Posted inଖେଳ

ଦ୍ୱିତୀୟ ଟେଷ୍ଟରେ ବାଂଲାଦେଶକୁ ୩ ଓ୍ବିକେଟରେ ହରାଇଲା ଭାରତ…

ଢାକ୍କା,୨୫।୧୨ : ଦୁଇଟିକିଆ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ବାଂଲାଦେଶକୁ ତିନି ୱିକେଟରେ ପରାସ୍ତ କରିଛି। ମ୍ୟାଚର ଚତୁର୍ଥ ଦିନରେ ରବିବାର ୭ ୱିକେଟ ହରାଇବା ସହିତ ଭାରତ ୧୪୫ ରନର ଲକ୍ଷ୍ୟ ହାସଲ କରିଥିଲା। ସପ୍ତମ ୱିକେଟ ପାଇଁ ଅର୍ଦ୍ଧ ଶତକ ସହଭାଗୀତା କରି ଶ୍ରେୟସ ଆୟର ଏବଂ ରବିଚନ୍ଦ୍ରନ ଅଶ୍ୱିନ ଟିମ ଇଣ୍ଡିଆକୁ ବିଜୟ ପ୍ରଦାନ କରିଥିଲେ। ଏହା ସହ ଭାରତ ଦୁଇ ମ୍ୟାଚ ବିଶିଷ୍ଟ ସିରିଜରେ ବାଂଲାଦେଶକୁ ୨-୦ ପରାଜିତ କରି ସିରିଜ ଜିତିଛି।

ତୃତୀୟ ଦିନରେ ଖେଳ ଶେଷରେ ଭାରତ ଚାରି ଓ୍ବିକେଟ ହରାଇ ୪୫ ରନ କରିଥିଲା। ଜିତିବା ପାଇଁ ଟିମ୍‌ ଇଣ୍ଢିଆକୁ ଆଉ ୧୦୦ରନ ସ୍କୋରର ଆବଶ୍ୟକ ଥିଲା। ଯେତେବେଳେ ବାଂଲାଦେଶ ଅଧିନାୟକ ଶାକିବ ଅଲ ହାସନ ଏବଂ ମେହିଡି ହାସନ ମିରାଜ ମିଳିତ ଭାବେ ଆଉ ତିନିଟି ୱିକେଟ ନେଇଥିଲେ ସେତେବେଳେ ଲାଗୁଥିଲା ଯେ ଟିମ ଇଣ୍ଡିଆ ହାରିଯିବ। କିନ୍ତୁ ଶ୍ରେୟସ ଆୟର ଏବଂ ରବିଚନ୍ଦ୍ରନ ଅଶ୍ୱିନ ଏହା କରିବାକୁ ଦେଇ ନଥିଲେ। ଉଭୟଙ୍କର ଅର୍ଦ୍ଧ ଶତକର ସହଭାଗୀତା ଟିମ ଇଣ୍ଡିଆ ସରିଜ ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri