ଭାରତ-ପାକିସ୍ତାନ-ଚାଇନା ରୁଷିଆରେ କରିବେ ଯୁଦ୍ଧାଭ୍ୟାସ…

ନୂଆଦିଲ୍ଲୀ/ମସ୍କୋ, ୨।୯: ଭାରତ, ପାକିସ୍ତାନ, ଚାଇନା ସମେତ ୧୭ ଦେଶ ମିଳିତ ଭାବେ ରୁଷିଆରେ ଆୟୋଜିତ ହେବାକୁ ଥିବା ଜାପାଡ-୨୦୨୧ ଯୁଦ୍ଧାଭ୍ୟାସ୍‌ରେ ସାମିଲ ହେବେ। ସେପ୍ଟେମ୍ବର ୩ ଠାରୁ ଏହି ମିଳିତ ଯୁଦ୍ଧାଭ୍ୟାସ ଆରମ୍ଭ ହେବାକୁ ଯାଉଛି। ରୁଷିଆର ନିଝନିୟ ଅଞ୍ଚଳରେ ଏହା ଅନୁଷ୍ଠିତ ହେବ। ୟୁରୋସିଆ ଏବଂ ଦକ୍ଷିଣ ଏସିଆର ୧୭ଟି ଦେଶର ସୈନ୍ୟ ବାହିନୀ ଏହି ଅବସରରେ ନିଜର ସାମରିକ କୌଶଳ ପ୍ରଦର୍ଶନ କରିବେ। ମେ’ ୨୦୨୦ରେ ଲଦାଖରେ ଭାରତୀୟ ଯବାନ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ଘଟିଥିବା ହିଂସକ ଘଟଣା ପରେ ପ୍ରଥମ ଥର ପାଇଁ ଦୁଇଦେଶ ମିଳିତ ଭାବେ ଯୁଦ୍ଧାଭ୍ୟାସରେ ସାମିଲ ହେବେ। ଏହି ମିଳିତ ଯୁଦ୍ଧାଭ୍ୟାସ ସେପ୍ଟେମ୍ବର ୧୬ରେ ଶେଷ ହେବ। ଭାରତୀୟ ସେନାର ୨୦୦ ଜଣ ଯବାନ ଏଥିରେ ଯୋଗଦେବାକୁ ରୁଷିଆରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?