Posted inଖେଳ

ସିରିଜ୍‌ ଜିତିବା ପାଇଁ ଦରକାର ୫ ଉଇକେଟ

ମୁମ୍ବାଇ,୫।୧୨: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବା ପାଇଁ ଭାରତୀୟ ଦଳକୁ ଆଉ ୫ ଉଇକେଟ ଦରକାର। ପ୍ରଥମ ଟେଷ୍ଟ ଅମୀମାଂଶିତ ଭାବେ ଶେଷ ହୋଇଥିବା ବେଳେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ୫୪୦ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ଭ୍ରମଣକାରୀ ନ୍ୟୁଜିଲାଣ୍ଡ ତୃତୀୟ ଦିନ ସୁଦ୍ଧା ୫ ଉଇକେଟ ହରାଇ ୧୪୦ ରନ୍‌ କରିଛି। ଦଳକୁ ଜିତିବା ପାଇଁ ଆହୁରି ୪୦୦ ରନ୍‌ ଦରକାର ଥିବାବେଳେ ମ୍ୟାଚ୍‌ରେ ଦୁଇ ଦିନ ବାକି ଅଛି। ଏଣୁ ଡ୍ର’ ହେବାର ସମ୍ଭାବନା ପ୍ରାୟତଃ ନାହିଁ।

ନ୍ୟୁଜିଲାଣ୍ଡ ପାଇଁ ହେନରୀ ନିକୋଲସ ୩୬ ଓ ରଚିନ ରବୀନ୍ଦ୍ର ୨ ରନ୍‌ କରି ଅପରାଜିତ ରହିଛନ୍ତି। ଭାରତ ପାଇଁ ରବିଚନ୍ଦ୍ରନ ଅଶ୍ୱିନ ୩ ଉଇକେଟ ନେଇଥିବା ବେଳେ ଗୋଟିଏ ସଫଳତା ହାତେଇଛନ୍ତି ଅକ୍ଷର ପଟେଲ। ପୂର୍ବରୁ ମ୍ୟାଚ୍‌ର ପ୍ରଥମ ଇନିଂସରେ ଭାରତ ୩୨୫ ରନ୍‌ କରିଥିବା ବେଳେ ମାତ୍ର ୬୨ ରନ୍‌ରେ ଅଲଆଉଟ୍‌ ହୋଇଥିଲା ନ୍ୟୁଜିଲାଣ୍ଡ। ଏହାପରେ ୨୭୬/୭ ସ୍କୋରରେ ଦ୍ୱିତୀୟ ଇନିଂସ ଘୋଷଣା କରିଥିଲା ଟିମ୍‌ ଇଣ୍ଡିଆ। ଫଳରେ ଭ୍ରମଣକାରୀ ଦଳ ଆଗରେ ଧାର୍ଯ୍ୟ ହୋଇଥିଲା ୫୪୦ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜୁଆ ଯୋଗୁ ବୁଡ଼ିଯାଇଥିଲା କ୍ୟାରିୟର

ଲଣ୍ଡନ,୪ା୧(ଏଏଫ୍‌ପି)- ଜୁଆ ଯୋଗୁ ଉଜ୍ଜ୍ୱଳମୟ କ୍ୟାରିୟର ପ୍ରଭାବିତ ହୋଇଥିବା ସ୍ବୀକାର କରିଛନ୍ତି ପୂର୍ବତନ ଇଂଲଣ୍ଡ ଅଧିନାୟକ ଓ୍ବେନ୍‌ ରୁନି। ଚଳିତ ସପ୍ତାହରେ ଡର୍ବି ପାଇଁ ପଦାର୍ପଣ...

କ୍ରିକେଟର ଏମିତି ଏକ ଲଜ୍ଜାଜନକ ରେକର୍ଡ: ଭାରତ କେବେ ମନେ ରଖିବାକୁ ଚାହିଁବ ନାହିଁ

କ୍ରିକେଟରେ ପ୍ରତି ମ୍ୟାଚ୍‌ରେ ଅନେକ ରେକର୍ଡ ତିଆରି ହୁଏ, ଅନେକ ରେକର୍ଡ ଭାଙ୍ଗେ ମଧ୍ୟ। କିନ୍ତୁ ଭାରତୀୟ ଦଳ ଆଜିର ଦିନ ଅର୍ଥାତ୍‌ ଜୁଲାଇ ୧୯,...

ଏସୀୟ ଜୁଜୁଟ୍‌ସୁ: ଚୟନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ଅନୁପମା

ଭୁବନେଶ୍ୱର,୫ା୨(ସ୍ପୋଟର୍‌ସ ବ୍ୟୁରୋ): ଏସୀୟ ଜୁଜୁଟ୍‌ସୁ ପ୍ରତିଯୋଗିତା ପାଇଁ ଭାରତୀୟ ଦଳର ମନୋନୟନ ଶିବିରରେ ଅଂଶଗ୍ରହଣ କରିବେ ଓଡ଼ିଶାର ଅନୁପମା ସ୍ବାଇଁ। ରବିବାର ଦିଲ୍ଲୀର ପ୍ରୋ ଫାଇଟ୍‌...

ତେନ୍ଦୁଲକର ଦେଲେ ୧ କୋଟି ଟଙ୍କା

ନୂଆଦିଲ୍ଲୀ, ୩୦ା୪ (ପି.ଟି.)-କରୋନା ରୋଗୀଙ୍କ ପାଇଁ ଅକ୍ସିଜେନ କ୍ରୟ ଲାଗି କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ଗୁରୁବାର ୧କୋଟି ଟଙ୍କା ଦାନ କରିଛନ୍ତି। ସଂକ୍ରମିତଙ୍କ ସଂଖ୍ୟା...

ଓ୍ବିମ୍ବେଲଡନ କ୍ୱାଲିଫାୟର୍ସ: ଦ୍ୱିତୀୟ ରାଉଣ୍ଡରୁ ରାମକୁମାରଙ୍କ ବିଦାୟ

ଲଣ୍ଡନ, ୨୬ା୬ (ପି.ଟି.): ଭାରତର ରାମକୁମାର ରମାନାଥନ ଏକ ଗ୍ରାଣ୍ଡସ୍ଲାମ ମୁଖ୍ୟ ଡ୍ର’ରେ ପ୍ରବେଶ କରିବାରେ ପୁଣି ବିଫଳ ହୋଇଛନ୍ତି। ଓ୍ବିମ୍ବେଲଡନ ଚାମ୍ପିୟନଶିପ୍‌ ପାଇଁ ପୁରୁଷ...

ଲୋକେ କହୁଥିଲେ ଅଭିଜ୍ଞତା ନାହିଁ, ଚକୋଲେଟ ଭଳି ଟିମ୍‌ ଇଣ୍ଡିଆ କ୍ୟାପ୍‌ ବଣ୍ଟାଯାଉଛି; ପୂର୍ବ ମୁଖ୍ୟ ଚୟନକର୍ତ୍ତା କାହିଁକି କହିଲେ…

ନୂଆଦିଲ୍ଲୀ,୧୫।୬: ଭାରତୀୟ କ୍ରିକେଟ ବର୍ତ୍ତମାନ ଶୀର୍ଷରେ ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏକାସାଙ୍ଗରେ ଦୁଇଟି ଟିମ୍‌ ସହ ପଡ଼ିଆକୁ ଓହ୍ଲାଇବାକୁ ଅଣ୍ଟା ଭିଡିଛି। ବିରାଟ...

ଶାହରୁଖ, ପ୍ରୀତି ଜିଣ୍ଟାଙ୍କ ପରେ କ୍ରିକେଟ୍‌ ଟିମ୍‌ କିଣିଲେ ସଲ୍‌ମାନ

ନୂଆଦିଲ୍ଲୀ, ୨୧।୧୦: ବଲିଉଡ୍‌ ଓ କ୍ରିକେଟ୍‌ ମଧ୍ୟରେ ସମ୍ପର୍କ ଏବେ ମଧ୍ୟ ଅତୁଟ ରହିଛି। ବିବାହ ବିଷୟ ହେଉ କିମ୍ବା କ୍ରିକେଟ୍‌ ଲିଗ୍‌ରେ ଏକ ଟିମ୍‌...

ଉମାଖାନୋଭ ଅନ୍ତର୍ଜାତୀୟ ବକ୍ସିଂ: ବିଶ୍ୱ ଚାମ୍ପିୟନଙ୍କୁ ହରାଇଲେ ନୀରଜ

ନୂଆଦିଲ୍ଲୀ,୩।୮(ପି.ଟି.)- ରୁଷିଆର କାସ୍‌ପିସ୍କଠାରେ ଚାଲିଥିବା ମାଗୋମେଡ ସଲାମ ଉମାଖାନୋଭ ସ୍ମାରକୀ ଅନ୍ତର୍ଜାତୀୟ ବକ୍ସିଂ ଟୁର୍ନାମେଣ୍ଟରେ ଭାରତ ନୀରଜ ଫାଇନାଲରେ ପ୍ରବେଶ କରିଛନ୍ତି। ଇଣ୍ଡିଆ ଓପନ ଗୋଲ୍ଡ...

Advertisement
Archives

Model This Week