ଭାରତ-ମାଲେସିଆ ସମ୍ପର୍କକୁ ୬୫ ପୂରଣ…

ନୂଆଦିଲ୍ଲୀ/ମାଲେ, ୧୨।୯ : ଭାରତ ଏବଂ ମାଲେସିଆ ମଧ୍ୟରେ କୂଟନୈତିକ ସମ୍ପର୍କକୁ ୬୫ ବର୍ଷ ପୂରଣ ହୋଇଛି। ଏହି ଅବସରରେ କୁଆଲାଲମ୍ପୁରରେ ଏକ ସମ୍ମିଳନୀରେ ଭାରତ-ମାଲେସିଆ @ 65 କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏନେଇ ମାଲେସିଆର ବୈଦେଶିକ ମନ୍ତ୍ରୀ ଦତ୍ତୁକ ସେରି ସୈଫୁଦ୍ଦିନ ଅବଦୁଲ୍ଲା ଭାରତକୁ ଭୁରି ଭୁରି ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଆମର ସରକାରୀ ଦ୍ୱିପାକ୍ଷିକ ସମ୍ପର୍କ ୬୫ ବର୍ଷ ପୂରଣ କରିଛି। ଭାରତ ଏବଂ ମାଲେସିଆର ଲୋକଙ୍କ ମଧ୍ୟରେ ସମ୍ପର୍କ କେବଳ ଦ୍ୱିପାକ୍ଷିକ ସମ୍ପର୍କ ନୁହେଁ, ବରଂ ଏହା ଏକ ସଭ୍ୟତା ବୋଲି ସେ କହିଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି କରିଛି ଏବଂ ଦୁଇ ଦେଶ ମଧ୍ୟରେ ସଭ୍ୟତା ସମ୍ପର୍କକୁ ଆହୁରି ସ୍ବତନ୍ତ୍ର କରିପାରିଛି। ମାଲେସିଆର ସ୍ବାଧୀନତା ଏବଂ ଉପନିବେଶ ଶାସନର ସମାପ୍ତି ପରେ ମାଲେସିଆ ଏବଂ ଭାରତ ପ୍ରଥମେ ୧୯୫୭ ମସିହାରେ କୂଟନୈସମ୍ପର୍କ ଆରମ୍ଭ ହୋଇଥିଲା। ମାଲେସିଆର ଜନସଂଖ୍ୟା ପ୍ରାୟ ୩.୩ କୋଟି। ସେଥିମଧ୍ୟରେ ପ୍ରାୟ ସାତ ପ୍ରତିଶତ ଅର୍ଥାତ୍‌ ୨୩ ଲକ୍ଷ ଭାରତୀୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ…

ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri