ବିଶ୍ୱର ମୁଦ୍ରାସ୍ପିତି ସମ୍ଭଳିଛି ଭାରତ, ଧନ୍ୟବାଦକୁ ଅପେକ୍ଷା: ଏସ୍. ଜୟଶଙ୍କର

ନୂଆଦିଲ୍ଲୀ, ୧୬।୧୧: ଭାରତ ଏହାର ତୈଳ ଏବଂ ଗ୍ୟାସ ବଜାର ନୀତିକୁ କୋହଳ କରିଛି। ଯାହା ଫଳରେ ବିଶ୍ୱର ସମସ୍ୟା ସମୟରେ ମୁଦ୍ରାସ୍ପିତିକୁ ନିୟନ୍ତ୍ରଣ କରିଛି। ଗୁରୁବାର ଇଂଲଣ୍ଡର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଏହା କହିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ଲଣ୍ଡନରେ ଭାରତର ଦୂତାବାସରେ ଗଣାମାଧ୍ୟମକୁ ସମ୍ବୋଧନ କରି ସେ କହିଛନ୍ତି ଯେ, ରୁଷ ଏବଂ ୟୁକ୍ରେନ ଯୁଦ୍ଧରେ ସମୟରେ ଭାରତର ତୈଳ କିଣା ପଲିସୀ ବିଶ୍ୱ ଅର୍ଥନୀତିକୁ ବିଶ୍ୱ ଅର୍ଥନୀତିକୁ ସ୍ଥିର କରିଛି।

ଯଦି ଭାରତ ରୁଷ ନିକଟରୁ ତୈଳ କିଣି ନଥାନ୍ତା, ତେବେ ବିଶ୍ୱରେ ଏହାର ଦର ଅହେତୁକ ଭାବେ ବଢିଯାଇଥିଲା। ତେବେ ଆମେ ଯଦି ରୁଷ ନିକଟରୁ ତୈଳ କିଣି ନଥାନ୍ତୁ ତେବେ ବିଶ୍ୱ ବଜାରରେ ତୈଳର ମୂଲ୍ୟ ଅହେତୁକ ବଢି ସାରନ୍ତାଣି।

ଏହି ସମୟରେ ସେ କହିଛନ୍ତି ଯେ, ଯେତେବେଳେ ବିଶ୍ୱର ଅନେକ ଛୋଟ ଦେଶ ଏହି ଘଟଣାରେ କୌଣସି ପ୍ରତିକ୍ରିୟା ଦେଉ ନଥିବା ବେଳେ ବେଳେ ଭାରତ ବିଶ୍ୱପ୍ରତି ଏହାର ଦାୟିତ୍ୱ ଲିଭାଇଛି। ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, “ସେଠାରେ ବହୁତ ଛୋଟ ଦେଶ ଥିଲେ ଯେଉଁମାନେ ସେମାନଙ୍କର ଟେଣ୍ଡର ଅନୁସନ୍ଧାନର ପ୍ରତିକ୍ରିୟା ମଧ୍ୟ ପାଇନଥିଲେ କାରଣ ଲିକ୍ୱିଫାଏଡ୍ ପ୍ରାକୃତିକ ଗ୍ୟାସ୍ (LNG) ଯୋଗାଣକାରୀମାନେ ସେମାନଙ୍କ ସହ କାରବାର କରିବାକୁ ଆଗ୍ରହ ପ୍ରକାଶ କରୁନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

ନୀତିନ ନବୀନ ମୋ ବସ୍‌, ମୁଁ ଜଣେ….ଭାବପ୍ରବଣ କରିଦେଲେ ମୋଦି

ନୂଆଦିଲ୍ଲୀ,୨୦।୧: ନୀତିନ ନବୀନ ମଙ୍ଗଳବାର ଆନୁଷ୍ଠାନିକ ଭାବରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ଏପରି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri