ପରଚେଜିଂ ପାଓ୍ବାରରେ ବାଂଲାଦେଶଠାରୁ ୧୧ ଗୁଣ ବଡ଼ ଭାରତ ଜିଡିପି

ନୂଆଦିଲ୍ଲୀ: ୨୦୧୯ ଡାଟା ମୁତାବକ ପରଚେଜିଂ ପାଓ୍ବାର ପ୍ୟାରିଟି(ପିପିପି)ରେ ବାଂଲାଦେଶଠାରୁ ଭାରତର ଜିଡିପି ପ୍ରାୟ ୧୧ ଗୁଣ ବଡ। ଆଇଏମ୍‌ଏଫ୍‌ର ମୁଣ୍ଡପିଛା ଜିଡିପି ସଂକ୍ରାନ୍ତ ରିପୋର୍ଟ ପ୍ରକାଶ ପାଇବା ପରେ ଜଣେ ବରିଷ୍ଟ ସରକାରୀ ଅଧିକାରୀ ଏଭଳି ମତ ପ୍ରକାଶ କରିଛନ୍ତି। ସେହିଭଳି ଆଇଏମ୍‌ଏଫ୍‌ର ଆକଳନକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ସରକାର ଗତ ୬ ବର୍ଷ ମଧ୍ୟରେ କିଭଳି ବଡ ସଫଳତା ପାଇଛନ୍ତି ତାହା ଏବେ ଦେଖାଯାଉଛି। ଭାଜପାର ଘୃଣା ଭରା ସାଂସ୍କୃତିକ ଜାତୀୟତାବାଦ ଯୋଗୁ ବାଂଲାଦେଶ ଭାରତକୁ ମୁଣ୍ଡ ପିଛା ଜିଡିପିରେ ଟପିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଫ ପାଣ୍ଠିକୁ ଓରିଏଣ୍ଟାଲ ଇନସ୍ୟୁରାନ୍ସର ୧ କୋଟି

ନୂଆଦିଲ୍ଲୀ,୮-୬: ଫନୀ ପ୍ରଭାବିତ ଲୋକଙ୍କ ସହାୟତା ଲାଗି ଓରିଏଣ୍ଟାଲ ଇନସ୍ୟୁରାନ୍ସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ କୋଟି ଟଙ୍କା ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ...

ଟ୍ରାଫିକ ନିୟମ ଭାଙ୍ଗିଲେ ବଢ଼ିଯିବ ବୀମା ପ୍ରିମିୟମ

ନୂଆଦିଲ୍ଲୀ,୮-୯: ଟ୍ରାଫିକ ନିୟମ ଭାଙ୍ଗିବା ଯୋଗୁ ଭାରି ଜରିମାନା ଦେଇ ଲୋକେ ତ୍ରାହି ତ୍ରାହି ଡାକ ଛାଡ଼ୁଥିବା ବେଳେ ସରକାର ଆଉ ଏକ ଝଟକା ଦେବାକୁ...

ଷ୍ଟାର୍ଟ ଅପ୍‌ ର଼୍ୟାଙ୍କିଙ୍ଗ୍‌-୨୦୧୯: ଲିଡର୍ସ ରାଜ୍ୟ ବର୍ଗରେ ଓଡ଼ିଶା

ନୂଆଦିଲ୍ଲୀ,୧୨।୯ : ଷ୍ଟାର୍ଟ ଅପ୍‌ ର଼୍ୟାଙ୍କିଙ୍ଗ୍‌-୨୦୧୯ର ଦ୍ୱିତୀୟ ସଂସ୍କରଣକୁ କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ଶୁକ୍ରବାର ଏକ ଭର୍ଚୁଆଲ କାର୍ଯ୍ୟକ୍ରମରେ ଉନ୍ମୋଚନ...

ଗାଡ଼ି ଜରିମାନା ଡର;ଅନ୍‌ଲାଇନ ମୋଟର ବୀମା କାରବାର ବୃଦ୍ଧି

ନୂଆଦିଲ୍ଲୀ,୭-୯: ଦେଶରେ ଏବେ ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରେ ପୋଲିସ ପକ୍ଷରୁ ବ୍ୟାପକ ଭାବେ ଧରପଗଡ଼ ଆରମ୍ଭ ହୋଇଛି। ଜଣେ ସ୍କୁଟି...

ବିମାନ କମ୍ପାନୀଗୁଡ଼ିକୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୦।୯: ସରକାର ବିମାନ କମ୍ପାନୀଗୁଡ଼ିକୁ ଆଶ୍ୱସ୍ତି ପ୍ରଦାନ କରିବା ସହ ଯାତ୍ରୀ ପରିବହନ କ୍ଷମତା ୭୨.୫%ରୁ ୮୫%କୁ ବୃଦ୍ଧି କରିଛନ୍ତି। ଏହା ସହ ବିମାନ ଭଡ଼ା...

୬୯ ହଜାର ପେଟ୍ରୋଲ ପମ୍ପରେ ମିଳିବ ଇ-ଯାନ ଚାର୍ଜିଂ ସୁବିଧା

ନୂଆଦିଲ୍ଲୀ,୭।୯ : ଦେଶର ପ୍ରାୟ ୬୯ ହଜାର ପେଟ୍ରୋଲ ପମ୍ପରେ ଇ-ଯାନ ଚାର୍ଜିଂ କରାଇବା ନେଇ ସୁବିଧା ଉପଲବ୍ଧ କରାଯିବ। ଏହି ଷ୍ଟେଶନଗୁଡିକରେ ଚାର୍ଜିଂ କିୟସ୍କ...

ପେଟିଏମ୍‌ ଜରିଆରେ ବୁକ୍‌ କରନ୍ତୁ ଏଲ୍‌ପିଜି ସିଲିଣ୍ଡର: ମିଳୁଛି ୫୦୦ ଟଙ୍କା ପର୍ଯ୍ୟନ୍ତ କ୍ୟାଶବ୍ୟାକ୍‌ !

ନୂଆଦିଲ୍ଲୀ,୨୦।୧୨: ପେଟିଏମ୍‌ ମୋବାଇଲ ଆପ୍‌ ଜରିଆରେ ଏଲ୍‌ପିଜି ସିଲିଣ୍ଡରର ବୁକିଂ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ କ୍ୟାଶବ୍ୟାକ୍‌ ମିଳିବ। ପ୍ରଥମ ଥର ପାଇଁ କମ୍ପାନୀ ଏହି...

ଟିକ୍‌ଟକ୍‌କୁ ଟକ୍କର ଦେବ ୟୁଟ୍ୟୁବ୍‌

ନୂଆଦିଲ୍ଲୀ,୨୬।୬: ଟିକ୍‌ଟକ୍‌ର ଲୋକପ୍ରିୟତାକୁ ଦେଖି ଅନ୍ୟ ବଡ କମ୍ପାନୀଗୁଡିକ ସମାନ ଧରଣର ଆପ୍‌ ଆଣିବାକୁ ଚେଷ୍ଟା କରୁଛନ୍ତି। ଉଭୟ ଫେସବୁକ୍‌ ଏବଂ ଇନଷ୍ଟାଗ୍ରାମ କ୍ରମାଗତ ଭାବରେ...

Advertisement
Archives

Model This Week