Posted inଖେଳ

ଗୋଟିଏ ଓଭରରେ ଦୁଇ ଉଇକେଟ ହରାଇଲା ଭାରତ

କେପ୍‌ ଟାଉନ,୨୩।୧: ସମ୍ମାନ ବଞ୍ଚାଇବା ପାଇଁ ୨୮୮ ରନ୍‌ର ବିଜୟଲକ୍ଷ୍ୟର ପିଛା କରୁଥିବା ଟିମ୍‌ ଇଣ୍ଡିଆକୁ ଶିଖର ଧାଓ୍ବନ ଓ ବିରାଟ କୋହଲି ଭଲ ଆରମ୍ଭ ଦେଇଥିଲେ। ଦୁହେଁ ୯୮ ରନ୍‌ ଯୋଡ଼ିବା ପରେ ଭାରତ ଗୋଟିଏ ଓଭରରେ ହରାଇଛି ଦୁଇଟି ଉଇକେଟ। ୨୩ତମ ଓଭରରେ ଆଣ୍ଡିଲେ ଫେଲୁକ୍ୱାୟୋଙ୍କ ଓଭରରେ ପ୍ରଥମେ ଆଉଟ୍‌ ହୋଇଥିଲେ ଧାଓ୍ବନ (୬୧ ରନ୍‌, ୫ ଚୌକା ଓ ୧ ଛକା)। ଅର୍ଦ୍ଧଶତକ ପୂରଣ କରିସାରିଥିବା ଧାଓ୍ବନ ଷ୍ଟେପ୍‌ ଆଉଟ୍‌ କରି ମାରିବାକୁ ଯାଇ ଉଇକେଟକିପର କୁଇଣ୍ଟନ ଡି’କକ୍‌ଙ୍କ ହାତରେ ଧରା ପଡ଼ିଥିଲେ। ତା’ ପରେ ବ୍ୟାଟିଂ ଆସିଥିବା ରିଷଭ ପନ୍ତ ପ୍ରଥମ ବଲରେ ବେପରୁଆ ଶଟ୍‌ ଖେଳି କ୍ୟାଚ୍‌ ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରିଥିଲେ। ଫଳରେ ରିପୋର୍ଟ ଲେଖା ହେବା ସୁଦ୍ଧା ୨୩ ଓଭରରେ ୩ ଉଇକେଟ ହରାଇ ୧୧୮ ରନ୍‌ କରିଛି। ଟିମ୍‌ ଇଣ୍ଡିଆକୁ ଜିତିବା ପାଇଁ ୨୭ ଓଭରରେ ୧୭୦ ରନ୍‌ ଦରକାର। ଏବେ କୋହଲି ୫୦ (୪ ଚୌକା) ଓ ଶ୍ରେୟାସ ଆୟାର ୧ ରନ୍‌ କରି ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗାନେମତ-ଅଙ୍ଗଦ ଯୋଡ଼ିଙ୍କୁ ଟାଇଟଲ

ନୂଆଦିଲ୍ଲୀ, ୧ା୧୨ (ପି.ଟି.):ଯୁବ ଶୁଟର ଗାନେମତ ସେଖନ ଓ ତାଙ୍କ ପାର୍ଟନର ଅଙ୍ଗଦ ବୀର ସିଂ ବାଜଓ୍ବା ଏଠାରେ ଚାଲିଥିବା ନ୍ୟାଶନାଲ ଶୁଟିଂ ଚାମ୍ପିୟନଶିପ୍‌ରେ ମିକ୍ସଡ...

ସେଲ୍‌ ହକି ଏକାଡେମୀକୁ ଡବଲ ଟାଇଟଲ

ଭୁବନେଶ୍ୱର, ୧।୧୨(ତପନ ସ୍ବାଇଁ):ତାମିଲନାଡୁର କୋଭିଲପଟ୍ଟିଠାରେ ଅନୁଷ୍ଠିତ ସର୍ବପ୍ରଥମ ହକି ଇଣ୍ଡିଆ ଏକାଡେମୀ ଚାମ୍ପିୟନଶିପ୍‌ (ଜୋନ-ବି)ରେ ସେଲ୍‌ ହକି ଏକାଡେମୀ ଡବଲ ଟାଇଟଲ ହାସଲ କରିଛି। ଏହି...

ଦିନିକିଆ ଦଳରେ ପ୍ରଥମଥର ଏହି ଖେଳାଳିଙ୍କୁ ଦେଖି ଖୁସିରେ ଝୁମିଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୧।୧୨: ଭାରତରେ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ଅର୍ଥାତ୍‌ ବିସିସିଆଇ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ଭାରତର ଦିନିକିଆ ଦଳ ଘୋଷଣା କରିଛି। ଦିନିକିଆ ଦଳରେ...

କୋହଲି-ରୋହିତଙ୍କୁ କାହିଁକି ମିଳିଲାନି ଦଳରେ ସ୍ଥାନ: ବିସିସିଆଇ କହିଲା କାରଣ

ନୂଆଦିଲ୍ଲୀ,୧।୧୨: ଭାରତୀୟ କ୍ରିକେଟ ଦଳ ଡିସେମ୍ବରରୁ ଦକ୍ଷିଣ ଆଫ୍ରିକା ଗସ୍ତ ସିରିଜ ପାଇଁ ବିସିସିଆଇ ଦଳ ଘୋଷଣା କରିଛି। ଏହି ଟୁର୍ନାମେଣ୍ଟରେ ଖେଳାଯାଇଥିବା ଦିନିକିଆ ଏବଂ...

ଆଇପିଏଲ୍‌ ୨୦୨୪ରେ ପାଣ୍ଡ୍ୟା ହୋଇପାରନ୍ତି ମୁମ୍ବାଇ ଅଧିନାୟକ ! ଅଶ୍ୱିନ କହିଲେ- ସହଜରେ ଗ୍ରହଣ କରିନେବେ ରୋହିତ

ଚେନ୍ନାଇ,୧।୧୨: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳିବେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ପୂର୍ବ ଦୁଇ ସଂସ୍କରଣରେ ହାର୍ଦ୍ଦିକ ଗୁଜରାଟ ଟାଇଟନ୍ସର ଅଧିନାୟକ ଦାୟିତ୍ୱ ସମ୍ଭାଳିଥିବା...

ଶୁକ୍ରବାର ଚତୁର୍ଥ ଟି-୨୦ ମ୍ୟାଚ୍‌ : ଦଳକୁ ଫେରିବେ ଶ୍ରେୟସ୍‌ ଆୟର

ରାୟପୁର,୩୦ା୧୧: ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ର ଚତୁର୍ଥ ମ୍ୟାଚ୍‌ ଶୁକ୍ରବାର ରାୟପୁରରେ ଖେଳାଯିବ। ଏହି ମ୍ୟାଚ୍‌କୁ ଜିତି ଭାରତ ସିରିଜ୍‌ ଜିତିବାକୁ ପ୍ରୟାସ...

ସଚିନଙ୍କ ନାମରେ ରେଲଓ୍ବେ ଷ୍ଟେଶନ, ଫଟୋ ଉଠାଇଲେ ଗାଭାସ୍କର

ଗାନ୍ଧିନଗର,୩୦।୧୧: ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ନଭେମ୍ବର ୨୮, ମଙ୍ଗଳବାର ଗୁଜରାଟର ସୁରଟରେ ଥିବା ସଚିନ ରେଳଓ୍ବେ ଷ୍ଟେଶନ ଯାଇ କରି ଖୁସି ବ୍ୟକ୍ତ...

ବିଶ୍ୱ ଜୁନିୟର ବକ୍ସିଂରେ ଭାରତର ଉଲ୍ଲେଖନୀୟ ସଫଳତା: ୮ ବକ୍ସରଙ୍କ ପଦକ ପକ୍କା

ନୂଆଦିଲ୍ଲୀ,୩୦ା୧୧: ଆର୍ମେନିଆର ୟେରେଭାନ୍‌ଠାରେ ଚାଲିଥିବା ଆଇବିଏ ଜୁନିୟର ଓ୍ବାଲର୍‌ଡ ବକ୍ସିଂ ଚାମ୍ପିୟନଶିପ୍‌ ୨୦୨୩ର ୬ଷ୍ଠ ଦିବସରେ ଭାରତକୁ ଉଲ୍ଲେଖନୀୟ ସଫଳତା ମିଳିଛି। ୮ବକ୍ସର ସେମିଫାଇନାଲରେ ପ୍ରବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri