Posted inଖେଳ

ଭାରତ ଗୋଟିଏ ଭେନ୍ୟୁରେ ଖେଳିବାରୁ ବଡ଼ ଫାଇଦା ମିଳୁଛି: କୁମିନ୍ସ

ସିଡନୀ,୨୫ା୨: ଆହତ ସମସ୍ୟା ଦେଇ ଗତି କରୁଥିବା ଅଷ୍ଟ୍ରେଲିଆ ଦଳର ଅଧିନାୟକ ପାଟ କୁମିନ୍ସଙ୍କ ମତରେ ଭାରତୀୟ ଦଳକୁ ଦୁବାଇରେ ଚାମ୍ପିୟନ୍ସ ଟ୍ରଫିର ସମସ୍ତ ମ୍ୟାଚ ଖେଳିବାର ବଡ଼ ଫାଇଦା ମିଳୁଛି। ଅନ୍ୟ ଦଳଗୁଡ଼ିକୁ ପାକିସ୍ତାନର ବିଭିନ୍ନ ଭେନ୍ୟୁରେ ଖେଳିବାକୁ ପଡ଼ୁଛି। ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ତା’ର ସମସ୍ତ ଲିଗ ମ୍ୟାଚ ଦୁବାଇରେ ଖେଳୁଛି। ଦଳ ଯଦି ଫାଇନାଲରେ ପ୍ରବେଶ କରିବାରେ ସଫଳ ହୁଏ, ତେବେ ଫାଇନାଲ ମ୍ୟାଚ ମଧ୍ୟ ଦୁବାଇରେ ଖେଳାଯିବ।

ମତରେ ହାଇବ୍ରିଡ ମଡେଲରେ ଟୁର୍ନାମେଣ୍ଟ ହେଉଛି, ଏହା ଭଲ କଥା। କିନ୍ତୁ ଏହା ଭାରତକୁ ସମାନ ଭେନ୍ୟୁରେ ଖେଳିବାର ଏକ ବଡ଼ ଫାଇଦା ପ୍ରଦାନ କରୁଛି। ଭାରତ ଖୁବ ଶକ୍ତିଶାଳୀ ଦଳ ଏବଂ ଦଳକୁ ଗୋଟିଏ ଭେନ୍ୟୁରେ ସମସ୍ତ ମ୍ୟାଚ ଖେଳିବାର ଫାଇଦା ମିଳୁଛି ବୋଲି କୁମିନ୍ସ କହିଛନ୍ତି। ଭାରତୀୟ ଦଳ ତା’ର ଉଭୟ ମ୍ୟାଚକୁ ଜିତି ସେମିଫାଇନାଲ ପ୍ରବେଶ କରିଛି। ଆସନ୍ତା ରବିବାର ଭାରତ ତା’ର ଅନ୍ତିମ ଲିଗ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ…

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨:  ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri