‘ଭାରତକୁ ଚାଇନା ସହ ଯିବାକୁ ବାଧ୍ୟ କରାଯାଉଛି,’ ଟ୍ରମ୍ପଙ୍କ ଉପରେ ରାଗିଲେ ପୂର୍ବତନ NSA

ଓ୍ବାଶିଂଟନ,୩୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି। ଟ୍ରମ୍ପଙ୍କ ନିଷ୍ପତ୍ତିକୁ ତାଙ୍କ ନିଜ ଦେଶରେ ବିରୋଧ କରାଯାଉଛି। ପୂର୍ବତନ ଆମେରିକା ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଜ୍ୟାକ ସୁଲିଭାନ କହିଛନ୍ତି ଯେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୫୦ ପ୍ରତିଶତ ଶୁଳ୍କ ଲାଗୁ କରି ଭାରତ ଉପରେ ଅଧିକ ବାଣିଜ୍ୟ ଚାପ ପକାଇଛନ୍ତି। ସୁଲିଭାନ ବିଶ୍ୱାସ କରନ୍ତି ଯେ ଟ୍ରମ୍ପଙ୍କ ନୀତି ଯୋଗୁ ଭାରତ ଧୀରେ ଧୀରେ ଚାଇନା ଆଡକୁ ଢଳି ପଡ଼ୁଛି।
ଜ୍ୟାକ ସୁଲିଭାନ ଏକ ପଡ କାଷ୍ଟରେ କହିଛନ୍ତି, ‘ଯେତେବେଳେ ସେ ଅନ୍ୟ ଦେଶର ନେତାମାନଙ୍କ ସହ କଥା ହୁଅନ୍ତି, ସେମାନେ କୁହନ୍ତି ଯେ ଆମେରିକା ଆଉ ବିଶ୍ୱସନୀୟ ନୁହେଁ। ଅନେକ ଦେଶ ଆମେରିକାକୁ ସବୁଠାରୁ ବଡ଼ ସମସ୍ୟା ସୃଷ୍ଟିକାରୀ ବୋଲି ମାନିଥାନ୍ତି, ଯେତେବେଳେ ଚାଇନା ଏକ ଦାୟିତ୍ୱବାନ ଏବଂ ବିଶ୍ୱସନୀୟ ଦେଶ ଭାବରେ ଉଭା ହେଉଛି। ସେ କହିଛନ୍ତି ଯେ ପୂର୍ବରୁ ଆମେରିକାର ପ୍ରତିଛବି ଦୃଢ଼ ଥିଲା, କିନ୍ତୁ ଏବେ ଚାଇନାର ଲୋକପ୍ରିୟତା ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ଆମେରିକାର ବିଶ୍ୱସନୀୟତା ଦୁର୍ବଳ ହେଉଛି।’
ଭାରତର ଉଦାହରଣ ଦେଇ ସୁଲିଭାନ କହିଛନ୍ତି, ‘ଉଭୟ ପକ୍ଷର ସମ୍ମତିରେ ଭାରତ ସହିତ ଏକ ଗଭୀର ଏବଂ ସ୍ଥାୟୀ ସମ୍ପର୍କ ଗଠନ ପାଇଁ ପ୍ରୟାସ କରାଯାଉଥିଲା, କିନ୍ତୁ ଟ୍ରମ୍ପ ଭାରତ ଉପରେ ଏତେ ବଡ଼ ବାଣିଜି୍ୟକ ଆକ୍ରମଣ କରିଥିଲେ ଯେ ଏବେ ଭାରତୀୟ ନେତାମାନେ କହିବାକୁ ପଡୁଛି ଯେ ହୁଏତ ଆମକୁ ବେଜିଂ ଯାଇ ଚାଇନା ସହିତ ବସିବାକୁ ପଡିବ, ଯାହା ଦ୍ୱାରା ଆମେରିକା ବିରୁଦ୍ଧରେ ଏକ ସନ୍ତୁଳନ ହୋଇପାରିବ।’


Enter your email to get our daily news in your inbox.

All Right Reserved By Dharitri.Com

୩ୟ ବିଶ୍ୱଯୁଦ୍ଧ: ଯୁଦ୍ଧକୁ ଡେଇଁଲା ଚାଇନା! ବିଶ୍ୱରେ ଚହଳ…

ବେଜିଂ,୧୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଏକ ସାମ୍ପ୍ରତିକ ଆମେରିକାର ରିପୋର୍ଟ ଏକ ବଡ଼ ଖୁଲାସା କରିଛି। ରିପୋର୍ଟ ଅନୁଯାୟୀ, ଚାଇନା ଇରାନକୁ ସାମରିକ ଏବଂ ବୈଷୟିକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri