Posted inଖେଳ

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ ଖେଳାଯିବ

ନୂଆଦିଲ୍ଲୀ,୧୫।୧୨: ପୁଣି ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ଏଥର ପୁରୁଷ ନୁହେଁ,ମହିଳା କ୍ରିକେଟ ଦଳ ସାମ୍ନାସାମ୍ନି ହେବେ। ଆସନ୍ତା ବର୍ଷ ମାର୍ଚ୍ଚ ୬ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆଇସିସି ମହିଳା କ୍ରିକେଟ ବିଶ୍ୱକପ ୨୦୨୨ ମ୍ୟାଚ ଖେଳାଯିବ। ଏହି ଟୁର୍ନାମେଣ୍ଟରେ ଭାରତୀୟ ଦଳ ପାକିସ୍ତାନ ବିପକ୍ଷରେ ଅଭିଯାନ ଆରମ୍ଭ କରିବ। ମାର୍ଚ୍ଚ ୪ରୁ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ। ପ୍ରଥମ ମ୍ୟାଚ ଆୟୋଜକ ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯିବ। ଏହା ପରେ ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆର ଦଳ ହାମିଲଟନରେ ମୁହାଁମୁହିଁ ହେବେ। ୩୧ ଦିନରେ ମୋଟ ୩୧ଟି ମ୍ୟାଚ ଖେଳାଯିବ।

୮ଟି ଦଳ ଟାଇଟେଲ ପାଇଁ ପଡ଼ିଆକୁ ଓହ୍ଲାଇବେ। ଆଇସିସି ଅନୁଯାୟୀ ଅଷ୍ଟ୍ରେଲିଆ, ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା ଏବଂ ଭାରତ ଆଇସିସି ମହିଳା ଚାମ୍ପିଅନସିପ ୨୦୧୭-୨୦୨୦ରେ ସେମାନଙ୍କ ର଼୍ୟାଙ୍କକୁ ଆଧାର କରି ଇଭେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିଥିବାବେଳେ ନ୍ୟୁଜିଲାଣ୍ଡ ହୋଷ୍ଟ ଭାବରେ ଯୋଗ୍ୟତା ଅର୍ଜନ କରିଛି। ନିକଟରେ ଅନୁଷ୍ଠିତ ପୁରୁଷ ଟି -୨୦ ବିଶ୍ୱକପରେ ଭାରତୀୟ ଦଳ ପାକିସ୍ତାନ ବିରୋଧରେ ଅଭିଯାନ ଆରମ୍ଭ କରିଥିଲା।
ଆଇସିସି ମହିଳା ବିଶ୍ୱକପ ୨୦୨୨ଏକ ଲିଗ ଫର୍ମାଟରେ ଖେଳାଯିବ। ଏଠାରେ ସମସ୍ତ ୮ ଦଳ ଥରେ ମୁହାଁମୁହିଁ ହେବେ। ଲିଗ୍ର ଶ୍ରେଷ୍ଠ ୪ ଦଳ ମଧ୍ୟରେ ସେମିଫାଇନାଲ ମ୍ୟାଚ ଖେଳାଯିବ। ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚ ୱେଲିଙ୍ଗଟନ୍‌ରେ ୨୦ ମାର୍ଚ୍ଚରେ ଖେଳାଯିବ। ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ୩୧ ମାର୍ଚ୍ଚରେ ହେଗ୍ଲେ ଓଭାଲରେ ଖେଳାଯିବ। ଆଇସିସି ମହିଳା ବିଶ୍ୱକପ ୨୦୨୨ ଟାଇଟେଲ ମ୍ୟାଚ ୩ ଏପ୍ରିଲରେ ଖେଳାଯିବ। ଆଇସିସି ଅନୁଯାୟୀ ଉଭୟ ସେମିଫାଇନାଲ ଏବଂ ଫାଇନାଲ ପାଇଁ ରିଜର୍ଭ ଦିନ ମଧ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri