ଆମେରିକା ରାଷ୍ଟ୍ରପତି କହିଲେ ଇସ୍ରାଏଲ-ହମାସ ଯୁଦ୍ଧର କାରଣ, ରହିଛି ଭାରତର ଲିଙ୍କ୍

ନୂଆଦିଲ୍ଲୀ,୨୬/୧୦: ଇସ୍ରାଏଲ ଏବଂ ପାଲେଷ୍ଟାଇନ ଆତଙ୍କୀ ସଂଗଠନ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ୨୦ ଦିନରେ ପହଞ୍ଚିଛି। ଗୁରୁବାର ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ନିକଟରେ ‘ଦିଲ୍ଲୀରେ ଜି-୨୦ ସମ୍ମିଳନୀରେ ଭାରତ-ମଧ୍ୟପ୍ରାଚ୍ୟ ଅର୍ଥନୈତିକ କରିଡର ଘୋଷଣା ମଧ୍ୟ ଯୁଦ୍ଧର ଏକ କାରଣ ହୋଇପାରେ।’

ମିଡିଆ ରିପୋର୍ଟ ଅନୁଯାୟୀ ବାଇଡେନ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜଙ୍କ ମଧ୍ୟର ବୈଠକ ପରେ ଏହି କଥା କହିଥିଲେ। ତେବେ ଏହା ପରେ ସେ କହିଥିଲେ କି ‘ଏହା ଏକ ଅନୁମାନ ଅଟେ, ଏହାକୁ ସାବ୍ୟସ୍ତ କରିବା ପାଇଁ ମୋ ପାଖରେ କୌଣସି ପ୍ରମାଣ ନାହିଁ।’ ଜି-୨୦ ବୈଠକ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଘୋଷଣା କରିଥିଲେ। ଏହି ପ୍ରୋଜେକ୍ଟ ସମ୍ପୂର୍ଣ୍ଣ ଅଞ୍ଚଳରେ ରେଳମାର୍ଗ ସହିତ ଯୋଡିବ।

୭ ଅକ୍ଟୋବରରେ ହମାସ ଦ୍ୱାରା ଇସ୍ରାଏଲ ଉପରେ ୧୪୦୦ ମିସାଇଲ ଆକ୍ରମଣ କରିବା ପରେ ଏଥିରେ ହଜାରରୁ ଅଧିକ ଇସ୍ରାଏଲଇ ନାଗରିକ ମୃତ୍ୟୁ ବାରଣ କରିଥିଲେ। ଏହାପରେ ଇସ୍ରାଏଲ ପକ୍ଷରୁ ଜବାବି ଆକ୍ରମଣ ଆରମ୍ଭ ହୋଇଥିଲା। ଯେଉଁଥିରେ ଅନେକ ହମାସ ଆତଙ୍କବାଦୀଙ୍କ ସହିତ ହଜାର ହଜାର ସାଧାରଣ ନାଗରିକ ମୃତ୍ୟୁ ବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା…

ଆଉ କାଗଜ ନୁହେଁ, ଭାରତରେ କାରବାର ହେବ ପ୍ଲାଷ୍ଟିକ ନୋଟ; ଆରବିଆଇ ଗଭର୍ନରଙ୍କ ବଡ଼ ଘୋଷଣା!

ନୂଆଦିଲ୍ଲୀ,୫।୬: ଆରବିଆଇ (RBI) ଗଭର୍ନର ସଞ୍ଜୟ ମଲହୋତ୍ରା ଘୋଷଣା କରିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ‘ପଲିମର’ (Polymer) କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ…

ଭାଜପାରୁ କଟିଲା ଟିକେଟ୍, ଏବେ ମନ୍ତ୍ରୀ ପଦ ବି ଯିବ! କିଏ ସେହି ୨ ହେଭିୱେଟ୍ ନେତା ?

ନୂଆଦିଲ୍ଲୀ,୫।୬: ରାଜ୍ୟ ସଭା ଟିକେଟ ବଣ୍ଟନକୁ ନେଇ ମୋଦି କ୍ୟାବିନେଟରେ ଅଦଳବଦଳ ହେବାର ଗୁଞ୍ଜରଣ ଆରମ୍ଭ ହୋଇଛି। ପ୍ରକୃତରେ, ମୋଦି ସରକାରଙ୍କ ଦୁଇ ଜଣ ମନ୍ତ୍ରୀ ରାଜ୍ୟ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri