ଆମେରିକା ରାଷ୍ଟ୍ରପତି କହିଲେ ଇସ୍ରାଏଲ-ହମାସ ଯୁଦ୍ଧର କାରଣ, ରହିଛି ଭାରତର ଲିଙ୍କ୍

ନୂଆଦିଲ୍ଲୀ,୨୬/୧୦: ଇସ୍ରାଏଲ ଏବଂ ପାଲେଷ୍ଟାଇନ ଆତଙ୍କୀ ସଂଗଠନ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ୨୦ ଦିନରେ ପହଞ୍ଚିଛି। ଗୁରୁବାର ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ନିକଟରେ ‘ଦିଲ୍ଲୀରେ ଜି-୨୦ ସମ୍ମିଳନୀରେ ଭାରତ-ମଧ୍ୟପ୍ରାଚ୍ୟ ଅର୍ଥନୈତିକ କରିଡର ଘୋଷଣା ମଧ୍ୟ ଯୁଦ୍ଧର ଏକ କାରଣ ହୋଇପାରେ।’

ମିଡିଆ ରିପୋର୍ଟ ଅନୁଯାୟୀ ବାଇଡେନ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜଙ୍କ ମଧ୍ୟର ବୈଠକ ପରେ ଏହି କଥା କହିଥିଲେ। ତେବେ ଏହା ପରେ ସେ କହିଥିଲେ କି ‘ଏହା ଏକ ଅନୁମାନ ଅଟେ, ଏହାକୁ ସାବ୍ୟସ୍ତ କରିବା ପାଇଁ ମୋ ପାଖରେ କୌଣସି ପ୍ରମାଣ ନାହିଁ।’ ଜି-୨୦ ବୈଠକ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଘୋଷଣା କରିଥିଲେ। ଏହି ପ୍ରୋଜେକ୍ଟ ସମ୍ପୂର୍ଣ୍ଣ ଅଞ୍ଚଳରେ ରେଳମାର୍ଗ ସହିତ ଯୋଡିବ।

୭ ଅକ୍ଟୋବରରେ ହମାସ ଦ୍ୱାରା ଇସ୍ରାଏଲ ଉପରେ ୧୪୦୦ ମିସାଇଲ ଆକ୍ରମଣ କରିବା ପରେ ଏଥିରେ ହଜାରରୁ ଅଧିକ ଇସ୍ରାଏଲଇ ନାଗରିକ ମୃତ୍ୟୁ ବାରଣ କରିଥିଲେ। ଏହାପରେ ଇସ୍ରାଏଲ ପକ୍ଷରୁ ଜବାବି ଆକ୍ରମଣ ଆରମ୍ଭ ହୋଇଥିଲା। ଯେଉଁଥିରେ ଅନେକ ହମାସ ଆତଙ୍କବାଦୀଙ୍କ ସହିତ ହଜାର ହଜାର ସାଧାରଣ ନାଗରିକ ମୃତ୍ୟୁ ବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

ନୀତିନ ନବୀନ ମୋ ବସ୍‌, ମୁଁ ଜଣେ….ଭାବପ୍ରବଣ କରିଦେଲେ ମୋଦି

ନୂଆଦିଲ୍ଲୀ,୨୦।୧: ନୀତିନ ନବୀନ ମଙ୍ଗଳବାର ଆନୁଷ୍ଠାନିକ ଭାବରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ଏପରି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri