Posted inଜାତୀୟ

ଦେଶରେ ଆଜି ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୩।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୮୧,୮୮୪ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୪୭,୭୭୫ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨,୨୫୭ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୭୨୫କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ଉପକୂଳରୁ ଜବତ ହେଲା ପାକିସ୍ତାନୀ ବୋଟ୍‌

ଅହମ୍ମଦାବାଦ,୨୦।୧୨: ଗୁଜରାଟର ଉପକୂଳରେ ପାକିସ୍ତାନର ଏକ ମାଛଧରା ବୋଟ ଧରାପଡ଼ିଛି। ବୋଟରୁ ତଟରକ୍ଷ ବାହିନୀ ଓ ଗୁଜରାଟ ଏଟିଏସ୍‌ ୭୭ କେଜି ହିରୋଇନ ଜବତ କରିଛନ୍ତି।...

ମଝି ଆକାଶରେ ପୁତ୍ର ସନ୍ତାନଙ୍କୁ ଜନ୍ମଦେଲେ ମହିଳା: ଲାଇଫ୍‌ ଟାଇମ୍‌ ମାଗଣା ଫ୍ରି ଟିକଟ ଉପହାର ଦେଲା ଇଣ୍ଡିଗୋ

ନୂଆଦିଲ୍ଲୀ, ୮।୧୦: ଦିଲ୍ଲୀରୁ ବେଙ୍ଗାଲୁରୁ ଉଡ଼ାଣ କରୁଥିବା ଇଣ୍ଡିଗୋ ବିମାନରେ ଜଣେ ମହିଳା ପୁତ୍ର ସନ୍ତାନଙ୍କୁ ଜନ୍ମଦେଇଛନ୍ତି। ମଝି ଆକାଶରେ ହଠାତ୍‌ ମହିଳାଙ୍କର ପ୍ରସବ ଯନ୍ତ୍ରଣା...

ଶହୀଦ ଦିବସରେ ମିଳିବ ସରକାରୀ ଛୁଟି

ଚଣ୍ଡିଗଡ,୨୨।୩: ପଞ୍ଜାବରେ ଏଣିକି ମାର୍ଚ୍ଚ ୨୩ ଅର୍ଥାତ୍‌ ଶହୀଦ ଦିବସ ଅବସରରେ ସରକାରୀ ଛୁଟି ମିଳିବ। ପଞ୍ଜାବ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଭାଗଓ୍ବନ୍ତ ମାନ ଏହି ଘୋଷଣା...

୨୦୨୪ ଲୋକ ସଭା ନିର୍ବାଚନ ପ୍ରଚାର ମୋଡର ଆରମ୍ଭ ଯୋଗୀଙ୍କ ଶପଥ ଗ୍ରହଣ ସମାରୋହ

ଲକ୍ଷ୍ନୌ,୨୫ ।୩: ମାର୍ଚ୍ଚ ୧୦ରେ ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଜଣାପଡିବା ପରେ ୪ଟି ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ବିଜୟ ଲାଭ କରିଥିଲା...

ହିଂସାକାରୀଙ୍କୁ ଛଡ଼ାଯିବନି: ଶାହା

ନୂଆଦିଲ୍ଲୀ, ୧୩।୩: ଦିଲ୍ଲୀ ହିଂସାକାଣ୍ଡ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ରାଜ୍ୟ ସଭାରେ ନିଜ ଉତ୍ତର ରଖିଛନ୍ତି। ବିରୋଧୀ ଦଳ ସଦସ୍ୟଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର...

ଗାନ୍ଧୀ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା : ଭାରତ ବାହ୍ୟ ମଳମୁକ୍ତ

ଅହମଦାବାଦ,୩ା୧୦(ପି.ଟି.): ଭାରତ ଏବେ ସମ୍ପୂର୍ଣ୍ଣ ବାହ୍ୟ ମଳମୁକ୍ତ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଘୋଷଣା କରିଛନ୍ତି। ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଗୁଜରାଟର...

ଦିଦିଙ୍କ ନୂଆ ରଣନୀତି, କଂଗ୍ରେସ-ସିପିଏମକୁ କରୁଛନ୍ତି ସଶକ୍ତ…

କୋଲକାତା,୭।୧୧: ପଶ୍ଚିମବଙ୍ଗର ନିକଟରେ ୪ଟିି ଆସନରେ ବିଧାନସଭା ଉପ-ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସେଥିରୁ ତିନୋଟି ଆସନରେ ଭାଜପା ପ୍ରାର୍ଥୀଙ୍କ ଅମାନତ ଉଡ଼ିଯାଇଛି। ବର୍ତ୍ତମାନ ଏହି ପରାଜୟକୁ...

ମୋ ପାଖରେ ବୋଧହୁଏ ଯୋଗ୍ୟତା ନାହିଁ: ପଙ୍କଜା ମୁଣ୍ଡେ

ମୁମ୍ବାଇ,୧୨ ।୮: ନିକଟରେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରାଯାଇଛି । ଏଥିରେ ଭାରତୀୟ ଜନତା ପାର୍ଟି(ଭାଜପା)ର ନେତା ପଙ୍କଜା ମୁଣ୍ଡେଙ୍କୁ ସ୍ଥାନ ନ ମିଳିବାରୁ ସେ...

Advertisement
Archives

Model This Week