Posted inଖେଳ

ବର୍ଷା ଯୋଗୁ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି-୨୦ ବାତିଲ

ୱେଲିଂଟନ,୧୮।୧୧: ୱେଲିଂଟନରେ ପ୍ରବଳ ବର୍ଷା ହେତୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ବାତିଲ କରାଯାଇଛି। ବର୍ଷା ଯୋଗୁ ଟସ ମଧ୍ୟ ପଡିପାରି ନ ଥିଲା। ତେଣୁ ଅମ୍ପାୟାର ମ୍ୟାଚ ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲେ। ସ୍ଥାନୀୟ ପାଣିପାଗ ବିଭାଗ ଅନୁଯାୟୀ ଆସନ୍ତା ଚାରି-ପାଞ୍ଚ ଘଣ୍ଟା ପର୍ଯ୍ୟନ୍ତ ଲଗାତର ବର୍ଷା ହେବାର ସମ୍ଭାବନା ରହିଛି। ତେବେ କଟ ଅଫ ସମୟ ପୂର୍ବରୁ ଏହି ନିଷ୍ପତ୍ତି ନିଆଯାଇଛି। ୨୦ ନଭେମ୍ବରରେ ସିରିଜର ଦ୍ୱିତୀୟ ଟି -୨୦ରେ ମାଉଣ୍ଟ ମାଉଙ୍ଗାନୁଇଠାରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?