Posted inଖେଳ

ଭାରତ କ୍ରୀଡ଼ା ରାଷ୍ଟ୍ର ହେବାକୁ ଯାଉଛି: ଗାଭାସ୍କର

ମୁମ୍ବାଇ, ୨୯ା୮: କ୍ରିକେଟ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଜାଭେଲିନ ସେନ୍‌ସେଶନ ନୀରଜ ଚୋପ୍ରାଙ୍କ ଐତିହାସିକ ସଫଳତାର ଉଚ୍ଚ ପ୍ରଶଂସା କରିଛନ୍ତି। ଏଥିସହ ନିକଟରେ ଚେସ୍‌ ପ୍ରତିଭା ଆର୍‌. ପ୍ରଜ୍ଞାନନ୍ଦ ଏବଂ ବ୍ୟାଡ୍‌ମିଣ୍ଟନ ଷ୍ଟାର ଏଚ୍‌.ଏସ୍‌. ପ୍ରଣୟଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ଦେଶ ପାଇଁ ଏକ ଶୁଭ ସୂଚନା ବୋଲି କହିଛନ୍ତି। ଏହି ସଫଳତାକୁ ଦେଖିଲେ ଆଗାମୀ ୧୦ରୁ ୧୫ ବର୍ଷ ମଧ୍ୟରେ ଭାରତ ଏକ କ୍ରୀଡ଼ା ରାଷ୍ଟ୍ରରେ ପରିଣତ ହେବାକୁ ଯାଉଛି ବୋଲି ସେ କହିଛନ୍ତି। ଚୋପ୍ରା ରବିବାର ପ୍ରଥମ ଭାରତୀୟ ଭାବେ ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ଏକ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଗତ ସପ୍ତାହରେ ପ୍ରଜ୍ଞାନନ୍ଦ ମାତ୍ର ୧୮ବର୍ଷ ବୟସରେ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରି ଇତିହାସ ସୃଷ୍ଟି କରିଥିଲେ। ଅନ୍ୟପକ୍ଷରେ ପ୍ରଣୟ ବ୍ରୋଞ୍ଜ ପଦକ ବିଜୟ ପଥରେ ବିଶ୍ୱର ନମ୍ବର ଓ୍ବାନ ଭିକ୍ଟର ଏକ୍ସେଲସେନ୍‌ଙ୍କୁ ହରାଇ ଦେଇଛନ୍ତି। ପୂର୍ବରୁ ଗଣମାଧ୍ୟମରେ କେତୋଟି ହାତଗଣତି ଖେଳର ରିପୋର୍ଟ ଦେଖିବାକୁ ମିଳୁଥିଲା। ମାତ୍ର ବର୍ତ୍ତମାନ ଏହିଚିତ୍ର ସମ୍ପୂର୍ଣ୍ଣ ବଦଳିଯାଇଛି। ମିଡ୍‌ଓ୍ବିକେଟ ଷ୍ଟୋରିଜର ପ୍ରମୁଖ ପରାମର୍ଶଦାତା ଭାବେ ନିଯୁକ୍ତି ପାଇବା ପରେ ଭାରତୀୟ କ୍ରିକେଟ ଆଇକନ ଏକଥା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?