Posted inଖେଳ

ଇତିହାସ ରଚିଲା ଭାରତ

ଜୟପୁର,୧୮।୧୧: ରୋହିତ ଶର୍ମା ଟି -୨୦ ଅଧିନାୟକ ଭାବରେ ପ୍ରଥମ ମ୍ୟାଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଚମତ୍କାର ବିଜୟ ହାସଲ କରିଥିଲେ। ବୁଧବାର ଜୟପୁରରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି। ଏହି ବିଜୟ ସହିତ ଭାରତ ବିଶ୍ୱର  ଶକ୍ତିଶାଳୀ  ଅଷ୍ଟ୍ରେଲିଆକୁ ପଛରେ ପକାଇ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ବିଜୟ ସହ ଭାରତୀୟ ଦଳ ଟାର୍ଗେଟକୁ ପିଛା କରିବା ବେଳେ ଟି -୨୦ ଫର୍ମାଟରେ ୫୦ତମ ବିଜୟ ହାସଲ କରିଛି। ପୂର୍ବରୁ କୌଣସି ଦଳ ଏହା କରିବାକୁ ସକ୍ଷମ ହୋଇନାହାଁନ୍ତି।

ଟି-୨୦ରେ ପିଛା ସମୟରେ…

୫୦ – ଭାରତ
୪୯ – ଅଷ୍ଟ୍ରେଲିଆ
୪୯ – ପାକିସ୍ତାନ
୪୨ – ଇଂଲଣ୍ଡ
୩୫- ଦକ୍ଷିଣ ଆଫ୍ରିକା
୩୨ – ନ୍ୟୁଜିଲାଣ୍ଡ
୩୧ – ଶ୍ରୀଲଙ୍କା
୩୧ – ୱେଷ୍ଟଇଣ୍ଡିଜ
୨୫ – ଆୟର୍ଲାଣ୍ଡ
୨୩ – ନେଦରଲ୍ୟାଣ୍ଡ
୨୨ – ଆଫଗାନିସ୍ତାନ
୨୨ – ବାଂଲାଦେଶ


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ

ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍‌’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍‌ବୋଟ୍‌ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା…

ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ

ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

ନେପାଳରେ ପୁଣି ଜେନ୍‌ ଜି ବିକ୍ଷୋଭ

କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍‌ଦାର ବିକ୍ଷୋଭ ହୋଇଛି। ଶତାଧିକ…

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri