Posted inଖେଳ

ଭାରତ ଆଗରେ ୪୯ ରନ୍‌ର ବିଜୟ ଲକ୍ଷ୍ୟ

ଅହମ୍ମଦାବାଦ,୨୫।୨ : ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ତୃତୀୟ ତଥା ଦିବାରାତ୍ର ଟେଷ୍ଟକୁ ଦୁଇ ଦିନରେ ହିଁ ଜିତି ନେଇପାରେ ଟିମ୍‌ ଇଣ୍ଡିଆ। ଅକ୍ଷର ପଟେଲ ଓ ଭେଟେରାନ ରବିଚନ୍ଦ୍ରନ ଅଶ୍ୱିନଙ୍କ କାରଣରୁ ସୃଷ୍ଟି ହୋଇଛି ଏଭଳି ସମ୍ଭାବନା। ଏହି ଦୁଇ ସ୍ପିନରଙ୍କ ସହ ଓ୍ବାଶିଂଟନ ସୁନ୍ଦର ମିଶି ମାତ୍ର ୩୦.୪ ଓଭରରେ ପୂରା ଇଂଲଣ୍ଡ ଟିମ୍‌କୁ ୮୧ ରନ୍‌ରେ ସୀମିତ ରଖିଛନ୍ତି। ଫଳରେ ପ୍ରଥମ ଇନିଂସରେ ୩୩ ରନ୍‌ରେ ପଛୁଆ ଥିବା ଭ୍ରମଣକାରୀ ଇଂଲଣ୍ଡ ପ୍ରତିପକ୍ଷ ଭାରତ ଆଗରେ ଛିଡ଼ା କରିଛି ୪୯ ରନ୍‌ର ବିଜୟ ଲକ୍ଷ୍ୟ। ଜବରଦସ୍ତ ଫର୍ମରେ ଥିବା ଅକ୍ଷର ତାଙ୍କ କ୍ୟାରିୟରର ୨ୟ ଟେଷ୍ଟରେ ୩ୟ ଥର ୫ ଉଇକେଟ ସଫଳତା ପାଇଛନ୍ତି। ଅନ୍ୟପଟେ ୪ ଉଇକେଟ ପାଇଥିବା ଅଶ୍ୱିନ ୪୦୦ ଟେଷ୍ଟ ଉଇକେଟ ହାତେଇଥିବା ଟେଷ୍ଟ ବୋଲରଙ୍କ କ୍ଲବରେ ସାମିଲ ହୋଇଛନ୍ତି। ଉଲ୍ଲେଖଥାଉ କି, ପ୍ରଥମ ଇନିଂସରେ ଇଂଲଣ୍ଡ ୧୧୨ ରନ୍‌ କରିଥିବା ବେଳେ ଭାରତ ୧୪୫ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଦକ ନିଶ୍ଚିତ କଲେ ପଙ୍ଘାଲ, କୌଶିକ

ଏକଟେରିନବର୍ଗ, ୧୮।୯ (ପି.ଟି.): ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଅମିତ୍‌ ପଙ୍ଘାଲ (୫୨ କିଗ୍ରା) ଓ ମନୀଷ କୌଶିକ (୬୩ କିଗ୍ରା) ଏଠାରେ ଚାଲିଥିବା...

ଦିଆସିଲି କାଠିରେ ବର୍ଡର-ଗାଭାସ୍କର ଟ୍ରଫି

ଭୁବନେଶ୍ୱର, ୧୭।୧୨(କ୍ରୀଡ଼ା ପ୍ରତିନିଧି)- ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ କ୍ରିକେଟ ସିରିଜ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ ମ୍ୟାଚ ଆଡିଲେଡରେ ଦିବାରାତ୍ର...

ସ୍ତ୍ରୀଙ୍କ ଚମତ୍କାର ଶତକ ଦେଖି ଝୁମିଉଠିଲେ ଏହି ପ୍ରସିଦ୍ଧ ଖେଳାଳି

ବିଗ୍‌ ବାସ୍‌ ଲିଗ୍‌ରେ ରବିବାର ଏଲିସା ହିଲିଙ୍କ ଚମତ୍କାର ଶତକୀୟ ଇନିଂସ ଯୋଗୁ ସିଡନୀ ସିକ୍ସର୍ସ ମେଲବୋର୍ଣ୍ଣକୁ ୫ ଉଇକେଟ୍‌ରେ ବିଜୟ ହାସ କରିଛି। ଏହି...

ସଇନୀଙ୍କ କ୍ୟାରିୟର ଆରମ୍ଭ

ଭୁବନେଶ୍ୱର, ୨୩।୧୨(କ୍ରୀଡ଼ା ପ୍ରତିନିଧି)- କଟକର ବାରବାଟୀ ଷ୍ଟାଡିୟମରେ ରବିବାର ଭାରତର ୨୨୯ତମ ଖେଳାଳିଭାବେ ଏକଦିବସୀୟ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଛନ୍ତି ଦ୍ରୁତ ବୋଲର ନବଦୀପ...

ନ୍ୟୁଜିଲାଣ୍ଡ କ୍ରିକେଟରେ ବର୍ଣ୍ଣବୈଷମ୍ୟବାଦ

ଅକଲାଣ୍ଡ,୧୨ା୮: ନ୍ୟୁଜିଲାଣ୍ଡ କ୍ରିକେଟ ପୁଣି ଥରେ ଚର୍ଚ୍ଚାରେ। କିଛି ଦିନ ତଳେ ପୁରୁଷ ଓ ମହିଳା ଖେଳାଳିଙ୍କ ସମାନ ଦରମାକୁ ନେଇ ନ୍ୟୁଜିଲାଣ୍ଡ କ୍ରିକେଟ ଚର୍ଚ୍ଚାରେ...

ମାତ୍ର ୧ ଟଙ୍କା ଦେଇ ପେଟ ପୂରା ଖାଇଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୪।୨: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀର ନିଜ ନିର୍ବାଚନ ମଣ୍ଡଳୀରେ ଅନେକ ସାମାଜିକ କଲ୍ୟାଣ କାର୍ଯ୍ୟ କରୁଛନ୍ତି।...

୭ଟାରେ ପଡ଼ିବ ଟସ୍‌: ଜାଣନ୍ତୁ କେବେ, କେଉଁଠି ଦେଖିବେ ହାଇଦ୍ରାବାଦ- କୋଲକାତା ଲଢ଼େଇ

ମୁମ୍ବାଇ,୧୫।୪: ଆଇପିଏଲ୍‌ ୨୦୨୨ର ୨୫ତମ ମୁକାବିଲା ଶୁକ୍ରବାର ସନରାଇଜର୍ସ ହାଇଦ୍ରାବାଦ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଖେଳାଯିବ। ପ୍ରାରମ୍ଭିକ ମ୍ୟାଚ୍‌ରେ ପରାଜୟ ସତ୍ତ୍ୱେ କେନ୍‌...

ଅନ୍ତିମ ଟି୨୦: କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ମାଉଣ୍ଟ ମାଉଁଗାନୁଇ, ୨।୨(ପି.ଟି.)- ଟି୨୦ ସିରିଜର ପ୍ରଥମ ୪ଟି ମ୍ୟାଚ୍‌ରେ ବିଜୟୀ ହୋଇଥିବା ଭ୍ରମଣକାରୀ ଭାରତ ଏବେ ୫-୦ରେ କ୍ଲିନ୍‌ ସୁଇପ୍‌ କରିବା ଲକ୍ଷ୍ୟରେ ରହିଛି।...

Advertisement
Archives

Model This Week