Posted inଖେଳ

୮ ପଦକ ସହ ଦ୍ୱିତୀୟ ସ୍ଥାନରେ ଭାରତ

ବୁଏନ୍ସ ଏରିଜ, ୧୧ା୪: ରାଇଫଲ ପିସ୍ତଲ ଓ ଶଟ୍‌ଗନ୍‌ ଶୁଟରମାନଙ୍କ ଲାଗି ବର୍ଷର ପ୍ରଥମ ଆଇଏସ୍‌ଏସ୍‌ଏଫ୍‌ ଓ୍ବାଲର୍‌ଡ କପ୍‌ ଯୁବ ଟ୍ରାପ୍‌ ମିକ୍ସଡ ଟିମ୍‌ ଯୋଡ଼ି ଲକ୍ଷ୍ୟ ଶେଓରାନ ଓ ନୀରୁ ଫାଇନାଲରେ ଗୋଟିଏ ପଏଣ୍ଟ ପାଇଁ ଏକ ପଦକ ହାତଛଡ଼ା କରିଥିଲେ ମଧ୍ୟ ଭାରତୀୟ ଦଳ ପଦକ ତାଲିକାରେ ଦ୍ୱିତୀୟ ସ୍ଥାନ ଅଧିକାର କରିପାରିଛି। ଗୁରୁବାର ମିକ୍ସଡ ଟିମ୍‌ ଏୟାର ପିସ୍ତଲ ଯୋଡ଼ି ସୁରୁଚି ଓ ସୌରଭ ଚୌଧାରୀ ବ୍ରୋଞ୍ଜ ଜୁତିବା ପରେ ଭାରତର ମୋଟ ପଦକ ସଂଖ୍ୟା ୪ ସ୍ବର୍ଣ୍ଣ, ୨ ରୌପ୍ୟ ଓ ଦୁଇ ବ୍ରୋଞ୍ଜ ସହ ୮ରେ ପହଞ୍ଚିଥିଲା। ଫଳରେ ଭାରତ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲା।

ଅନ୍ୟପକ୍ଷରେ ଚାଇନା ୫ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୩ ବ୍ରୋଞ୍ଜ ସହ ପଦକ ତାଲିକାର ଶୀର୍ଷରେ ରହିଛି। ଭାରତର ସ୍ବର୍ଣ୍ଣ ଜିତିଥିବା ପ୍ରତିଯୋଗୀମାନେ ହେଲେ ସିଫ୍ଟ କୌର (ମହିଳା ୫୦ ମିଟର ରାଇଫଲ ଥ୍ରି ପୋଜିଶନ), ରୁଦ୍ରାଂକ୍ଷ ପାଟିଲ (ପୁରୁଷ ୧୦ମିଟର ଏୟାର ରାଇଫଲ), ସୁରୁଚି (ମହିଳା ୧୦ ମିଟର ଏୟାର ପିସ୍ତଲ) ଓ ବିଜୟବୀର ସିଧୁ (ପୁରୁଷ ୨୫ ମିଟର ରାପିଡ-ଫାୟାର ପିସ୍ତଲ)। ସିଧୁ ତାଙ୍କ ଇଭେଣ୍ଟରେ ଏକ ଆଇଏସଏସ୍‌ଏଫ୍‌ ଓ୍ବାଲର୍‌ଡ କପ୍‌ ସ୍ବର୍ଣ୍ଣ ଜିତିବାରେ ପ୍ରଥମ ଭାରତୀୟ ହେବାର ଗୌରବ ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବନ୍ଦ, ୨୭ କୋଟିରୁ ଅଧିକ ଥିଲେ ଫୋଲର୍ସ

ନୂଆଦିଲ୍ଲୀ,୩୦।୧: ବିଶ୍ୱର ଷ୍ଟାର କ୍ରିକେଟରମାନଙ୍କ ମଧ୍ୟରୁ ଜଣେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗୁରୁବାର ବିଳମ୍ବିତ ରାତିରେ ହଠାତ୍ ନିଷ୍କ୍ରିୟ ହୋଇଯାଇଛି ।…

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri