ନୂଆଦିଲ୍ଲୀ, ୨୬ା୮ (ପି.ଟି.): ଓମାନଠାରେ ଚାଲିଥିବା ଏସିଆନ ଓମେନ୍ସ ୫ ଏ-ସାଇଡ୍ ହକି ପ୍ରତିଯୋଗିତାରେ ଭାରତ ଶୁକ୍ରବାର ମାଲେସିଆକୁ ୭-୨ ଗୋଲ୍ରେ ପରାସ୍ତ କରି ଏହାର ଅଭିଯାନ ଆରମ୍ଭ କରିଛି। ଭାରତ ତରଫରୁ ନବଜୋତ କୌର (୩ୟ, ୨୮ତମ ମିନିଟ୍), ଅକ୍ଷତ ଢେକାଲେ (୪ର୍ଥ), ମାରିଆନା କୁଜୁର (୧୭ତମ), ମୋନିକା ଦୀପି ଟୋପ୍ପୋ (୧୨ତମ, ୨୦ତମ) ଏବଂ ମହିମା ଚୌଧାରୀ(୨୮ତମ) ଗୋଲ୍ ସ୍କୋର କରିଥିଲେ। ମାଲେସିଆ ପକ୍ଷରୁ ଓ୍ବାନ୍ ଓ୍ବାନ୍ (୭ମ) ଓ ଅଜିଜ୍ ଜାଫିରା (୧୧ଶ) ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏହି ପ୍ରତିଯୋଗିତା ବିଶ୍ୱକପ୍ ପାଇଁ କ୍ୱାଲିଫାୟର ରୂପେ ବିବେଚନା କରାଯାଉଛି। ଭାରତ ଏହାର ପରବର୍ତ୍ତୀ ଗେମ୍ ଶନିବାର ଜାପାନ ବିପକ୍ଷରେ ଖେଳିବ।
ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ
ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…
୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…
ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…
୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି
ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…
ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍ର ବଜାର ପ୍ରବେଶ
ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍ ଏଣ୍ଟ୍ରି ପ୍ଲାଟ୍ଫର୍ମ (ଆର୍ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…
ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍ ଦେଲା ଭାରତ
ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…
ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼
ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…
CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ
ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…
ଲଜ୍କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…
ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

