ଭାରତ ପାଇଁ ଆବଶ୍ୟକ ୧୦ ହଜାର ଅମ୍ବାନୀ-୨୦ ହଜାର ଆଦାନୀ…

ନୂଆଦିଲ୍ଲୀ,୯।୧୧ : ଭାରତର ଜି-୨୦ ଶେର୍ପା ଅମିତାଭ କାଣ୍ଟ କହିଛନ୍ତି ଯେ ଭାରତର ବିକାଶ ପାଇଁ ୧୦ ହଜାର ଅମ୍ବାନୀ ଏବଂ ୨୦ ହଜାର ଆଦାନୀ ଆବଶ୍ୟକ। କେବଳ ସେତେବେଳେ ହିଁ ଦେଶର ବିକାଶ ସମ୍ଭବ ହୋଇ ପାରିବ। ତେଣୁ ଆମେ ଜି-୨୦ର ସୁଯୋଗର ଲାଭ ଉଠାଇ ନିଜନିଜ କ୍ଷେତ୍ରକୁ ବଡ଼ ଏବଂ ଅଧିକ ବୃହତ୍‌ କରିବାର ଆବଶ୍ୟକତା ରହିଛି। ଏହା ଏକ ସୁଯୋଗ ଯାହା ଆଉ କେବେ ହୁଏତ ଆସି ନପାରେ। ସେ ପୁଏଚଡି ହାଉସରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି କହିଛନ୍ତି।

ସୂଚନାଯୋଗ୍ୟ. ଭାରତ ଡିସେମ୍ବର ୧ ରୁ ଜି-୨୦ ଅଧ୍ୟକ୍ଷ ହେବାକୁ ଯାଉଛି। ବର୍ତ୍ତମାନ ଇଣ୍ଡୋନେସିଆ ହେଉଛି ଏହାର ଅଧ୍ୟକ୍ଷ ରାଷ୍ଟ୍ର। କାଣ୍ଟ କହିଛନ୍ତି ଯେ ଜି -୨୦ ର ଅଧ୍ୟକ୍ଷତା ସମୟରେ ସାରା ବିଶ୍ୱର ବ୍ୟବସାୟୀଙ୍କ ସହିତ ଯୋଗାଯୋଗ କରିବାର ଏକ ବଡ଼ ସୁଯୋଗ ଅଛି । ବିଶ୍ୱ ଯୋଗାଣ ଶୃଙ୍ଖଳାର ଏକ ଅବିଚ୍ଛେଦ୍ୟ ଅଙ୍ଗ ହେବା ପାଇଁ ମଧ୍ୟ ଏହା ଏକ ଉତ୍ତମ ସୁଯୋଗ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲଛୁଟିକୁ ନେଇ ବଡ଼ ଘୋଷଣା କଲେ ସରକାର, ସାରା ରାଜ୍ୟରେ ୨୪ଜୁନ ଯାଏ…

ଲକ୍ଷ୍ନୌ,୧୭।୬: ରାଜ୍ୟର ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ କ୍ରମାଗତ ଲୁ (ଗରମ ପବନ)କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…

ଉଦ୍ଧବ ଠାକ୍‌ରେଙ୍କୁ ବଡ଼ ଝଟ୍‌କା: ଏକନାଥ ଶିନ୍ଦେଙ୍କୁ ସମର୍ଥନ ଘୋଷଣା କଲେ ୬ ଏମ୍‌ପି

ମୁମ୍ବାଇ,୧୭।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ…

ଡ଼ାକ୍ତରଖାନାରେ ନଥିଲେ ଡ଼ାକ୍ତର! ଚାଲିଗଲା ନବଜାତ ଶିଶୁର ଜୀବନ, ଚିକିତ୍ସା ଅବହେଳା ଆଣି ପରିବାର ଲୋକଙ୍କ ଉତ୍ତେଜନା

ପାଟଣାଗଡ଼, ୧୭।୬(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଡାକ୍ତରଙ୍କ ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏମିତି କହିଲେ ଚାମେଲି, ଚାରିଆଡ଼େ ଚର୍ଚ୍ଚା

କେନ୍ଦ୍ରାପଡ଼ା/ମହାକାଳପଡା,୧୭ା୬:  କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଜାମିନ ମିଳିଛି । ଏହି ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ…

ଭାରତକୁ ବଡ଼ ଝଟକା ଦେଲା ଆମେରିକା: ମୋଦି-ଟ୍ରମ୍ପ ସାକ୍ଷାତ ପୂର୍ବରୁ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହେବାକୁ ଥିବା ବୈଠକ ପୂର୍ବରୁ ଆମେରିକା…

ବଦଳି ପାଇଁ ଉପବାଚସ୍ପତିଙ୍କ ନାମରେ ଜାଲ୍‌ ଦସ୍ତଖତ, ଦୁଇ ସହକାରୀ ଯନ୍ତ୍ରୀଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା

ଭୁବନେଶ୍ୱର,୧୭।୬(ତ୍ରିନାଥ ମହାନ୍ତି): ବଦଳି ପାଇଁ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଦସ୍ତଖତକୁ ଜାଲ୍‌ କରିବା ଏବଂ ସରକାରୀ ଡି.ଓ. ପ୍ୟାଡ୍‌ର ଦୁରୁପଯୋଗ କରିବା ନେଇ…

ପୁଣି ଗଜରାଜଙ୍କ ତାଣ୍ଡବ! ଜଣଙ୍କ ଜୀବନ ନେବା ପରେ ବି ଥମୁନି ଗୋଠଛଡ଼ା ଦନ୍ତାର ଉପଦ୍ରବ, ଚିନ୍ତାରେ ଗ୍ରାମବାସୀ

ବଞ୍ଚୋ,୧୭।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଗଜରାଜଙ୍କ ଉପଦ୍ରବ ଥମିବାର ନାଁ ନେଉନାହିଁ । ପୁଣିଥରେ ଜନବସତି ମୁହାଁ ହୋଇଛି ଗୋଠଛଡ଼ା ଦନ୍ତା…

ଗମ୍ଭୀର ସ୍ନାୟୁ ରୋଗ ସହିତ ସଂଘର୍ଷ କରୁଛନ୍ତି ସୋନୁ ନିଗମ, ଯନ୍ତ୍ରଣାଦାୟକ ଭିଡ଼ିଓ ସେୟାର କରି….

ଗାୟକ ସୋନୁ ନିଗମ ଦୀର୍ଘ ଦିନ ଧରି ତାଙ୍କର ସୁମଧୁର କଣ୍ଠସ୍ୱର ପାଇଁ ଲୋକଙ୍କ ପ୍ରିୟ ହୋଇଆସିଛନ୍ତି, କିନ୍ତୁ ସେ ବର୍ତ୍ତମାନ ଏକ କଷ୍ଟକର ପର୍ଯ୍ୟାୟ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri