Posted inଖେଳ

ପାକିସ୍ତାନକୁ ପଛରେ ପକାଇଲା ଭାରତ

କଲମ୍ବୋ,୧୫।୯: ‘କର ବା ମର’ ମ୍ୟାଚ୍‌ରେ ଶ୍ରୀଲଙ୍କାଠାରୁ ୨ ଉଇକେଟରେ ପରାସ୍ତ ହୋଇ ଏସିଆ କପ ୨୦୨୩ରୁ ବାଦ୍‌ ପଡିଛି ପାକିସ୍ତାନ। ବିଜୟ ସହିତ ଶ୍ରୀଲଙ୍କା ଫାଇନାଲରେ ସ୍ଥାନ ପାଇଛି। ପରାଜୟ ସହିତ ପାକିସ୍ତାନ ଆଉ ଏକ କ୍ଷତି ସହିଛି। ଦଳ ଦିନିକିଆ ର଼୍ୟାଙ୍କିଙ୍ଗରେ ତୃତୀୟ ସ୍ଥାନକୁ ଖସି ଆସିଛି। ଏଥିସହିତ ଟିମ ଇଣ୍ଡିଆ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି।
ସର୍ବଶେଷ ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ପାକିସ୍ତାନ ଦଳ ତୃତୀୟ ସ୍ଥାନକୁ ଖସି ଆସିଛି। ଦଳର ୩୧୦୨ ପଏଣ୍ଟ ଏବଂ ୧୧୫ ରେଟିଂ ଅଛି। ଭାରତ ଦ୍ୱିତୀୟ ସ୍ଥାନରେ ରହିଛି। ଭାରତର ୪୫୧୬ ପଏଣ୍ଟ ଏବଂ ୧୧୬ ରେଟିଂ ରହିଛି। ଅଷ୍ଟ୍ରେଲିଆର ଦଳ ଏକ ନମ୍ବରରେ ରହିଛି। ତାଙ୍କର ୩୦୬୧ ପଏଣ୍ଟ ଏବଂ ୧୧୮ ରେଟିଂ ଅଛି। ଇଂଲଣ୍ଡ ଦଳ ଚତୁର୍ଥ ସ୍ଥାନରେ ଏବଂ ନ୍ୟୁଜିଲ୍ୟାଣ୍ଡ ଦଳ ପଞ୍ଚମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri