Posted inଖେଳ

ଭାରତ ନମ୍ବର ଓ୍ବାନ

ନୂଆଦିଲ୍ଲୀ, ୨୩।୯: କ୍ରିକେଟର ୩ ଫର୍ମାଟ, ଟେଷ୍ଟ, ଦିନିକିଆ ଓ ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତ ନମ୍ବର ଓ୍ବାନ ହୋଇ ଇତିହାସ ରଚିଛି। ପୂର୍ବରୁ ଟେଷ୍ଟ ଓ ଟି୨୦ରେ ଭାରତ ଶୀର୍ଷରେ ଥିବାବେଳେ ଶୁକ୍ରବାର ମୋହାଲିରେ ଅଷ୍ଟ୍ରେଲିଆକୁ ହରାଇବାପରେ ଦିନିକିଆରେ ମଧ୍ୟ ନମ୍ବର ଓ୍ବାନ ହୋଇଛି। ପୂର୍ବରୁ ଥିବା ପାକିସ୍ତାନକୁ ଭାରତ ୨ ନମ୍ବର ସ୍ଥାନକୁ ଠେଲି ଦେଇଛି। ଭାରତ ୧୧୬ ପଏଣ୍ଟ ସହିତ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ପାକିସ୍ତାନ ୧୧୫ ଓ ଅଷ୍ଟ୍ରେଲିଆ ୧୧୧ ପଏଣ୍ଟ ପାଇ ପରବର୍ତ୍ତୀ ୨ ସ୍ଥାନରେ ରହିଛନ୍ତି। ସେହିପରି ଟେଷ୍ଟରେ ଭାରତ ୧୧୮ ପଏଣ୍ଟ ସହିତ ଶୀର୍ଷରେ ରହିଛି। ଅଷ୍ଟ୍ରେଲିଆ ସମାନ ୧୧୮ ଓ ଇଂଲଣ୍ଡ ୧୧୫ ପଏଣ୍ଟ ସହିତ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି। ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତ ୨୬୪ ପଏଣ୍ଟ ସହିତ ପ୍ରଥମ, ଇଂଲଣ୍ଡ ୨୫୯ ସହ ଦ୍ୱିତୀୟ ଓ ନ୍ୟୁଜିଲାଣ୍ଡ ୨୫୫ ପଏଣ୍ଟରେ ରହି ତୃତୀୟ ସ୍ଥାନ ଅଧିକାର କରିଛି। ଫଳରେ ଭାରତ ଏବେ ୩ଟି ଯାକ ଫର୍ମାଟରେ ଶ୍ରେଷ୍ଠ ଦଳର ମାନ୍ୟତା ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri