Posted inଜାତୀୟ

ହାଇଦ୍ରାବାଦ ପରେ ମୁମ୍ବାଇରେ ପ୍ରବଳ ବର୍ଷା: ରେଡ ଆଲର୍ଟ ଜାରି

ମୁମ୍ବାଇ,୧୫ ।୧୦:ହାଇଦ୍ରାବଦରେ ବୁଧବାର ହୋଇଥିବା ବର୍ଷାରେ ରାସ୍ତା ଉପରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା । ଏବେ ବର୍ଷାରେ ମୁମ୍ବାଇ ହୋଇଛି ବେହାଲ । ବୁଧବାର ମଧ୍ୟରାତ୍ରିରୁ ମୁମ୍ବାଇରେ ମୂଷଳ ଧାରାରେ ବର୍ଷା ଲାଗି ରହିଥିବା ବେଳେ ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି । ମୁମ୍ବାଇ ସ୍ଥିତ ସିୟୋନ ପୋଲିସ ଷ୍ଟେଶନ ନିକଟରେ ପାଣି ଭରି ଯାଇଥିବା ବେଳେ ପୁଣେ ସଡ଼କ ଉପରେ ମଧ୍ୟ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଏହାକୁ ଦୃଷ୍ଟିରେ ରଖି ମୁମ୍ବାଇରେ ଗୁରୁବାର ପାଇଁ ରେଡ ଆଲର୍ଟ ଜାରି କରାଯାଇଛି । ଲଗାଣ ବର୍ଷାକୁ ଦେଖି ମୁମ୍ବାଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି କରାଯିବା ସହ ଆବଶ୍ୟକ ନ ଥିଲେ ଘରୁ ନ ବାହାରିବାକୁ କୁହାଯାଇଛି । ବୁଧବାର ରାତିରେ ହୋଇଥିବା ବର୍ଷାରେ ବାୟକୁଲା, ହିନ୍ଦମାତା, କୁର୍ଲା, କିଙ୍ଗ ସର୍କିଲ ସମେତ କିଛି ଅଞ୍ଚଳ ଜଳାର୍ଣ୍ଣବ ହୋଇ ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଜା ଗିରଫ

ଫୁଲବାଣୀ,୧ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ୍‌ ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ସମ୍ପର୍କୀୟ ଅଜା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ଗିରଫ…

Iran Israel Conflict: ଟ୍ରମ୍ପଙ୍କ ବଡ଼ ଦାବି, ଗୋଟିଏ ଆକ୍ରମଣରେ ୪୮…

ନୂଆଦିଲ୍ଲୀ,୧।୩:  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଆମେରିକା ଏବଂ ଇସ୍ରାଏଲୀ ସାମରିକ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଏକ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି । ସେ…

ଅଶ୍ଳୀଳ ଭିଡିଓ କରି ବ୍ଲାକମେଲ କରୁଥିଲେ ପୂର୍ବତନ ପ୍ରେମିକ, ଭେଟିବାକୁ ଡାକି ହତ୍ୟା କରି ମୁହଁରେ ଏସିଡ୍…

ଲକ୍ଷ୍ନୌ,୧।୩: ଉତ୍ତର ପ୍ରଦେଶର ବାଲିଆରୁ ପ୍ରେମ, ବ୍ଲାକମେଲିଂ ଏବଂ ହତ୍ୟାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କୁ ହତ୍ୟା କରିଛନ୍ତି…

IND vs WI Super-8 Live Score: ଭାରତ ଆଗରେ ୧୯୬ ରନ୍‌ର ବିଜୟ ଟାର୍ଗେଟ୍‌

କୋଲକାତା,୧।୩: କୋଲକାତାର ଐତିହାସିକ ଇଡେନ୍‌ ଗାର୍ଡେନ୍ସ ମଇଦାନରେ ରବିବାର ଖେଳାଯାଇଥିବା ଭାରତ ଏବଂ ୱେଷ୍ଟଇଣ୍ଡିଜ୍‌ ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ…

ବିମାନବନ୍ଦରଠାରୁ ୧୦୦ମିଟର ଦୂରରେ ହୋଇଥିଲା ବିସ୍ଫୋରଣ, ବର୍ଣ୍ଣନା କଲେ ସିନ୍ଧୁ

ନୂଆଦିଲ୍ଲୀ, ୧ା୩: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଦୁଇଥର ଅଲିମ୍ପିକ ପଦକ…

ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ

ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର…

ଓଭରଟେକ୍ ହେଲା କାଳ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଚକାତେନ୍ତୁଳି ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରବିବାର ଅପରାହ୍ନ ପ୍ରାୟ…

ବିଶ୍ୱ ଅର୍ଥବ୍ୟବସ୍ଥା ଉପରେ ଯୁଦ୍ଧର କଳାବାଦଲ, ଭାରତ ସହ ଏସବୁ ଏସୀୟ ଦେଶରେ ଗ୍ୟାସ, CNG, ପେଟ୍ରୋଲ-ଡିଜେଲ ଦର ହେବ ଆକାଶଛୁଆଁ!

ନୂଆଦିଲ୍ଲୀ/ତେହେରାନ,୧।୩: ମଧ୍ୟ ପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ବିବାଦ ଏବେ ବିଶ୍ୱ ଅର୍ଥବ୍ୟବସ୍ଥାକୁ ଏକ ବଡ଼ ସଙ୍କଟ ଆଡ଼କୁ ଠେଲି ଦେଇଛି। ରଏଟର୍ସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri