ଭାରତ-ପାକିସ୍ତାନ କ୍ରିକେଟ ମ୍ୟାଚ୍‌

ନୂଆଦିଲ୍ଲୀ,୨୨।୨: ଭାରତୀୟ ମିଡ଼ିଆର ବହିର୍ବ୍ୟାପାର ପ୍ରସଙ୍ଗ ଉପରେ ଦୃଷ୍ଟି ରଖୁଥିବା ଗଣମାଧ୍ୟମ ପ୍ରତିନିଧି ଏବଂ ପାକିସ୍ତାନ ହାଇକମିଶନ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଛି। ପାକିସ୍ତାନ ହାଇକମିଶନ ପଡ଼ିଆରେ ହୋଇଥିବା ଏହି ଅନୌପଚାରିକ ମ୍ୟାଚ୍‌ରେ ପାକିସ୍ତାନ ହାଇକମିଶନ ବିଜୟୀ ହୋଇଛି। ଏହି ୧୫ ଓଭର ମ୍ୟାଚ୍‌ ଆରମ୍ଭରେ ଭାରତୀୟ ଜାତୀୟ ସଙ୍ଗୀତ ଏବଂ ପାକିସ୍ତାନ ଜାତୀୟ ସଙ୍ଗୀତ ଗାନ କରାଯାଇ ଥିଲା। ପାକିସ୍ତାନ ହାଇ କମିଶନର କ୍ୟାପଟେନ୍‌ ଖ୍ବାଜା ମାଞ୍ଜ୍‌ ଦଳର ନେତୃତ୍ୱ ନେଇଥିଲେ। ସେହିପରି ଭାରତୀୟ ମିଡ଼ିଆର କ୍ୟାପଟେନ୍‌ ଦାୟିତ୍ୱ ଏବିପି ନ୍ୟୁଜ୍‌ର ଆସୋସିଏଟ୍‌ ଏଡିଟର ଆଶିଷ କୁମାର ସିଂଙ୍କ ନ୍ୟସ୍ତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀର ମଧ୍ୟସ୍ଥତା ପ୍ରସଙ୍ଗ: ଭାରତ କହିଲା, ମିଛ କହୁଛନ୍ତି ଟ୍ରମ୍ପ

ନୂଆଦିଲ୍ଲୀ,୨୩।୭: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମନ୍ତବ୍ୟକୁ ଖଣ୍ଡନ କରିଛି ଭାରତ। ଟମ୍ପ ମିଛ କହୁଛନ୍ତି ବୋଲି ଭାରତ କହିଛି।...

ଧ୍ରୁବୀକରଣର ପ୍ରୟୋଗଶାଳା

ହାଇଦ୍ରାବାଦ/ନୂଆଦିଲ୍ଲୀ,୩୦ା୧୧: ଡିସେମ୍ବର ୧ରେ ହେବାକୁ ଥିବା ଗ୍ରେଟର ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେଶନ (ଜିଏଚ୍‌ଏମ୍‌ସି) ନିର୍ବାଚନ ଉଭୟ ଜାତୀୟ ଓ ଆଞ୍ଚଳିକ ଦଳଗୁଡ଼ିକ ପାଇଁ ଅଗ୍ନିପରୀକ୍ଷା ହୋଇଛି।...

୮୧ରେ ଅଟକିଲା ଟିମ୍‌ ଇଣ୍ଡିଆ

କଲମ୍ବୋ,୨୯।୭: ଘରୋଇ ଶ୍ରୀଲଙ୍କା ବୋଲରଙ୍କ ଆଗରେ ଧରାଶାୟୀ ହୋଇଛି ଭାରତୀୟ ଦଳର ବ୍ୟାଟିଂ ଲାଇନଅପ୍‌। ୨୦ ଓଭରରେ ୮୧ ରନ୍‌ରେ ଅଟକିଛି ଟିମ୍‌ ଇଣ୍ଡିଆ। ୩...

ସୁପ୍ରିମକୋର୍ଟ ଗଲା ଶିବସେନା

ନୂଆଦିଲ୍ଲୀ,୧୨।୧୧: ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ମଙ୍ଗଳବାର ସୁପାରିଶ କରିଥିଲେ। ଏହାପରେ ମୋଦି କ୍ୟାବିନେଟ ଏହାକୁ ମଞ୍ଜୁରୀ ପ୍ରଦାନ...

କୋଭିଡ୍‌ ମୁକ୍ତ ଗାଁ ପ୍ରତିଯୋଗିତା, ବିଜେତାଙ୍କୁ ୫୦ ଲକ୍ଷ

ପୁଣେ,୧୨।୧: କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ପୂରା ଦେଶରେ ହୁ ହୁ ହୋଇ ବୃଦ୍ଧ ପାଉଥିବା ବେଳେ ସଂକ୍ରମଣକୁ ରୋକିବା ପାଇଁ ଏକ ଅଭିନବ ପ୍ରୟାସ କରିଛି...

ଡବ୍ଲ୍ୟୁଏଚ୍‌ଓର ନେତୃତ୍ୱ ନେବ ଭାରତ

ନୂଆଦିଲ୍ଲୀ,୨୪ା୪: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟାଳୟରେ ଭାରତ ନେତୃତ୍ୱ ଭୂମିକା ନେବ। ସାରା ବିଶ୍ୱ କରୋନା ମହାମାରୀ କବଳିତ ହୋଇଥିବାବେଳେ ଆସନ୍ତା ମାସରେ ଡବ୍ଲ୍ୟୁଏଚ୍‌ଓ...

ଦୁମ୍‌କାରେ ମିଳିତ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ୍‌

ରାଞ୍ଚି, ୨।୬: ଝାଡ଼ଖଣ୍ଡ ଦୁମ୍‌କାରେ ମିଳିତ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଏସଏସ୍‌ବି ଯବାନ ଶହୀଦ୍‌ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି। ଆହତ...

‘ମୁଁ ୨୦୧୮ ନୁହେଁ, ୨୦୨୩ର ମଡେଲ’

ଭୋପାଳ,୧୮।୮: ମଧ୍ୟପ୍ରଦେଶର ନିର୍ବାଚନ ପାଇଁ ରାଜ୍ୟରେ ରାଜନୀତି ସରଗରମ ହୋଇଛି। କଂଗ୍ରେସ ରାଜ୍ୟରେ ପୁଣି ଥରେ କ୍ଷମତାକୁ ଆସିବାକୁ ଚେଷ୍ଟା କରୁଥିବାବେଳେ କୌଣସି ପରିସ୍ଥିତିରେ ଭାଜପା...

Advertisement
Archives

Model This Week