Posted inଖେଳ

ବୋଲିଂ ଲାଇନ୍‌ରେ ୩ ପରିବର୍ତ୍ତନ ସତ୍ତ୍ୱେ ଦକ୍ଷିଣ ଆଫ୍ରିକା ଛିଡ଼ା କଲା ୨୮୮ ରନ୍‌ର ଟାର୍ଗେଟ

କେପ ଟାଉନ,୨୩।୧: ପ୍ରଥମ ଦୁଇ ମ୍ୟାଚ୍‌ରେ ପରାଜୟ ପରେ ବୋଲିଂ ଲାଇନ୍‌ରେ ୩ ପରିବର୍ତ୍ତନ ସହ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଓହ୍ଲାଇଥିଲା ଭାରତ। ମ୍ୟାଚ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରେ ଭ୍ରମଣକାରୀ ଦଳକୁ ୩ ଉଇକେଟ ମିଳିଥିଲା। ଏହାସତ୍ତ୍ୱେ ଦକ୍ଷିଣ ଆଫ୍ରିକା ୨୮୮ ରନ୍‌ର ଟାର୍ଗେଟ ଛିଡ଼ା କରିଛି। କୁଇଣ୍ଟନ ଡି’ କକ୍‌ (୧୨୪ ରନ୍‌, ୧୨ ଚୌକା ଓ ୨ ଛକା)ଙ୍କ ଶତକ ଏବଂ ରାସି ଭାନ ଡର ଡୁସେନ (୫୨ ରନ୍‌, ୪ ଚୌକା ଓ ୧ ଛକା)ଙ୍କ ଅର୍ଦ୍ଧଶତକ ଘରୋଇ ଦଳକୁ ଭଲ ସ୍କୋରରେ ପହଞ୍ଚାଇଥିଲା।

ଭ୍ରମଣକାରୀ ଦଳ ପାଇଁ ପ୍ରସିଦ୍ଧ କ୍ରିଷ୍ଣା ୩ ଉଇକେଟ ନେଇଥିବା ବେଳେ ଦୀପକ ଚହର ଓ ଯଶପ୍ରୀତ ବୁମରା ୨ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦକ୍ଷିଣ ଆଫ୍ରିକା ଆଗରେ ୨୮୮ ରନ୍‌ର ବିଜୟ ଲକ୍ଷ୍ୟ

ପାର୍ଲ,୨୧।୧: ପାର୍ଲର ବୋଲାଣ୍ଡ ପାର୍କରେ ଶୁକ୍ରବାର ଖେଳାଯାଉଥିବା ଦ୍ୱତୀୟ ଦିନିକିଆ ମ୍ୟାଚରେ ଭାରତ ଟସ୍‌ ଜିତି ୫୦ ଓଭରରେ ୬ ଉଇକେଟ ହରାଇ ୨୮୭ ରନ୍‌...

ଏଟିକେ ମୋହନବାଗାନ ବିଜୟୀ

ମାର୍ଗାଓ, ୨୦ା୨: ରୟ କ୍ରିଷ୍ଣାଙ୍କ ପ୍ରଭାବୀ ପ୍ରଦର୍ଶନ ଯୋଗୁ ଚଳିତ ହିରୋ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର ଶୁକ୍ରବାର ମ୍ୟାଚରେ ଟେବୁଲ ଟପ୍ପର ଏଟିକେ ମୋହନବାଗାନ...

କଳିଙ୍ଗରେ ବିଜୁ ପଟ୍ଟନାୟକ ମିନି ମାରାଥନ ଅନୁଷ୍ଠିତ: ଅଂଶଗ୍ରହଣ କଲେ କ୍ରୀଡ଼ାବିତ୍‌, କ୍ରୀଡ଼ା ଓ ଯୁବସେବା ବିଭାଗ ଅଧିକାରୀ

ଭୁବନେଶ୍ୱର,୬।୩(ସ୍ପୋଟର୍‌ସ ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଶୁକ୍ରବାର ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି।...

ଆଇପିଏଲ୍‌ ଅକ୍ସନ ପୂର୍ବରୁ ନାଁ ଫେରାଇନେଲେ ଏହି ବିସ୍ଫୋରକ ଅଲରାଉଣ୍ଡର

ନୂଆଦିଲ୍ଲୀ,୮।୨: ଆଇପିଏଲ୍‌ ମେଗା ଅକ୍ସନ ଫେବୃୟାରୀ ୧୨ ଏବଂ ୧୩ ରେ ହେବାକୁ ଯାଉଛି। ଦୁନିଆର ସବୁଠାରୁ ଅଧିକ ଦେଖାଯାଉଥିବା ଏହି ଲିଗ୍‌ର ନିଲାମ ଉପରେ...

ସିରିଜ ବିଜୟ ଲକ୍ଷ୍ୟରେ ଇଂଲଣ୍ଡ: ଷ୍ଟୋକ୍ସଙ୍କ ସ୍ଥାନ ନେଲେ ଏହି ଖେଳାଳି

ସାଉଥାମ୍ପଟନ, ୧୨।୮- ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଦ୍ୱିତୀୟ କ୍ରିକେଟ ଟେଷ୍ଟ ସ୍ଥାନୀୟ ରୋଜ ବାଓଲ ଷ୍ଟାଡିୟମରେ ଗୁରୁବାର ଆରମ୍ଭ ହେବ। ମାଞ୍ଚେଷ୍ଟରଠାରେ ଅନୁଷ୍ଠିତ ପ୍ରଥମ...

କ୍ୟାରିୟର ଶେଷ କରି ଦେଇଥିଲା ଦୁର୍ଘଟଣା, ବର୍ଷକ ପରେ ଜିତିଲେ ଟ୍ରଫି

ଡେନପାସାର(ଇଣ୍ଡୋନେସିଆ),୨୨।୧୧: ନେଦରଲାଣ୍ଡର ଆଣ୍ଡେର୍ସ ଆଣ୍ଟୋସେନଙ୍କୁ ହରାଇ ଇଣ୍ଡୋନେସିଆ ମାଷ୍ଟର୍ସ ଟାଇଟଲ ହାତେଇଛନ୍ତି ବିଶ୍ୱ ଚାମ୍ପିୟନ କେଣ୍ଟୋ ମୋମୋଟା। ଗତବର୍ଷ କାର ଦୁର୍ଘଟଣାରେ ଆହତ ହେବା ପରେ...

‘ନ୍ୟୁଜିଲାଣ୍ଡ-ଇଂଲଣ୍ଡ ଯୁଗ୍ମ ବିଜେତା ଘୋଷଣା ଉଚିତ ହୋଇଥାନ୍ତା’

ନୂଆଦିଲ୍ଲୀ,୧୩।୫(ପି.ଟି.): ଇଂଲଣ୍ଡରେ ଗତବର୍ଷ ଅନୁଷ୍ଠିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ବିଶ୍ୱକପ୍‌ରେ ଆୟୋଜକ ଇଂଲଣ୍ଡ ଚାମ୍ପିୟନ ହୋଇଥିଲା। ତେବେ ଇଂଲଣ୍ଡ ସମେତ ରନର୍ସଅପ୍‌ ନ୍ୟୁଜିଲାଣ୍ଡକୁ...

ଅନ୍ତିମ ବିଦାୟ ନେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ମେଲବର୍ଣ୍ଣ,୮।୧୦: ଅଷ୍ଟ୍ରେଲିଆର ପ୍ରସିଦ୍ଧ କ୍ରିକେଟର୍‌ ଡିନ୍‌ ଜୋନ୍ସଙ୍କୁ ମେଲବର୍ଣ୍ଣ କ୍ରିକେଟ୍‌ ଗ୍ରାଉଣ୍ଡରେ ଅନ୍ତିମ ବିଦାୟ ଦିଆଯାଇଛି। ଜୋନ୍ସଙ୍କ ସେପ୍ଟେମ୍ବର ୨୪ରେ ମୁମ୍ବାଇରେ ହୃଦଘାତରେ ପରଲୋକ ଘଟିଥିଲା।...

Advertisement
Archives

Model This Week