଶର୍ମା। ସେ ଚଣ୍ଡିଗଡ଼ର ବାସିନ୍ଦା ଏବଂ ବୃତ୍ତି ଅନୁଯାୟୀ ସଫ୍ଟୱେୟାର ଇଞ୍ଜିନିୟର। ଅହମ୍ମଦାବାଦରେ କାର୍ତ୍ତିକଙ୍କ ସହ ଫଟୋ ନେବା ପାଇଁ ଭିଡ଼ ଜମିଛି।

स्टेडियम में नजर आया विराट कोहली का हमशक्ल, फैंस की लग गई भीड़, तस्वीरें देख रह जाएंगे हैरान
ବିଶେଷ କଥା ହେଉଛି ତାଙ୍କ ଲୁକ ବିରାଟ କୋହଲିଙ୍କ ପରି। ତାଙ୍କ ଦାଢି ପୂରା ବିରାଟ ପରି। ଯଦି ଆମେ ତାଙ୍କ ଇନଷ୍ଟାଗ୍ରାମ ପ୍ରୋଫାଇଲକୁ ଦେଖିବା, ତାଙ୍କ କେଶ, ଦାଢ ଏବଂ ଡ୍ରେସିଂ ଷ୍ଟାଇଲ୍‌ ଅବିକଳ କୋହଲିଙ୍କ ପରି ଦେଖାଯାଏ।

स्टेडियम में नजर आया विराट कोहली का हमशक्ल, फैंस की लग गई भीड़, तस्वीरें देख रह जाएंगे हैरान
କାର୍ତ୍ତିକ ନିଜେ ଏକ ସାକ୍ଷାତକାରରେ କହିଥିଲେ ଯେ, ସେ ଯେଉଁଆଡେ ଯାଆନ୍ତି, ଲୋକମାନେ ତାଙ୍କ ସହ ସେଲଫି ନେବା ଆରମ୍ଭ କରନ୍ତି। ତାଙ୍କ ଝଲକ ପାଇବା ପାଇଁ ଜନସମାଗମ ହୁଏ। ସେ କ୍ରିକେଟରେ ନିଜର କ୍ୟାରିୟର କରିବାକୁ ଚାହୁଁଥିଲେ କିନ୍ତୁ ତାହା ହୋଇପାରିଲା ନାହିଁ।

स्टेडियम में नजर आया विराट कोहली का हमशक्ल, फैंस की लग गई भीड़, तस्वीरें देख रह जाएंगे हैरान

 

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଜିତି ପାରିବ ନାହିଁ ଟିମ୍‌ ଇଣ୍ଡିଆ…କୋହଲିଙ୍କ ନାଁ ନେଇ ଏ କ’ଣ କହିଦେଲେ…

ନୂଆଦିଲ୍ଲୀ,୧୭।୫: ଆଉ କିଛି ଦିନର ବ୍ୟବଧାନ ପରେ ଆରମ୍ଭ ହେବାକୁ ଯାଛି ଟି୨୦ ବିଶ୍ୱକପ୍‌। ଏହାକୁ ନେଇ ପ୍ରଶଂସକ ଦିନ ଗଣିବା ଆରମ୍ଭ କରିଦେଇଥିବା ବେଳେ...

ଟିମ୍‌ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍‌ ହେବେ ଗୌତମ ଗମ୍ଭୀର: ରିପୋର୍ଟ

ନୂଆଦିଲ୍ଲୀ,୧୭।୫: ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ଭାବେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଗୌତମ ଗମ୍ଭୀର ଏହି ପଦ...

ପଡ଼ିଆରେ ଲଢେଇ, ଡ୍ରେସିଂ ରୁମ୍‌ରେ କୋଳାକୋଳି

ନୂଆଦିଲ୍ଲୀ,୧୭।୫: ଆଇପିଏଲ ୨୦୨୪ର ୬୮ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସର ଘରୋଇ...

କୋହଲିଙ୍କ ପରି ତାଙ୍କ ଝିଅ ବି ହେବେ କ୍ରିକେଟର୍‌! ଏବେଠୁ କଲେଣି…

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୪ର ପ୍ଲେ ଅଫରେ ପହଞ୍ଚିବା ଲକ୍ଷ୍ୟରେ ରହିଛି। ଏହି ଦଳ ଆଜି ଚେନ୍ନାଇ ସୁପର...

କ୍ରିଷ୍ଟିଆନ ରୋନାଲଡୋ ସର୍ବାଧିକ ଦରମା ପ୍ରାପ୍ତ ଆଥଲେଟ୍

ନୂଆଦିଲ୍ଲୀ,୧୭ା୫: ବିଶ୍ୱର ଶ୍ରେଷ୍ଠ ଆୟ କରୁଥିବା ଖେଳାଳିଙ୍କ ତାଲିକା ଫୋର୍ବସ୍ ପକ୍ଷରୁ ପ୍ରକାଶ ପାଇଛି। ଏହି ତାଲିକାରେ ତାରକା ଫୁଟବଲର କ୍ରିଷ୍ଟିଆନ ରୋନାଲଡୋ ଶୀର୍ଷରେ ରହିଛନ୍ତି।...

ସନରାଇଜର୍ସ ହାଇଦ୍ରାବାଦକୁ ପ୍ଲେଅଫରେ ପହଞ୍ଚାଇଲା ବର୍ଷା, ଗୁଜରାଟ ଟାଇଟାନ୍ସ ବିରୋଧରେ ମ୍ୟାଚ ରଦ୍ଦ

ହାଇଦ୍ରାବାଦ,୧୬।୫: ଆଇପିଏଲ ୨୦୨୪ ର ୬୬ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଗୁଜୁରାଟ ଟାଇଟାନ୍ସକୁ ସାମ୍ନା କରିଥିଲା। ଏହି ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ...

ବିରାଟଙ୍କ ରିଟାୟରମେଣ୍ଟ ପ୍ଲାନକୁ ନେଇ ଖୋଲିଲା ଗୁମର

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଭଲଭାବେ ଜାଣିଛନ୍ତି ଯେ ତାଙ୍କୁ ମଧ୍ୟ ଦିନେ କ୍ରିକେଟ ରୁ ଅବସର ନେବାକୁ ପଡିବ।...

୪ ଦିନ ୫ ମ୍ୟାଚ୍‌, ରୋଚକ ସ୍ଥିତିରେ ପ୍ଲେ ଅଫ୍‌ ରେସ୍‌: କିଏ ମାରିବ ବାଜି

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri