ବାଂଲାଦେଶର ବଡ଼ ଅଭିଯୋଗ; ‘ଆମ ଲୋକଙ୍କୁ ଜବରଦସ୍ତ ନିଖୋଜ କରିବା ପଛରେ ଭାରତର ହାତ…

ଢାକା,୨୨।୧୨: ଭାରତ ଉପରେ ଆଉ ଏକ ବଡ଼ ଅଭିଯୋଗ ଲଗାଇଛି ବାଂଲାଦେଶ। ଏହାର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଦ୍ୱାରା ଗଠିତ ଏକ ଅନୁସନ୍ଧାନ କମିଶନ କହିଛନ୍ତି ଯେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଶାସନ କାଳରେ ‘ବାଧ୍ୟତାମୂଳକ ନିଖୋଜ’ ଘଟଣାରେ ଭାରତର ସମ୍ପୃକ୍ତି ରହିଛି। ସରକାରୀ ନ୍ୟୁଜ୍‌ ଏଜେନ୍ସି ବିଏସ୍‌ଏସ୍‌ ଶନିବାର ଏହି ଖବର ଦେଇଛି।
ଖବରରେ କୁହାଯାଇଛି ଯେ, ସର୍ବୋଚ୍ଚ ନ୍ୟାୟାଳୟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଗଠିତ ୫ ଜଣିଆ କମିଶନଙ୍କ କହିବାନୁସାରେ, ଏବେ ମଧ୍ୟ କିଛି ବାଂଲାଦେଶୀ କଏଦୀଙ୍କୁ ଜେଲରେ ରଖାଯାଇଥାଇପାରେ’।

କମିଶନ କହିଛନ୍ତି, ଭାରତରେ ବନ୍ଦୀ ଥିବା ବାଂଲାଦେଶୀ ନାଗରିକଙ୍କୁ ଚିହ୍ନଟ କରିବା ଲାଗି ଆମେ ବୈଦେଶିକ ବ୍ୟାପାର ଏବଂ ଗୃହ ମନ୍ତ୍ରଣାଳୟକୁ ଯଥାସମ୍ଭବ ଉଦ୍ୟମ କରିବାକୁ ପରାମର୍ଶ ଦେଉଛୁ। ବାଂଲାଦେଶ ବାହାରେ ଏହି ରାସ୍ତା ଅନୁସରଣ କରିବା କମିଶନଙ୍କ ଅଧିକାର ବାହାରେ। କିଛି ଦିନ ପୂର୍ବରୁ କମିଶନ ଅନୁମାନ କରିଥିଲେ ଯେ ଜବରଦସ୍ତ ନିଖୋଜ ଥିବା ଲୋକଙ୍କ ସଂଖ୍ୟା ୩୫୦୦ରୁ ଅଧିକ ହେବ। ତେବେ କଏଦୀମାନେ ଭାରତରେ ରହିବା ଏବଂ ବାଧ୍ୟତାମୂଳକ ନିଖୋଜ ଘଟଣାରେ ଭାରତୀୟ ଏଜେନ୍ସିର ସମ୍ପୃକ୍ତି ସମ୍ପର୍କରେ ଗୁପ୍ତ ସୂଚନା ମିଳିଥିବା କମିଶନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri