Posted inଖେଳ

ଏଥର ମଧ୍ୟ ଅଧୁରା ରହିଲା ସ୍ବପ୍ନ

ଟୋକିଓ,୪।୮: ପୁରୁଷଙ୍କ ଭଳି ମହିଳା ହକି ଦଳ ମଧ୍ୟ ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲ ଅତିକ୍ରମ କରିବାରେ ବିଫଳ ହୋଇଛନ୍ତି। ବୁଧବାର ଅନୁଷ୍ଠିତ ଅନ୍ତିମ ୪ ରାଉଣ୍ଡ ମ୍ୟାଚ୍‌ରେ ଭାରତକୁ ୧-୨ ଗୋଲରେ ହରାଇ ଦେଇଛି ଆର୍ଜେଣ୍ଟିନା। ପରାଜୟ ସହ ସ୍ବର୍ଣ୍ଣ ପଦକ ହାତେଇବାର ଆଶା ଅଧୁରା ରହିଛି। କିନ୍ତୁ ଏବେ ମଧ୍ୟ ଉଜ୍ଜୀବିତ ରହିଛି ପଦକ ଆଶା। ରାନୀ ରାମପାଲଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ବ୍ରୋଞ୍ଜ ପଦକ ପାଇଁ ପରବର୍ତ୍ତୀ ମୁକାବିଲା ଖେଳିବ।

ଅଷ୍ଟ୍ରେଲିଆ ମ୍ୟାଚ୍‌ରେ ଭାରତ ଲାଗି ସ୍କୋର କରିଥିବା ଗୁରଜୀତ କୌର (ଦ୍ୱିତୀୟ ମିନିଟ୍‌) ଏଥର ମଧ୍ୟ ଗୋଲ ଦେଇଥିଲେ। କିନ୍ତୁ ଭାରତୀୟ ଡିଫେନ୍ସରେ ଖେଳାଳିଙ୍କ କ୍ରମାଗତ ତ୍ରୁଟି ପାଲଟିଥିଲା ଭାରତୀୟ ଦଳର ପରାଜୟର କାରଣ। ଦ୍ୱିତୀୟ କ୍ୱାର୍ଟରରେ ସ୍କୋର ଲାଇନକୁ ବରାବର କରିଦେଇଥିଲା ଆର୍ଜେଣ୍ଟିନା। ତୃତୀୟ କ୍ୱାର୍ଟରରେ ଆର୍ଜେଣ୍ଟିନାକୁ ଅଗ୍ରଣୀ ମିଳିଥିଲା। ଏହାକୁ ପରିଶୋଧ କରିବାକୁ ଟିମ୍‌ ଇଣ୍ଡିଆର ଖେଳାଳିମାନେ ଖୁବ୍‌ ପ୍ରୟାସ କରିଥିଲେ। ମଧ୍ୟ ସଫଳତା ହାତରେ ଲାଗି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ପରେ ଭବିଷ୍ୟତ ସମ୍ପର୍କରେ ଧୋନୀ ନିଷ୍ପତ୍ତି ନେବେ

ନୂଆଦିଲ୍ଲୀ, ୨୭।୧୧(ପି.ଟି.)- ଆସନ୍ତାବର୍ଷ ଖେଳାଯିବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ୟାରିୟରର ଭବିଷ୍ୟତ ସମ୍ପର୍କରେ ନିଷ୍ପତ୍ତି...

ମହିଳା ହକି ସିରିଜ: ଅନ୍ତିମ ମ୍ୟାଚ୍‌ରେ ହାରିଲା ଭାରତ

ଜିନ୍‌ଚେଓନ(କୋରିଆ),୨୪।୫ (ପି.ଟି.)- ଭାରତୀୟ ମହିଳା ହକି ଦଳ ଘରୋଇ ଦକ୍ଷିଣ କୋରିଆକୁ ପ୍ରଥମ ଦୁଇଟି ମ୍ୟାଚରେ ପରାସ୍ତ କରି ସିରିଜ ବିଜୟୀ ହୋଇଥିଲେ ମଧ୍ୟ ତୃତୀୟ...

ରାହୁଲଙ୍କୁ ଦଣ୍ଡ ଦେଲା ଆଇସିସି

ଲଣ୍ଡନ,୫।୯: ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିଥିବାରୁ ଭାରତୀୟ ଓପନର୍‌ କେ.ଏଲ ରାହୁଲଙ୍କୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦ୍ୱାରା ତାଙ୍କ ମ୍ୟାଚ ଶୁଳ୍କର...

ସଚିନଙ୍କ ସହ ଡିନର୍‌ କଲେ ପୃଥ୍ବୀ ଶ’

ନୂଆଦିଲ୍ଲୀ, ୧୮।୪- ଆଇପିଏଲ୍‌ ଦ୍ୱାଦଶ ସଂସ୍କରଣରେ ଗୁରୁବାର ଘରୋଇ ଦିଲ୍ଲୀ କ୍ୟାପିଟାଲ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏହି ମ୍ୟାଚ୍‌ ଲାଗି...

ଟିମ ବୈଠକରେ ଉଠିଥିଲା କୃଷକ ଆନ୍ଦୋଳନ ପ୍ରସଙ୍ଗ: କୋହଲି

ଚେନ୍ନାଇ, ୪ା୨- ନୂଆ ଚାଷୀ ଆଇନ ବିରୋଧରେ ଚାଲିଥିବା କୃଷକ ଆନ୍ଦୋଳନ ଉପରେ ଭାରତୀୟ ଦଳ ବୈଠକରେ ଆଲୋଚନା ହୋଇଥିଲା। ଚେନ୍ନାଇରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ...

ପ୍ରେମ ପାଇଁ ପରିବାରଲୋକଙ୍କୁ ଏଭଳି ବଡ଼ ମିଛ କହିଥିଲେ ମାଷ୍ଟର ବ୍ଲାଷ୍ଟର; ହଁ ଭରିଥିଲେ ସ୍ତ୍ରୀ ଅଞ୍ଜଳି

ନୂଆଦିଲ୍ଲୀ,୨୫।୫: ବିଶ୍ୱର ମହାନ କ୍ରିକେଟରଙ୍କ ମଧ୍ୟରୁ ଜଣେ ହେଲେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ନିଜର ଉଲ୍ଲେଖନୀୟ ବ୍ୟାଟିଂ ଯୋଗୁ ସେ କ୍ରିକେଟ ଇତିହାସରେ ନିଜର...

ଜାତୀୟ ପାରା ଆଥଲେଟିକ୍ସ: ଓଡ଼ିଶାରୁ ଭାଗନେବେ ୧୧ ପ୍ରତିଯୋଗୀ

ଭୁବନେଶ୍ୱର, ୨୩।୩(କ୍ରୀଡ଼ା ପ୍ରତିନିଧି)-ଜାତୀୟ ପାରା ଆଥଲେଟିକ୍ସର ୧୯ତମ ସଂସ୍କରଣ ଚଳିତମାସ ୨୪ରୁ ୨୭ ପର୍ଯ୍ୟନ୍ତ ବେଙ୍ଗାଲୁରୁର କାନ୍ତିରଭା ଏବଂ ବିଦ୍ୟାନଗର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏଥିପାଇଁ...

କାହା ସହ ହାତ ମିଳାଇବେ ନାହିଁ ଦକ୍ଷିଣ ଆଫ୍ରିକା ଖେଳାଳି

ନୂଆଦିଲ୍ଲୀ,୯।୩- ଦକ୍ଷିଣ ଆଫ୍ରିକାର ଖେଳାଳିମାନେ ଭାରତ ଗସ୍ତରେ ଥିବାବେଳେ କାହା ସହ ହାତ ମିଳାଇବେ ନାହିଁ। ଏ ନେଇ ଦଳର ମୁଖ୍ୟ କୋଚ୍‌ ମାର୍କ ବାଉଚର...

Advertisement
Archives

Model This Week