ଭାରତ-ମାଳଦ୍ୱୀପ ସମ୍ପର୍କ ଆହୁରି ସୁଦୃଢ଼ ହେବ

ମାଲେ,୪ା୬: ଦୀର୍ଘଦିନ ଧରି ଭାରତ-ମାଳଦ୍ୱୀପ ସମ୍ପର୍କ ସ୍ବତନ୍ତ୍ର ରହିଛି। ରାଜନୈତିକ ସମ୍ପର୍କ ବ୍ୟତୀତ ମାଳଦ୍ୱୀପ ଏବଂ ଭାରତର ମଧ୍ୟ ସାମାଜିକ, ଧାର୍ମିକ ଏବଂ ବାଣିଜି୍ୟକ ସମ୍ପର୍କ ରହିଛି। ରବିବାର କେନ୍ଦ୍ର ବୈଦେଶିକ ରାଷ୍ଟ୍ର ମନ୍ତ୍ରୀ ଭି. ମୁରଲୀଧରନ ମାଳଦ୍ୱୀପ ବୈଦେଶିକ ମନ୍ତ୍ରୀ ଅବଦୁଲ୍ଲା ସହିଦଙ୍କ ସହ ଭାରତ ଏବଂ ମାଳଦ୍ୱୀପ ମଧ୍ୟରେ ୧୦ଟି ଚୁକ୍ତି ସ୍ବାକ୍ଷର କରିଛନ୍ତି। ଜୁନ୍‌ ୩ ଓ ୪ରେ ମୁରଲୀଧରନ ଦୁଇ ଦିନିଆ ମାଳଦ୍ୱୀପ ଗସ୍ତରେ ଅଛନ୍ତି।

ସେ ତାଙ୍କ ଟୁଇଟରରେ ଏହି ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ଭାରତ ଏବଂ ମାଳଦ୍ୱୀପ ମଧ୍ୟରେ ବିକାଶ ଭାଗିଦାରୀ ମଜବୁତ ହେଉଛି। ଭାରତର ଅନୁଦାନ ସହାୟତାରେ କଳା, କ୍ରୀଡ଼ା, ଶିକ୍ଷା ଏବଂ ସ୍ବାସ୍ଥ୍ୟ ଭଳି କ୍ଷେତ୍ରରେ ବିକାଶମୂଳକ ପ୍ରକଳ୍ପର କାର୍ଯ୍ୟକାରିତାକୁ ଏହି ଚୁକ୍ତି ସହଜ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?