Posted inଖେଳ

ବିଜୟ ଦ୍ୱାରରେ ଭାରତ: ଆଉ ଦରକାର ୫୮ ରନ୍‌

ନୂଆଦିଲ୍ଲୀ, ୧୩।୧୦: ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳ ଚତୁର୍ଥ ଦିନ ଶେଷ ସୁଦ୍ଧା ବିଜୟ ଦ୍ୱାରରେ ପହଞ୍ଚିଛି। ପ୍ରଥମ ଇନିଂସରେ ଭାରତ ୫୧୮/୫ରେ ପାଳି ଘୋଷଣା କରିଥିବା ବେଳେ ଓ୍ବେଷ୍ଟଇଣ୍ଡିଜ୍‌ ୨୪୮ ରନରେ ସୀମିତ ରହିଥିଲା।

ଫଳରେ ଫଲୋଅନ୍‌ ପାଇଥିବା ଓ୍ବେଷ୍ଟଇଣ୍ଡିଜ୍‌ ଦ୍ୱିତୀୟ ଇନିଂସରେ ଜନ କାମ୍ପବେଲ ଓ ଶାଇ ହୋପ୍‌ଙ୍କ ଶତକ ବଳରେ ୩୯୦ ରନରେ ଅଲଆଉଟ୍‌ ହୋଇଥିଲା। ଏଥିଯୋଗୁ ୧୨୧ ରନର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଭାରତ ଚତୁର୍ଥ ଦିନ ଖେଳ ଶେଷ ସୁଦ୍ଧା ୧ ଉଇକେଟ ହରାଇ ୬୩ ରନ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଲୋକେଶ ରାହୁଲ ୨୫ ଓ ସାଇ ସୁଦର୍ଶନ ୩୦ ରନରେ ବ୍ୟାଟିଂ କରୁଛନ୍ତି। ମ୍ୟାଚ୍‌କୁ ଜିତିବା ପାଇଁ ଭାରତକୁ ମାତ୍ର ୫୮ ରନ ଆବଶ୍ୟକ ଥିବା ବେଳେ ଓ୍ବେଷ୍ଟଇଣ୍ଡିଜକୁ ୯ ଉଇକେଟ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri