ବିଶ୍ୱର ମୁଦ୍ରାସ୍ପିତି ସମ୍ଭଳିଛି ଭାରତ, ଧନ୍ୟବାଦକୁ ଅପେକ୍ଷା: ଏସ୍. ଜୟଶଙ୍କର

ନୂଆଦିଲ୍ଲୀ, ୧୬।୧୧: ଭାରତ ଏହାର ତୈଳ ଏବଂ ଗ୍ୟାସ ବଜାର ନୀତିକୁ କୋହଳ କରିଛି। ଯାହା ଫଳରେ ବିଶ୍ୱର ସମସ୍ୟା ସମୟରେ ମୁଦ୍ରାସ୍ପିତିକୁ ନିୟନ୍ତ୍ରଣ କରିଛି। ଗୁରୁବାର ଇଂଲଣ୍ଡର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଏହା କହିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ଲଣ୍ଡନରେ ଭାରତର ଦୂତାବାସରେ ଗଣାମାଧ୍ୟମକୁ ସମ୍ବୋଧନ କରି ସେ କହିଛନ୍ତି ଯେ, ରୁଷ ଏବଂ ୟୁକ୍ରେନ ଯୁଦ୍ଧରେ ସମୟରେ ଭାରତର ତୈଳ କିଣା ପଲିସୀ ବିଶ୍ୱ ଅର୍ଥନୀତିକୁ ବିଶ୍ୱ ଅର୍ଥନୀତିକୁ ସ୍ଥିର କରିଛି।

ଯଦି ଭାରତ ରୁଷ ନିକଟରୁ ତୈଳ କିଣି ନଥାନ୍ତା, ତେବେ ବିଶ୍ୱରେ ଏହାର ଦର ଅହେତୁକ ଭାବେ ବଢିଯାଇଥିଲା। ତେବେ ଆମେ ଯଦି ରୁଷ ନିକଟରୁ ତୈଳ କିଣି ନଥାନ୍ତୁ ତେବେ ବିଶ୍ୱ ବଜାରରେ ତୈଳର ମୂଲ୍ୟ ଅହେତୁକ ବଢି ସାରନ୍ତାଣି।

ଏହି ସମୟରେ ସେ କହିଛନ୍ତି ଯେ, ଯେତେବେଳେ ବିଶ୍ୱର ଅନେକ ଛୋଟ ଦେଶ ଏହି ଘଟଣାରେ କୌଣସି ପ୍ରତିକ୍ରିୟା ଦେଉ ନଥିବା ବେଳେ ବେଳେ ଭାରତ ବିଶ୍ୱପ୍ରତି ଏହାର ଦାୟିତ୍ୱ ଲିଭାଇଛି। ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, “ସେଠାରେ ବହୁତ ଛୋଟ ଦେଶ ଥିଲେ ଯେଉଁମାନେ ସେମାନଙ୍କର ଟେଣ୍ଡର ଅନୁସନ୍ଧାନର ପ୍ରତିକ୍ରିୟା ମଧ୍ୟ ପାଇନଥିଲେ କାରଣ ଲିକ୍ୱିଫାଏଡ୍ ପ୍ରାକୃତିକ ଗ୍ୟାସ୍ (LNG) ଯୋଗାଣକାରୀମାନେ ସେମାନଙ୍କ ସହ କାରବାର କରିବାକୁ ଆଗ୍ରହ ପ୍ରକାଶ କରୁନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

ଦଳରେ ବିଦ୍ରୋହ ଭିତରେ ମମତା ଖେଳିଲେ ବଡ଼ ଚାଲ୍‌, ଅଭିଷେକ ବାନାର୍ଜୀଙ୍କୁ ଘୋଷଣା କଲେ…

ନୂଆଦିଲ୍‌ଲୀ,୬।୬: ବିଧାୟକମାନଙ୍କ ବିଦ୍ରୋହ ମଧ୍ୟରେ ଟିଏମସି (TMC) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମମତା ବାନାର୍ଜୀ ଏହି ନୂତନ ସଙ୍ଗଠନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri