Posted inଖେଳ

ଫେଲ୍‌ ମାରିଲେ ଓପନର

ଅହମ୍ମଦାବାଦ୍‌,୧୬।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମଙ୍ଗଳବାର ଚାଲିଥିବା ଇଂଲଣ୍ଡ ବିପକ୍ଷ ୩ୟ ଟି୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆର ଫେଲ୍‌ ମାରିଛନ୍ତି ଦୁଇ ଓପନର। ପୂର୍ବ ମ୍ୟାଚ୍‌ ଭଳି ଏଥର ମଧ୍ୟ ଖାତା ଖୋଲିବାକୁ ସକ୍ଷମ ହୋଇ ନାହାନ୍ତି ଲୋକେଶ ରାହୁଲ। ଆଉ ସିରିଜ୍‌ର ପ୍ରଥମ ଦୁଇ ମ୍ୟାଚ୍‌ରେ ଖେଳିଥିବା ରୋହିତ ଶର୍ମା ମଧ୍ୟ ବିଫଳ ହୋଇଛନ୍ତି। ଦୁଇଟି ଦର୍ଶନୀୟ ଚୌକା ମାରିଥିବା ରୋହିତ ଆଉଟ୍‌ ହେବା ପୂର୍ବରୁ ମାତ୍ର ୧୫ ରନ୍‌ କରିବାକୁ ସକ୍ଷମ ହୋଇଥିଲେ। ଉଭୟ ଓପନରଙ୍କୁ ପ୍ୟାଭେଲିଅନ ପଠାଇଛନ୍ତି ଇଂଲଣ୍ଡ ପେସର ମାର୍କ ଉଡ୍‌ ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri