Posted inଖେଳ

ଭାରତ-ପାକିସ୍ତାନ ମଧ୍ୟରେ କ୍ରିକେଟ ଖେଳ ନେଇ ପ୍ରସ୍ତାବ

ଇସଲାମାବାଦ୍‌,୨୨।୩: ଭାରତ ପାକିସ୍ତାନ ମଧ୍ୟରେ ଶେଷଥର ପାଇଁ କ୍ରିକେଟ ଖେଳ ୨୦୧୨-୧୩ରେ ହୋଇଥିଲା। ଏହାପରେ କ୍ରିକେଟପ୍ରେମୀ ଦୁଇ ଦେଶ ମଧ୍ୟରେ ହେଉଥିବା ରୋମାଞ୍ଚକର ଖେୂ ଦେଖିବାରୁ ବଞ୍ଚିତ ରହିଛନ୍ତି। ତେବେ ଦୁଇ ଦେଶ ମଧ୍ୟରେ ପୁଣି କ୍ରିକେଟ ଖେଳ ଆରମ୍ଭ ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡର ପୂର୍ବତନ ଅଧ୍ୟକ୍ଷ ଜାକା ଅଶରଫ ପ୍ରସ୍ତାବ ଦେଇଛନ୍ତି। ଯଦି ନିଜ ନିଜ ଦେଶରେ ମ୍ୟାଚ୍‌ ଖେଳା ଯାଇ ନ ପାରୁଛି ତେବେ ଏହାକୁ ୟୁଏଇ, ଶ୍ରୀଲଙ୍କା, ଦକ୍ଷିଣ ଆଫ୍ରିକା କିମ୍ବା ଅନ୍ୟ ଦେଶରେ ଆୟୋଜନ କରାଯାଇ ପାରିବ ବୋଲି ସେ କହିଛନ୍ତି। ଏହା ସହିତ ଦୁଇ ଦେଶ ମଧ୍ୟରେ କ୍ରିକେଟ ସମ୍ପର୍କ ବୃଦ୍ଧି ପାଇବ। ଇଣ୍ଟର ନ୍ୟାଶନାଲ କ୍ରିକେଟ କାଉନସିଲ୍‌(ଆଇସିସି) ର ପରିବର୍ତ୍ତିତ ନିୟମ ଦ୍ୱାରା ସଦସ୍ୟ ଦେଶ ନିଜ ଇଛା ଅନୁସାରେ ଅନ୍ୟ ଦେଶ ସହିତ କ୍ରିକେଟ ମ୍ୟାଚ୍‌ ଖେଳି ପାରିବେ। ମାତ୍ର ଏହା ଦ୍ୱାରା ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେଉଥିବା ରୋମାଞ୍ଚକର କ୍ରିକେଟ ଆଉ ଦେଖିବାକୁ ମିଳୁନି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ଦ୍ୱାଦଶ ପର୍ଯ୍ୟନ୍ତ ପଢିବାକୁ ଲାଗୁଛି ୨୨ ଲକ୍ଷ! କେମିତି ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗିଲାଣି ଘରୋଇ ସ୍କୁଲ, ଭାଇରାଲ ହେଉଛି CAଙ୍କ ପୋଷ୍ଟ

ନୂଆଦିଲ୍ଲୀ,୭।୧୨: ଭାରତରେ ମଧ୍ୟବିତ୍ତ ପରିବାର ପାଇଁ ଶିକ୍ଷା ସର୍ବଦା ପ୍ରାଥମିକତା ରହିଆସିଛି। କିନ୍ତୁ ୨୦୨୫ ପାଇଁ ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri