Advertisement
Posted inଖେଳ

୭.୧ ଓଭର ଭିତରେ ଭାରତକୁ ଜିତିବା ଦରକାର

ଦୁବାଇ,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡକୁ ୮୫ ରନ୍‌ରେ ରୋକି ଦେଇଛି ଭାରତୀୟ ଦଳ। ରବୀନ୍ଦ୍ର ଜାଡେଜା ଓ ମହମ୍ମଦ ଶାମି ୩ ଲେଖାଏ ଉଇକେଟ ନେଇ ସ୍କଟଲାଣ୍ଡ ପାଇଁ କାଳ ସାଜିଥିଲେ। ଯଶପ୍ରୀତ ବୁମରା ମଧ୍ୟ ୨ ଉଇକେଟ ହାତେଇଥିଲେ। ତେବେ ଟିମ୍‌ ଇଣ୍ଡିଆକୁ ସେମିଫାଇନାଲ ଆଶା ଉଜ୍ଜୀବିତ ରଖିବାକୁ ହେଲେ ଆଫଗାନିସ୍ତାନର ନେଟ୍‌ରେଟ୍‌କୁ ପଛରେ ପକାଇବାକୁ ପଡ଼ିବ। ଏଥିଲାଗି ଭାରତୀୟ ଦଳକୁ ୮୬ ରନ୍‌ର ବିଜୟ ଲକ୍ଷ୍ୟକୁ ୭.୧ ଓଭରରେ ହାସଲ କରିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋନାଲ୍ଡୋଙ୍କୁ ଅନୁସରଣ କଲେ ଓ୍ବାର୍ନର

ଦୁବାଇ,୨୯।୧୦: କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ପଦାକୁ ଅନୁସରଣ କରିଛନ୍ତି ଅଷ୍ଟ୍ରେଲିଆର ତାରକା ଓପନର୍‌ ଡେଭିଡ ୱାର୍ନର। ଏଠାରେ ଚାଲିଥିବା ଟି -୨୦ ବିଶ୍ୱକପ୍‌ର ଏକ ଖବରଦାତା ସମ୍ମିଳନୀରେ...

ଶ୍ରୀସନ୍ତଙ୍କ ଘରେ ଲାଗିଲା ନିଆଁ

କୋଚି,୨୪।୮: ଭାରତୀୟ କ୍ରିକେଟ ଖେଳାଳି ଏସ୍‌ ଶ୍ରୀସନ୍ତଙ୍କ କେରଳର କୋଚିସ୍ଥିତ ଇଡାପାଲ୍ଲୀ ବାସଭବନରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଏକ ବଖରା...

ଫାଇନାଲରେ ବୋଲିଂ କରିବେ କି କୋହଲି

ନୂଆଦିଲ୍ଲୀ,୧୩।୬: ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଟାଇଟଲ ମ୍ୟାଚ...

ବ୍ରାଜିଲ-ଆମେରିକା କଡ଼ା ଟକ୍କର

ଭୁବନେଶ୍ୱର,୧୫।୧୦ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ମ୍ୟାଚରେ ବ୍ରାଜିଲ ଓ ଆମେରିକା ମଧ୍ୟରେ ହୋଇଥିଲା...

୧୪୪ ବର୍ଷ ଟେଷ୍ଟ ଇତିହାସରେ କେବଳ ଏହି କ୍ରିକେଟର ପ୍ରଥମ ବଲ୍‌ରେ ମାରିଛନ୍ତି ଛକା, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌…

ନୂଆଦିଲ୍ଲୀ,୩।୧୧: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏଥିରେ ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ହୋଇଥାଏ। ଦୀଘେ ପାଞ୍ଚ ଦିନ ଧରି ଚାଲୁଥିବା...

ଆସନ୍ତାବର୍ଷ ଜୁନ୍‌ରେ ଏସିଆ କପ୍‌ ଆୟୋଜନ ସମ୍ଭାବନା

ନୂଆଦିଲ୍ଲୀ,୧୦।୭: ଚଳିତ ବର୍ଷ ଏସିଆକପ୍‌ କ୍ରିକେଟ ଟୁର୍ନାମେଣ୍ଟ ସ୍ଥଗିତ ରହିବା ସ୍ପଷ୍ଟ ହୋଇଛି। ଏହି ଟୁର୍ନାମେଣ୍ଟ ଆସନ୍ତାବର୍ଷ ଜୁନ୍‌ରେ ଆୟୋଜନ କରିବାକୁ ଯୋଜନା ହେଉଛି ଓ...

ଟୋକିଓରେ ପୁଣି ଉଡିଲା ତ୍ରିରଙ୍ଗା: ବିଶ୍ୱରେକର୍ଡ ସହ ସୁମିତ ଆଣିଲେ ସ୍ବର୍ଣ୍ଣ

ଟୋକିଓ,୩୦।୮: ଟୋକିଓ ପାରାଲିମ୍ପିକ୍ସ ୨୦୨୦ରେ ସୋମବାର ଭାରତୀୟ ଖେଳାଳିମାନେ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛନ୍ତି। ଅବନୀଙ୍କ ପରେ ଆଜି ସୁମିତ ଅନ୍ତିଲ ଭାରତ ପାଇଁ ଦ୍ୱିତୀୟ...

ଭାରତ ଗସ୍ତ: ବାଂଲାଦେଶ ଟି୨୦, ଟେଷ୍ଟ ଦଳ ଘୋଷିତ

ଢାକା, ୩୦।୧୦(ପି.ଟି.)- ଆଗାମୀ ଭାରତ ଗସ୍ତ ପାଇଁ ମଙ୍ଗଳବାର ବାଂଲାଦେଶ ଟି୨୦ ଓ ଟେଷ୍ଟ ଦଳ ଘୋଷିତ ହୋଇଛି। ମହମୁଦୁଲ୍ଲା ରିୟାଦ ଓ ମୋମିନୁଲ ହକ୍‌...

Advertisement
Archives

Model This Week