Posted inଜାତୀୟ

ମୁମ୍ବାଇରେ ହେବାକୁ ଥିବା ‘ଇଣ୍ଡିଆ’ ବୈଠକରେ ସାମିଲ ହେବ ଏଏପି

ନୂଆଦିଲ୍ଲୀ,୨୧।୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ହେବାକୁ ଥିବା ‘ଇଣ୍ଡିଆ’ର ବୈଠକରେ ଆମ ଆଦମୀ ପାର୍ଟି (ଏଏପି) ସାମିଲ ହେବ। ଏହାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନିଶ୍ଚିତ କରିଛନ୍ତି।

ଏହି ବୈଠକ ୩୧ ଅଗଷ୍ଟ ଏବଂ ୧ସେପ୍ଟେମ୍ବରରେ ହେବ। ଅନେକ ପ୍ରସଙ୍ଗରେ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ କଂଗ୍ରେସ ମଧ୍ୟରେ ମତଭେଦ ଦେଖିବା ପରେ ସେ ଏହି ବୈଠକରେ ଯୋଗଦେବେ କି ନାହିଁ ସନ୍ଦେହ ସୃଷ୍ଟି ହୋଇଥିଲା। ବର୍ତ୍ତମାନ ତାହା ସ୍ପଷ୍ଟ ହୋଇଛି ଯେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଏହି ବୈଠକରେ ସାମିଲ ହେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା।…

ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ

ଭୁବନେଶ୍ୱର,୨୩।୬: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି…

Video: ଇଣ୍ଟରନ୍ୟାଶନାଲ ଡେବ୍ୟୁରେ କେତେ ନମ୍ବର ଜର୍ସି ପିନ୍ଧିବେ ବୈଭବ? ଦେଖୁ ଦେଖୁ ଖୁସି ହୋଇଗଲେ ବେବି ବସ

ନୂଆଦିଲ୍ଲୀ,୨୩।୬: ଜୁନିଅର କ୍ରିକେଟ ସର୍କିଟରେ ଝଡ଼ ସୃଷ୍ଟି କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ। ବୈଭବ ମଙ୍ଗଳବାର ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri