Posted inଜାତୀୟ

ଇଣ୍ଡୋ-ଜାପାନ ସମ୍ବାଦ କନଫରେନ୍ସ: ମୋଦି କହିଲେ ସମ୍ବାଦ ଏମିତି ହେବା ଦରକାର ଯାହା ସକରାତ୍ମକ, ଏକତା, କରୁଣାର ଭାବନା ପ୍ରସାର କରିବ

ନୂଆଦିଲ୍ଲୀ,୨୧ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସକାଳ ୯ଟା ୩୦ରେ ଭିଡିଓ କନଫରେନସିଂ ଜରିଆରେ ୬ଷ୍ଠ ଇଣ୍ଡୋ-ଜାପାନ ସମ୍ବାଦ ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି । ସମ୍ବୋଧନ ଆରମ୍ଭରେ ମୋଦି କହିଥିଲେ ଭାରତ-ଜାପାନ ସମ୍ବାଦକୁ ନିରନ୍ତର ସମର୍ଥନ ଦେଇଥିବାରୁ ସେ ଜାପାନ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହାସହ ଏକ ପାରମ୍ପିକ ବୌଦ୍ଧ ସାହିତ୍ୟର ପୁସ୍ତକାଳୟ ଓ ଶାସ୍ତ୍ର ନିର୍ମାଣର ପ୍ରସ୍ତାବ ରଖିଛନ୍ତି ପ୍ରଧାନମନ୍ତ୍ରୀ । ଯଦି ଏମିତି ପୁସ୍ତକାଳୟ ଭାରତରେ ପ୍ରତିଷ୍ଠା କରାଯିବ ତେବେ ଏହା ଆମ ପାଇଁ ଖୁସିର କଥା । ଏହାସହ ମୋଦି ଆହୁରି ମଧ୍ୟ କହିଥିଲେ ସମ୍ବାଦ ଏମିତି ହେବା ଦରକାର ଯାହା ଆମର ସମ୍ପୂର୍ଣ୍ଣ ଗ୍ରହରେ ସକରାତ୍ମକ, ଏକତା ଓ କରୁଣାର ଭାବନା ପ୍ରସାର କରୁଥିବ । ତାହାପୁଣି ଯେତେବେଳେ ଆମକୁ ଏହାର ଆବଶ୍ୟକତା ସବୁଠାରୁ ଅଧିକ ପଡୁଥିବ । ଏହି ସମ୍ବାଦ ମାନବ ଇତିହାସରେ ଏକ ମହତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ହେଉଛି । ଆମର କାମ ଆଗାମି ଦିନରେ ପ୍ରବଚନର ଆକାର ଦେବ ।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri