Posted inଖେଳ

ଗୋଟିଏ ଓଭରରେ ଦୁଇ ଉଇକେଟ ହରାଇଲା ଭାରତ

କେପ୍‌ ଟାଉନ,୨୩।୧: ସମ୍ମାନ ବଞ୍ଚାଇବା ପାଇଁ ୨୮୮ ରନ୍‌ର ବିଜୟଲକ୍ଷ୍ୟର ପିଛା କରୁଥିବା ଟିମ୍‌ ଇଣ୍ଡିଆକୁ ଶିଖର ଧାଓ୍ବନ ଓ ବିରାଟ କୋହଲି ଭଲ ଆରମ୍ଭ ଦେଇଥିଲେ। ଦୁହେଁ ୯୮ ରନ୍‌ ଯୋଡ଼ିବା ପରେ ଭାରତ ଗୋଟିଏ ଓଭରରେ ହରାଇଛି ଦୁଇଟି ଉଇକେଟ। ୨୩ତମ ଓଭରରେ ଆଣ୍ଡିଲେ ଫେଲୁକ୍ୱାୟୋଙ୍କ ଓଭରରେ ପ୍ରଥମେ ଆଉଟ୍‌ ହୋଇଥିଲେ ଧାଓ୍ବନ (୬୧ ରନ୍‌, ୫ ଚୌକା ଓ ୧ ଛକା)। ଅର୍ଦ୍ଧଶତକ ପୂରଣ କରିସାରିଥିବା ଧାଓ୍ବନ ଷ୍ଟେପ୍‌ ଆଉଟ୍‌ କରି ମାରିବାକୁ ଯାଇ ଉଇକେଟକିପର କୁଇଣ୍ଟନ ଡି’କକ୍‌ଙ୍କ ହାତରେ ଧରା ପଡ଼ିଥିଲେ। ତା’ ପରେ ବ୍ୟାଟିଂ ଆସିଥିବା ରିଷଭ ପନ୍ତ ପ୍ରଥମ ବଲରେ ବେପରୁଆ ଶଟ୍‌ ଖେଳି କ୍ୟାଚ୍‌ ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରିଥିଲେ। ଫଳରେ ରିପୋର୍ଟ ଲେଖା ହେବା ସୁଦ୍ଧା ୨୩ ଓଭରରେ ୩ ଉଇକେଟ ହରାଇ ୧୧୮ ରନ୍‌ କରିଛି। ଟିମ୍‌ ଇଣ୍ଡିଆକୁ ଜିତିବା ପାଇଁ ୨୭ ଓଭରରେ ୧୭୦ ରନ୍‌ ଦରକାର। ଏବେ କୋହଲି ୫୦ (୪ ଚୌକା) ଓ ଶ୍ରେୟାସ ଆୟାର ୧ ରନ୍‌ କରି ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୁଶୁଡ଼ିଲା ଭାରତୀୟ ବ୍ୟାଟିଂ ଲାଇନ

ଓ୍ବେଲିଂଟନ,୩୧।୧- ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରୁଥିବା ଭାରତୀୟ ଦଳର ବ୍ୟାଟିଂ ଲାଇନ ଭୁଶୁଡ଼ି ପଡ଼ିଛି। ଦଳ ୧୩...

ଲଢେଇ କରି ହାରିଗଲେ ମହିଳା ହକି ଦଳ

ଟୋକିଓ,୬।୮: ଟୋକିଓ ଅଲିମ୍ପିକ୍ସରେ ଭାରତ ଏବଂ ଗ୍ରେଟ ବ୍ରିଟେନ ମଧ୍ୟରେ ଚାଲିଥିବା ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡିଛି। ଫଳରେ ଅଲିମ୍ପିକ୍ସରେ...

ଆଇପିଏଲ୍‌-୧୪ : ଭାଗ୍ୟ ବଦଳାଇବା ଆଶାରେ ଆରସିବି

ଚେନ୍ନାଇ,୮।୪(ପି.ଟି.): ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। କୋଭିଡ୍‌-୧୯ ମହାମାରୀ ପ୍ରକୋପ ଜାରି ରହିଥିଲେ ମଧ୍ୟ ଭାରତୀୟ...

ଏମ୍‌ଜିଏମ୍‌ ମହିଳା ଟି୨୦ ଲିଗ୍‌ : ଓଡ଼ିଶା ରେଡ୍‌ ଚାମ୍ପିୟନ

ଭୁବନେଶ୍ୱର, ୨।୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କିଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏମ୍‌ଜିଏମ୍‌ ମହିଳା ଟି୨୦ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ରେଡ୍‌...

ବିଶ୍ୱ ଚାମ୍ପିୟନଶିପ୍‌: ୧୮ ବର୍ଷ ପରେ ଇଥିଓପିଆକୁ ସ୍ବର୍ଣ୍ଣ

ଦୋହା,୭।୧୦(ଏଏଫ୍‌ପି)- ଏଠାରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ଆଥଲେଟିକ ବିଶ୍ୱ ଚାମ୍ପିୟନଶିପ୍‌ରେ ଇଥିଓପିଆର ଲେଲିସା ଡେସିସା ପୁରୁଷ ମାରାଥନ ରେସ୍‌ରେ ପ୍ରଥମସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ...

ଫେଲ୍‌ ମାରିଲେ କୋହଲି

ଲଣ୍ଡନ,୧୫ ।୮: ଦୁଇ ଓପନର ରୋହିତ ଶର୍ମା (୨୧) ଓ ଲୋକେଶ ରାହୁଲ (୫) ବିଫଳ ହେବା ପରେ ସବୁ କିଛି ନିର୍ଭର କରୁଥିଲା ଅଧିନାୟକ...

ଭାରତୀୟ ଦଳର ପ୍ରଦର୍ଶନ ନେଇ ଖପ୍ପା ଏହି କ୍ରିକେଟର୍‌: କହିଲେ,ଆଇପିଏଲ-ବିଶ୍ୱକପ୍‌ ମଧ୍ୟରୁ ଗୋଟିଏ ବାଛ

ନୂଆଦିଲ୍ଲୀ,୯।୧୧: ଆଇସିସି ଟି -୨୦ ବିଶ୍ୱକପରେ ଭାରତ ଅଭିଯାନ ଶେଷ କରିଛି। ଭାରତ ଚଳିତ ବିଶ୍ୱକପ୍‌ରେ ସେମିଫାଇନାଲକୁ ଉନ୍ନୀତ ହୋଇପାରିନାହିଁ। ୨୦୧୨ ପରଠାରୁ ପ୍ରଥମ ଥର...

ଡୋପ୍‌ ଟେଷ୍ଟରେ ବିଫଳ ହେଲେ ଗ୍ରାଣ୍ଡସ୍ଲାମ ବିଜୟିନୀ

ପ୍ୟାରିସ, ୬।୨ (ଏଏଫ୍‌ପି)- ପୂର୍ବତନ ଅଷ୍ଟ୍ରେଲିଆନ୍‌ ଓପନ୍‌ ମିକ୍ସଡ ଡବଲ୍‌ ଟାଇଟଲ୍‌ ବିଜୟିନୀ ଆମେରିକାର ଆବିଗେଲ୍‌ ସ୍ପିଅର୍ସ ଟେନିସରୁ ବାସନ୍ଦ ହୋଇଛନ୍ତି। ଡୋପ୍‌ ଟେଷ୍ଟରେ ବିଫଳ...

Advertisement
Archives

Model This Week