ପାକିସ୍ତାନରେ ହିଂସା ଅନିୟନ୍ତ୍ରିତ: ଘଟଣା ଉପରେ ତୀକ୍ଷ୍ଣ ନଜର ରଖିଛି ଭାରତ

ନୂଆଦିଲ୍ଲୀ/ଇସଲାମାବାଦ,୧୦ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା  ତେହେରିକ-ଇ-ଇନସାଫ ପାର୍ଟି (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନଙ୍କୁ ଏକ ଦୁର୍ନୀତି ମାମଲାର ଶୁଣାଣି ସମୟରେ ଇସଲାମାବାଦ ହାଇକୋର୍ଟରୁ ଗିରଫ କରାଯାଇଛି। ଏହା ପରେ ପାକିସ୍ତାନରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ବୁଧବାର ସରକାରୀ ସୂତ୍ରରୁ ପ୍ରକାଶ ଯେ,  ଇମ୍ରାନଙ୍କ ଗିରଫଦାରୀକୁ ନେଇ ଦେଶବ୍ୟାପୀ ହିଂସାତ୍ମକ ବିରୋଧ ମଧ୍ୟରେ ଭାରତ ପାକିସ୍ତାନର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛି।
ସୂଚନାନୁସାରେ, ଭାରତୀୟ ସୀମା ଏବେ ମଧ୍ୟ କଡ଼ା ନଜରରେ ରହିଛି। ପରିସ୍ଥିତି ନିୟନ୍ତ୍ରଣରେ ରହିଛି। କୁହାଯାଉଛି, ପାକିସ୍ତାନ ସୀମାର ଅପର ପାର୍ଶ୍ୱରେ କିଛି ବି ସମସ୍ୟା ସୃଷ୍ଟି କରିପାରେ। ଏହା ଉପରେ ଭାରତ ପୂରା ତୀକ୍ଷ୍ଣ ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri