ଦେଶରେ ୧୫୦ ଦିନରେ ସୁସ୍ଥ ହେଲେଣି ୧୦ ଲକ୍ଷ ସଂକ୍ରମିତ

ନୂଆଦିଲ୍ଲୀ,୩୦।୭: କରୋନା ମହାମାରୀ ଏବେ ବିଶ୍ୱରେ ତାଣ୍ଡବ ରଚିଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡି ନାହିଁ। ହେଲେ ଦେଶରେ ଯେଉଁପରି ଭାବେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ସେହିପରି ଭାବେ ଭୟ ବଢି ବଢି ଚାଲିଛି। ତେବେ ଗତ ପ୍ରାୟ ୧୫୦ ଦିନ ମଧ୍ୟରେ ଦେଶରେ ପାଖାପାଖି ୧୦ ଲକ୍ଷ ସଂକ୍ରମିତ ରୋଗୀ ସୁସ୍ଥ ହୋଇଥିବା କୁହାଯାଉଛି। କରୋନା ଭାଇରସ ସଂକ୍ରମଣ ଯୁଦ୍ଧରେ ଏହା ଏକ ଆଶାର ଆଲୋକ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ବୁଧବାର ରାତି ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫,୮୨,୭୩୦ ଥିବା ବେଳେ ୩୩,୨୩୬ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। ଏହାସହ ଏବେ ଦେଶରେ ୫,୨୮,୪୫୯ ଜଣଙ୍କର ଚିକିତ୍ସା ଚାଲୁଥିବା କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ।


Enter your email to get our daily news in your inbox.

All Right Reserved By Dharitri.Com

‘ଖାନ ସାର୍‌ଙ୍କ ଉପରୁ ମାମଲା ହଟାଅ’

ପାଟଣା,୨୮।୧: ରେଲଓ୍ବେର ରିକ୍ରୁଟମେଣ୍ଟ ପ୍ରକ୍ରିୟା ବିରୋଧରେ ଚାଲିଥିବା ହିଂସାତ୍ମକ ଛାତ୍ର ଆନ୍ଦୋଳନ ସହ ସମ୍ପୃକ୍ତି ଅଭିଯୋଗରେ ବିହାରର ଖାନ ସାରଙ୍କ ସହ ଅନ୍ୟମାନଙ୍କ ବିରୋଧରେ ମାମଲା...

ଭାଜପାର ପ୍ରାୟ ୧୦୦୦ ବିଧାୟକ-୩୦୦ ଏମ୍‌ପି: କ’ଣ କେହି ଦୁର୍ନୀତିଗ୍ରସ୍ତ ନୁହନ୍ତି, ସମସ୍ତେ ଶୁଦ୍ଧ..

ପାଟନା,୨।୯: ଦେଶର ବିଭିନ୍ନ ସ୍ଥାନରେ ସକ୍ରିୟ ରହିଛି ସିବିଆଇ ଏବଂ ଇଡି। ସଂସ୍ଥା ପକ୍ଷରୁ ବ୍ୟବସାୟିକ ଅନୁଷ୍ଠାନ ସାଙ୍ଗକୁ ରାଜନେତାମାନଙ୍କ ଘରେ ଚଢ଼ାଉ କରାଯାଉଛି। ତେବେ...

‘ଜୟ ଶ୍ରୀରାମ’ ନ କହିବାରୁ ମୁସଲ୍‌ମାନ ଯୁବକଙ୍କୁ ମାଡ଼

କାନପୁର, ୩୦ା୬ (ପି.ଟି.) ; ଉତ୍ତରପ୍ରଦେଶର କାନପୁରଠାରେ ଜଣେ ୧୬ ବର୍ଷୀୟ ନାବାଳକଙ୍କୁ କେତେକ ଯୁବକ ଘେରିଯାଇ ‘ଜୟ ଶ୍ରୀରାମ’ ଉଚ୍ଚାରଣ କରିବାକୁ କହିଥିଲେ। ନାବାଳକ...

ଜେଜେପି ଛାଡିଲେ ତେଜ୍‌ବାହାଦୂର ଯାଦବ: ଭାଜପା ସହିତ ମେଣ୍ଟ ହରିୟାଣାବାସୀଙ୍କ ସହିତ ବିଶ୍ୱାସଘାତକତା

ଚଣ୍ଡିଗଡ଼,୨୬।୧୦: ହରିୟାଣାରେ ଭାଜପା ଜେଜେପି ସହିତ ମେଣ୍ଟ ସରକାର ଗଠନକୁ କଡ଼ା ସମାଲୋଚନା କରିଛନ୍ତି ତେଜ୍‌ବାହାଦୂର ଯାଦବ । ଏହାକୁ ବିରୋଧ କରି ସେ ଜେଜେପି...

ମାତୋଶ୍ରୀ ସାମ୍ନାରେ ପୋଷ୍ଟର ଲାଗିଲା ଆଦିତ୍ୟ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୫।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଭାଜପା ଓ ଶିବସେନା ମଧ୍ୟରେ ଟଣା ଓଟରା ଚାଲିଥିବା ବେଳେ ଇତିମଧ୍ୟରେ ଠାକରେଙ୍କ ଘର ମାତୋଶ୍ରୀ ସାମ୍ନାରେ ଆଦିତ୍ୟ...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ୧୪୪ ନାବାଳକ ହୋଇଛନ୍ତି ଗିରଫ: ହାଇକୋର୍ଟ ସୁପ୍ରିମ୍‌କୋର୍ଟକୁ ଦେଲେ ସୂଚନା

ନୂଆଦିଲ୍ଲୀ,୨।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ୧୪୪ ଜଣା ନାବାଳକଙ୍କୁ ଗିରଫ କରାଯାଇଛି। ଏନେଇ ଜମ୍ମୁ-କଶ୍ମୀର ହାଇକୋର୍ଟର କିଶୋର ନ୍ୟାୟ ସମିତି ପକ୍ଷରୁ ସୁପ୍ରିମ୍‌କୋର୍ଟକୁ...

ବୁଲା କୁକୁରଙ୍କୁ ଖାଇବାକୁ ଦେବା ନାଗରିକଙ୍କ ଅଧିକାର, ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୫।୩ : ରାସ୍ତାରେ ବୁଲୁଥିବା ବୁଲା କୁକୁରଙ୍କୁ ଖାଇବାକୁ ଦେବା ନାଗରିକଙ୍କ ଅଧିକାର। ଦିଲ୍ଲୀ ହାଇକୋର୍ଟ ଏଭଳି ରାୟ ପ୍ରଦାନ କରିଥିଲେ। ତେବେ ଏହାର...

ବଡ଼ ଟ୍ରେନ୍‌ ଦୁର୍ଘଟଣା: ୧୧ ବଗି ଲାଇନଚ୍ୟୁତ

ଜୟପୁର,୨।୧: ରାଜସ୍ଥାନରେ ସୋମବାର ଭୋରରୁ ଏକ ବଡ଼ ଟ୍ରେନ୍‌ ଦୁର୍ଘଟଣା ହୋଇଛି। ବାନ୍ଦ୍ରା ଟର୍ମିନାସ-ଯୋଧପୁର ସୁର୍ଯ୍ୟନଗରୀ ଏକ୍ସପ୍ରେସ ଟ୍ରେନର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ଭୋର...

Advertisement
Archives

Model This Week