ନେପାଳ-ଭାରତ ମଧ୍ୟରେ ୭ ସୂତ୍ରୀୟ ଜଳ ସମାଧାନ ଚୁକ୍ତି

କାଠମାଣ୍ଡୁ,୨୪ା୯: ଜଳସମ୍ପଦ ସହ ଜଡ଼ିତ ନେପାଳ ଏବଂ ଭାରତର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ୭ ସୂତ୍ରୀୟ ଚୁକ୍ତି ହୋଇଛି। ଜଳ ସମ୍ପଦ ମିଳିତ କମିଟିର ନବମ ବୈଠକରେ ପଙ୍କଜ କୁମାର, ସଚିବ, ଜଳସମ୍ପଦ, ନଦୀ ବିକାଶ ବିଭାଗ ଏବଂ ଗଙ୍ଗା ସଂରକ୍ଷଣ ବିଭାଗ, ଜଳଶକ୍ତି ମନ୍ତ୍ରଣାଳୟ, ଭାରତ ସରକାର ଏବଂ ସାଗର ରାୟ, ସଚିବ, ମନ୍ତ୍ରଣାଳୟର ମିଳିତ ସହଯୋଗରେ ଏହି ସହମତି ପ୍ରକାଶ ପାଇଛି।

ଏହି ବୈଠରେ ପଞ୍ଚେଶ୍ୱର ବିକାଶ ପ୍ରାଧିକରଣ (ପିଡିଏ)ର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରିବାକୁ ଗଠିତ ବିଶେଷଜ୍ଞ ଗୋଷ୍ଠୀର କାର୍ଯ୍ୟକାଳ ଏବଂ ଆଦେଶ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି।

୧୯୯୬ରେ ନେପାଳ ଏବଂ ଭାରତ ମଧ୍ୟରେ ସ୍ବାକ୍ଷରିତ ମହାକାଳୀ ଚୁକ୍ତିନାମାର ଏକ ଅଂଶ, ଯାହା ୬୦୦୦ ମେଗାଓ୍ବାଟ୍‌ ଶକ୍ତି ଉତ୍ପାଦନ କରିବ ଏବଂ ଦୁଇ ଦେଶ ମଧ୍ୟରେ ହଜାର ହଜାର ଜମି ଜଳସେଚନ କରିବ ବୋଲି ଆଶା କରାଯାଉଥିଲା। କିନ୍ତୁ ଉଭୟ ପକ୍ଷ ମଧ୍ୟରେ ଅନେକ ପାର୍ଥକ୍ୟ ହେତୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ବିଫଳ ହୋଇଥିଲେ। ଦୀର୍ଘ ଦଶନ୍ଧି ଧରି ଏହି ପ୍ରକଳ୍ପରୁ ବିଦ୍ୟୁତ୍‌ ଉତ୍ପାଦନ ପାଇଁ ଏକ ପିଡିଏ ଗଠନ ଆବଶ୍ୟକ। ଯେଉଁଥିପାଇଁ ଏହି ଚୁକ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?